ଜଗତପୁର ଅଞ୍ଚଳରେ ସିଏମସିର ସ୍ୱଚ୍ଛଭାରତ ଅଭିଯାନ ଧର୍ମକୁ ଆଖିଠାର: ପଦାରେ ପଡିଲା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଜଗତପୁର ଅଞ୍ଚଳରେ ସିଏମସିର ସ୍ୱଚ୍ଛଭାରତ ଅଭିଯାନ ଧର୍ମକୁ ଆଖିଠାର: ପଦାରେ ପଡିଲା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ

ଜଗତପୁର ଅଞ୍ଚଳରେ ସିଏମସିର ସ୍ୱଚ୍ଛଭାରତ ଅଭିଯାନ ଧର୍ମକୁ ଆଖିଠାର: ପଦାରେ ପଡିଲା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ [caption id="attachment_4824" align="alignnone" width="300"] Photo From Kanhu ch. Panda[/caption] କଟକ(ଏନ୍‌.ଏମ୍‌.): କଟକ ସହରକୁ ଏକ ସ୍ୱଚ୍ଛ ସହରରେ ପରିଣତ କରିବା ପାଇଁ ସିଏମସି କର୍ତ୍ତୃପକ୍ଷ ଯେଉଁ ଅଣ୍ଟା ଭିଡିଛନ୍ତି ତାହା ସମ୍ପୂର୍ଣ୍ଣ ଲୋକଦେଖାଣିଆ । ଗୋଟିଏ ପଟେ କଟକ ସହରକୁ ସ୍ୱଚ୍ଛ ସହର କରିବା ନିମନ୍ତେ ସିଏମସି ଅଧିକାରୀ…

ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍‌, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍‌, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ

ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍‌, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ [caption id="attachment_4821" align="alignnone" width="300"] Photo From Padmalochan Mishra[/caption] କଟକ(ଏନ୍‌.ଏମ୍‌.): ସରକାର ଚାଷୀମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ଗୋଟିଏ ପଟେ ସରକାର ଭାଷଣରେ ଓ କଥାରେ ଚାଷୀଙ୍କୁ ଗୁରୁତ୍ୱ ଦେବାକୁ କହୁଥିବାବେଳେ ବାସ୍ତବ କ୍ଷେତ୍ରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି । ଚାଷୀମାନଙ୍କୁ ବିଭିