ବାରହା ଆକ୍ରମଣରେ ମହିଳା ଗୁରୁତର
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବାରହା ଆକ୍ରମଣରେ ମହିଳା ଗୁରୁତର

ବାରହା ଆକ୍ରମଣରେ ମହିଳା ଗୁରୁତର [caption id="attachment_4904" align="alignnone" width="300"] News & Photo From Maheswar Behera (Athagarh)[/caption] ଆଠଗଡ଼ (ଏନ୍‌.ଏମ୍‌.): ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିବା ବେଳେ ବାରାହା ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଥିବା ଜଣାପଡିଛି। ଗୁରୁତର ଆହତ ମହିଳା ଜଣଙ୍କ ହେଲେ ଚାରିମା ଗଡସରା (୫୫)ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣୀ ବନାଞ୍ଚଳ ଗୁରୁଡିଝାଟିଆ ପଞ୍ଚାୟତ ଡେରା ଗ୍ରାମର ଡୁକା ଗଡସରାଙ୍କ ସ୍ତ୍ରୀ ଚାରିମା ଗଡସରା…

ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଚଳିତ ମଇ ୨୫ ତାରିଖ ସୁଦ୍ଧା ‘ଜୱାଦ’ ବାତ୍ୟାରେ କ୍ଷତିଗ୍ରସ୍ତ ଅବଶିଷ୍ଟ ଚାଷୀଙ୍କୁ କ୍ଷତିପୂରଣ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଚଳିତ ମଇ ୨୫ ତାରିଖ ସୁଦ୍ଧା ‘ଜୱାଦ’ ବାତ୍ୟାରେ କ୍ଷତିଗ୍ରସ୍ତ ଅବଶିଷ୍ଟ ଚାଷୀଙ୍କୁ କ୍ଷତିପୂରଣ

ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଚଳିତ ମଇ ୨୫ ତାରିଖ ସୁଦ୍ଧା ‘ଜୱାଦ’ ବାତ୍ୟାରେ କ୍ଷତିଗ୍ରସ୍ତ ଅବଶିଷ୍ଟ ଚାଷୀଙ୍କୁ କ୍ଷତିପୂରଣ [caption id="attachment_4901" align="alignnone" width="300"] Photo From I&PR Odisha[/caption] ଖୋର୍ଦ୍ଧ(ଏନ୍‌.ଏମ୍‌.): ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଖୋର୍ଦ୍ଧା ଜିଲ୍ଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ…

ଅବହେଳିତ ନିମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ: ୬୫୦ ଜଣରୁ ଉର୍ଦ୍ଧ ଛାତ୍ର ଛାତ୍ରୀଙ୍କ ପାଇଁ ୧୦ ଶିକ୍ଷକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଅବହେଳିତ ନିମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ: ୬୫୦ ଜଣରୁ ଉର୍ଦ୍ଧ ଛାତ୍ର ଛାତ୍ରୀଙ୍କ ପାଇଁ ୧୦ ଶିକ୍ଷକ

ଅବହେଳିତ ନିମପୁର ନୋଡାଲ ଉଚ୍ଚ ବିଦ୍ୟାଳୟ: ୬୫୦ ଜଣରୁ ଉର୍ଦ୍ଧ ଛାତ୍ର ଛାତ୍ରୀଙ୍କ ପାଇଁ ୧୦ ଶିକ୍ଷକ ଜଗତପୁର(ଏନ୍‌.ଏମ୍‌.): ଶିକ୍ଷା ବ୍ୟବସ୍ଥାର ଉନ୍ନତି ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହା ଏକ ପ୍ରହସନ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ବିଶେଷ କରି ସର୍ବଶିକ୍ଷା ଅଭିଯାନ, ମୋ ସ୍କୁଲ ଯୋଜନା, ମିଶନ ଜିରୋ ଏଫ ଭଳି ଅନେକ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଚାଲିଥିବାବେଳେ…

ଜରାଜୀର୍ଣ୍ଣ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଜରାଜୀର୍ଣ୍ଣ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳ

ଜରାଜୀର୍ଣ୍ଣ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳ ଆଠଗଡ଼(ଏନ୍‌.ଏମ୍‌.): ବାତ୍ୟା ଆସିଲେ ପ୍ରଥମେ ଖୋଜା ପଡେ ବାତ୍ୟା ଆଶ୍ରୟସ୍ଥଳ । ସରକାର ହୁଅନ୍ତୁ ବା ଜନସାଧାରଣ ପ୍ରଥମେ ବାତ୍ୟା ଆଶ୍ରୟସ୍ଥଳକୁ ଖୋଜିଥାନ୍ତି । ବିଶେଷ କରି କଚ୍ଚା ଘରେ ବସବାସ କରୁଥିବା ଜନସାଧାରଣ ବାତ୍ୟା ଯୋଗୁଁ ଅଧିକ ପ୍ରଭାବିତ ହୋଇଥାନ୍ତି । ଘର ଛପର ଉଡ଼ିଯିବା ସହ ଜୀବନ ପ୍ରତି ମଧ୍ୟ ବିପଦ ଆଶଙ୍କା ଥାଏ । ଏଥି ପାଇଁ ସରକାରଙ୍କ ପକ୍ଷରୁ…

ବ୍ରଜରାଜନଗର ଉପନିର୍ବାଚନ: ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବ୍ରଜରାଜନଗର ଉପନିର୍ବାଚନ: ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବ୍ରଜରାଜନଗର ଉପନିର୍ବାଚନ: ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବ୍ରଜରାଜନଗର (ଏନ୍‌.ଏମ୍‌.): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ୧୧ତାରିଖରେ ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ କରିବା ପରେ ବିଜେପି, ବିଜେଡି ଓ କଂଗ୍ରେସ ଶିବିରରେ ଆଜି ରାତିରୁ କର୍ମୀମାନେ ରଣ ହୁଙ୍କାର ଦେଇଛନ୍ତି । ଆସନ୍ତା ୩୧ ତାରିଖ ହେବାକୁ ଥିବା ବ୍ରଜରାଜନଗର ଉପନିର୍ବାଚନ ନିମନ୍ତେ ଆଜି ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସରେ…

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ଜଳସମ୍ପଦ ବିଭାଗ ସମ୍ପର୍କିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ଜଳସମ୍ପଦ ବିଭାଗ ସମ୍ପର୍କିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ଜଳସମ୍ପଦ ବିଭାଗ ସମ୍ପର୍କିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ [caption id="attachment_4884" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରସ୍ଥିତ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଜଳସମ୍ପଦ ବିଭାଗ ଅଧୀନସ୍ଥ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଏକ ସମୀକ୍ଷା…

ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଏମ୍‌ଏସ୍‌ଏମ୍‌ଇ ଓ ଷ୍ଟାର୍ଟଅପ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି- ଅସିତ୍ ତ୍ରିପାଠୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଏମ୍‌ଏସ୍‌ଏମ୍‌ଇ ଓ ଷ୍ଟାର୍ଟଅପ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି- ଅସିତ୍ ତ୍ରିପାଠୀ

‘ଆଡଭାଣ୍ଟେଜ୍ ଅନୁଗୋଳ’ କାର୍ଯ୍ୟକ୍ରମ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଏମ୍‌ଏସ୍‌ଏମ୍‌ଇ ଓ ଷ୍ଟାର୍ଟଅପ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି- ଅସିତ୍ ତ୍ରିପାଠୀ ଅଧିକରୁ ଅଧିକ ଯୁବବର୍ଗ ଆନୁଷଙ୍ଗିକ ଶିଳ୍ପ ସ୍ଥାପନର ସୁଯୋଗ ନେବାକୁ ଆହ୍ୱାନ [caption id="attachment_4879" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର/ଅନୁଗୋଳ(ଏନ୍‌.ଏମ୍‌.): ଅନୁଗୋଳ ଜିଲ୍ଲାସ୍ତରୀୟ ପୁଞ୍ଜିନିବେଶ ପ୍ରୋତ୍ସାହନ କର୍ମଶାଳା(ଆଡ୍ ଭାଣ୍ଟେଜ୍‌-ଅନୁଗୋଳ)ର କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ଦିବସରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମଏସଏମଇ)ର ପ୍ରତିଷ୍ଠା…

ଅଙ୍ଗନୱାଡ଼ି କେନ୍ଦ୍ର ନିଜସ୍ୱ ଗୃହ ନିର୍ମାଣ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି: ଜାଗା ଚିହ୍ନଟରେ ଅଟକି ଯାଇଛି ଫାଇଲ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଅଙ୍ଗନୱାଡ଼ି କେନ୍ଦ୍ର ନିଜସ୍ୱ ଗୃହ ନିର୍ମାଣ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି: ଜାଗା ଚିହ୍ନଟରେ ଅଟକି ଯାଇଛି ଫାଇଲ

ଅଙ୍ଗନୱାଡ଼ି କେନ୍ଦ୍ର ନିଜସ୍ୱ ଗୃହ ନିର୍ମାଣ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି: ଜାଗା ଚିହ୍ନଟରେ ଅଟକି ଯାଇଛି ଫାଇଲ କ୍ଲବ ଓ କମ୍ୟୁନିଟି ସେଣ୍ଟରରେ ଚାଲିଛି ଶିଶୁଙ୍କ ବୌଦ୍ଧିକ ବୃଦ୍ଧି! ଜଗତପୁର(ଏନ୍‌.ଏମ୍‌.): ସରକାର ଶିକ୍ଷା, ସ୍ୱାସ୍ଥ୍ୟ ଓ ପୃଷ୍ଟି ଉପରେ ଯଥେଷ୍ଟ ଗୁରୁତ୍ୱ ଦେଉଥିଲେ ମଧ୍ୟ ଏସବୁ ଯୋଜନା କେବଳ ଫାଇଲର ନାଲିଫିତା ତଳେ ଚାପି ହୋଇ ରହିଯାଉଛି । ମାତୃ ଓ ଶିଶୁ ହାର ହ୍ରାସ କରିବା, ଶିଶୁମାନଙ୍କ…

ସିସିଟିଭିରୁ ଜଣାପଡ଼ିଲା: ଜଗତପୁର ଅଞ୍ଚଳରେ ଗାଈ ଲୁଟେରାଙ୍କ ଆତଙ୍କ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସିସିଟିଭିରୁ ଜଣାପଡ଼ିଲା: ଜଗତପୁର ଅଞ୍ଚଳରେ ଗାଈ ଲୁଟେରାଙ୍କ ଆତଙ୍କ

ସିସିଟିଭିରୁ ଜଣାପଡ଼ିଲା: ଜଗତପୁର ଅଞ୍ଚଳରେ ଗାଈ ଲୁଟେରାଙ୍କ ଆତଙ୍କ ଜଗତପୁର(ଏନ୍‌.ଏମ୍‌.): କଟକରେ ଏବେ ଗାଈ ଚୋରଙ୍କ ଆତଙ୍କ ବୁଦ୍ଧି ପାଇଛି । ନିସ୍ତବ୍ଧ ରାତିରେ ରାସ୍ତାଉପରୁ ଦୁବୃର୍ତ୍ତମାନେ ଗାଇମାନଙ୍କୁ ଉଠାଇ ନେଉଛନ୍ତି । ଯାହା କମିଶନରେଟ ପୁଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଛି । ଥାନା ପକ୍ଷରୁ ପିସିଆର ଭ୍ୟାନ ଯୋଗେ ଜୋରଦାର ପଇଁତରା ମରାଯାଉଥିବାବେଳେ ଏଭଳି ଚୋରି ପୁଲିସର ପାରିବା ପଣିଆ ଉପରେ ସନ୍ଦେହ ସୃଷ୍ଟି କରିଛି ।…

ମହାନଦୀ ଓ ପାଇକା ନଦୀରେ ପଥର ପ୍ୟାକିଙ୍ଗରେ ମହା ଦୁର୍ନୀତି
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମହାନଦୀ ଓ ପାଇକା ନଦୀରେ ପଥର ପ୍ୟାକିଙ୍ଗରେ ମହା ଦୁର୍ନୀତି

ମହାନଦୀ ଓ ପାଇକା ନଦୀରେ ପଥର ପ୍ୟାକିଙ୍ଗରେ ମହା ଦୁର୍ନୀତି ଜଗତସିଂହପୁର (ଏନ୍‌.ଏମ୍‌.): ତିର୍ତ୍ତୋଲ ବ୍ଲକ ଅଧୀନ ମହାନଦୀରେ ତାର୍ତ୍ତୋଲ ଠାରୁ କୃଷ୍ଣାନନ୍ଦପୁର ଓ ପାଇକା ନଦୀର କୋଲର ପଞ୍ଚାୟତ କେଶରଡ଼ା ଠାରୁ କୃଷ୍ଣାନନ୍ଦପୁର, ତାର୍ତ୍ତୋଲ ଠାରୁ ହଂସୁରା ବାଲିକଣି ଓ କୋଲର ପଞ୍ଚାୟତ କେଶରଡ଼ା ଠାରୁ ଉକୁସାହିଠାରେ ମଣିଜଙ୍ଗା ଜଳସମ୍ପଦ ଅଧୀନରେ ଚାଲିଛି ପଥର ପ୍ୟାକିଙ୍ଗ, ସ୍ପରିଙ୍ଗ କାର୍ଯ୍ୟ । ଏହି କମରେ ବ୍ୟାପକ ଦୁର୍ନୀତି ହେଉଥିବା ବିଭିନ୍ନ…

ଉଠାଜଳସେଚନ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ
Slider ଅପରାଧ କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଉଠାଜଳସେଚନ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ

ଉଠାଜଳସେଚନ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ ଜଗତସିଂହପୁର (ଏନ୍‌.ଏମ୍‌.): ଜଗତସିଂହପୁର ଜିଲ୍ଲାରେ ଉଠା ଜଳ ସେଚନ ପ୍ରକଳ୍ପ ପାଇପି ବିଛା ଓ ଘର ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି । ତିର୍ତ୍ତୋଲ ଉଠାଜଳସେଚନ ବିଭାଗ ଅଧୀନରେ କରାଯାଉଥିବା ଉଠାଜଳସେଚନ ଯୋଜନରେ ବ୍ୟାପକ ଅନିୟମିତତା ହେଉଥିବା ବିଭିନ୍ନ ପଞ୍ଚାୟତରେ ଅଭିଯୋଗ ହେଉଥିବା ନେଇ ସୂଚନା ମିଳିଛି । ତିର୍ତ୍ତୋଲ ଉଠାଜଳସେଚନ ବିଭାଗ ଅଫିସର ଓ ଠିକାଦାରଙ୍କ ସଲାସୁତୁରାରେ…

ଆତ୍ମାହୁତି ପାଇଁ ହାଇକୋର୍ଟଙ୍କ ଅନୁମତି ମାଗିଲେ ସମାଜସେବୀ ଗୌରହରି ମହାନ୍ତି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଆତ୍ମାହୁତି ପାଇଁ ହାଇକୋର୍ଟଙ୍କ ଅନୁମତି ମାଗିଲେ ସମାଜସେବୀ ଗୌରହରି ମହାନ୍ତି

ଆତ୍ମାହୁତି ପାଇଁ ହାଇକୋର୍ଟଙ୍କ ଅନୁମତି ମାଗିଲେ ସମାଜସେବୀ ଗୌରହରି ମହାନ୍ତି [caption id="attachment_4857" align="alignnone" width="300"] ଫଟୋ/ରିପୋର୍ଟ- ମହେଶ୍ୱର ବେହେରା[/caption] ଆଠଗଡ଼(ଏନ୍‌.ଏମ୍‌.): ୫୫ ନମ୍ବର ଜାତୀୟ ରାଜପଥକୁ ଲାଗି ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାଟି ଦୀର୍ଘଦିନ ଧରି ସରକାରଙ୍କ ଦ୍ୱାରା ଅବହେଳିତ ହୋଇ ଅସୁଛି । ଏଠାରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭୂଷୁଡି ପଡିଛି । ଏହି ଖୁଣ୍ଟୁଣୀ ପ୍ରାଥମିକ ଚିକିତ୍ସାଳୟକୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କରିବାର ଆବଶ୍ୟକ ରହିଛି ।…

ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା

ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା ‘ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ରହିବା ଆବଶ୍ୟକ’: ଖାଉଟି କଲ୍ୟାଣ ମନ୍ତ୍ରୀ [caption id="attachment_4854" align="alignnone" width="300"] Photo by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ବଜାୟ ରଖିବା ନିମନ୍ତେ ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯ର କିଛି ଧାରାରେ ଦଣ୍ଡ କୋହଳ ସଂଶୋଧନ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ…

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ: ନଳକୂପ ଅଚଳ, ଜଳକ୍ଲିଷ୍ଟରେ ସିଏମସି ବାସିନ୍ଦା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ: ନଳକୂପ ଅଚଳ, ଜଳକ୍ଲିଷ୍ଟରେ ସିଏମସି ବାସିନ୍ଦା

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ: ନଳକୂପ ଅଚଳ, ଜଳକ୍ଲିଷ୍ଟରେ ସିଏମସି ବାସିନ୍ଦା ଜଗତପୁର(ଏନ୍‌.ଏମ୍‌.): କଟକ ସହର ଭଳି ରାଜ୍ୟର ଗୋଟିଏ ଅଗ୍ରଣୀ ସହରରେ ଜନସାଧାରଣ ମୌଳିକ ସୁବିଧାରୁ ବଞ୍ôଚତ ହେଉଛନ୍ତି । ସିଏମସି ଅନ୍ତର୍ଗତ ୪୮ନମ୍ବର ୱାର୍ଡ଼ରେ ଜନସାଧାରଣ ପାନୀୟ ଜଳ ପାଇବାରୁ ବଞ୍ôଚତ ହେଉଥିବାବେଳେ ବିଭାଗୀୟ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ ରହିଛନ୍ତି । ଦୀର୍ଘ ଦିନ ଧରି ଏହି ଅଞ୍ଚଳରେ ୨ଟି ନଳକୂଅ ଅଚଳ ହୋଇଥିଲେ ମଧ୍ୟ ଏହାର…

ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା

ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ଭୁବନେଶ୍ୱର (ଏନ୍‌.ଏମ୍‌.): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ୱରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ…

ବ୍ରଜରାଜନଗର ଉପନିର୍ବାଚନ: କିଶୋର ପଟେଲଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବ୍ରଜରାଜନଗର ଉପନିର୍ବାଚନ: କିଶୋର ପଟେଲଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ

ବ୍ରଜରାଜନଗର ଉପନିର୍ବାଚନ: କିଶୋର ପଟେଲଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ ବ୍ରଜରାଜନଗର(ଏନ୍‌.ଏମ୍‌.): ବ୍ରଜରାଜନଗର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲକୁ ଆଉ ମାତ୍ର ୪ଦିନ ଥିବାବେଳେ କଂଗ୍ରେସ ନିଜର ପ୍ରାର୍ଥୀ ଚୂଡ଼ାନ୍ତ କରିଛି । ଦଳର ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ଦଳ ଉପନିର୍ବାଚନରେ ପ୍ରାର୍ଥୀ କରିବ ବୋଲି ସର୍ବସମ୍ମତି ନିଷ୍ପତ୍ତି ନେଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଆଜି ଗଣମାଧ୍ୟମକୁ ଏନେଇ ସୂଚନା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ କଟକ(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇନଥିବା ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସଆଇ) ପକ୍ଷରୁ ଆଜି ହାଇକୋର୍ଟରେ ଦିଆଯାଇଥିବା ସତ୍ୟପାଠରେ ଦର୍ଶା ଯାଇଛି । ଆଜି ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ଏନେଇ ସତ୍ୟପାଠ ଦାଖଲ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠରେ କୁହାଯାଇଛି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ…

ବ୍ରଜରାଜନଗର ଉପନିର୍ବାଚନ: ବିଜେଡିରୁ ଅଳକା ମହାନ୍ତି ଓ ବିଜେପି ରାଧାରାଣୀ ପଣ୍ଡା କଂଗ୍ରେସ ପକ୍ଷରୁ ଶେଷ ହୋଇନି ପ୍ରାର୍ଥୀ ଚୟନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବ୍ରଜରାଜନଗର ଉପନିର୍ବାଚନ: ବିଜେଡିରୁ ଅଳକା ମହାନ୍ତି ଓ ବିଜେପି ରାଧାରାଣୀ ପଣ୍ଡା କଂଗ୍ରେସ ପକ୍ଷରୁ ଶେଷ ହୋଇନି ପ୍ରାର୍ଥୀ ଚୟନ

ବ୍ରଜରାଜନଗର ଉପନିର୍ବାଚନ: ବିଜେଡିରୁ ଅଳକା ମହାନ୍ତି ଓ ବିଜେପି ରାଧାରାଣୀ ପଣ୍ଡା କଂଗ୍ରେସ ପକ୍ଷରୁ ଶେଷ ହୋଇନି ପ୍ରାର୍ଥୀ ଚୟନ ବ୍ରଜରାଜନଗର(ଏନ୍‌.ଏମ୍‌.): ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଦେହାନ୍ତ ପରେ ଏବେ ଉକ୍ତ ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥି ପାଇଁ ଚଳିତ ମାସ ୩୧ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି । ଏଥି ପାଇଁ ଏହି ଅଞ୍ଚଳରେ ରାଜନୈତିକ ଉଷ୍ମତା ବେଶ ଦେଖିବାକୁ ମିଳିଛି ।…

ଭାରତୀୟ ସ୍ଥଳ ସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ କୁହୁଳୁଛି ଅସନ୍ତୋଷ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଭାରତୀୟ ସ୍ଥଳ ସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ କୁହୁଳୁଛି ଅସନ୍ତୋଷ

ଭାରତୀୟ ସ୍ଥଳ ସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ କୁହୁଳୁଛି ଅସନ୍ତୋଷ ନରସିଂହପୁର(ଏନ୍‌.ଏମ୍‌.): ଭାରତୀୟ ସ୍ଥଳସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ ଅସନ୍ତୋଷ କୁହୁଳିବାରେ ଲାଗିଛି । ପ୍ରାର୍ଥୀଙ୍କ ଚୟନପ୍ରକ୍ରିୟାରେ ଅହେତୁକ ବିଳମ୍ବ କରାଯାଉଥିବା ଯୋଗୁଁ ଆଶାୟୀଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ଦେଖିବାକୁ ମିଳିଛି । ଏହାର ପ୍ରତିବାଦରେ ନରସିଂହପୁର ପଞ୍ଚମୁଖୀ ଛକଠାରୁ ଅଶାୟୀ ପ୍ରାର୍ଥୀଙ୍କ ଏକ ବିଶାଳ ଶୋଭାଯାତ୍ରା ଅଞ୍ଚଳ ପରିକ୍ରମା କରି ବିଭାଗୀୟ ଅବହେଳାର ସମାଲୋଚନା କରାଯାଇଛି । ଯାହାର…

ବାରବାଟୀରେ ଇଣ୍ଡିଆ ସାଉଥ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଓସିଏର ପ୍ରସ୍ତୁତି ବୈଠକ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବାରବାଟୀରେ ଇଣ୍ଡିଆ ସାଉଥ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଓସିଏର ପ୍ରସ୍ତୁତି ବୈଠକ

ବାରବାଟୀରେ ଇଣ୍ଡିଆ ସାଉଥ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଓସିଏର ପ୍ରସ୍ତୁତି ବୈଠକ [caption id="attachment_4827" align="alignnone" width="300"] Photo by Padmalochan Mishra[/caption] କଟକ(ଏନ୍‌.ଏମ୍‌.): ଚଳିତ ବର୍ଷ କଟକ ବାରବାଟୀ ଷ୍ଟାଡିୟମରେ ଇଣ୍ଡିଆ ସହିତ ସାଉଥ ଆଫ୍ରିକାର ଟି-୨୦ କ୍ରିକେଟ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଦର୍ଶକମାନଙ୍କୁ…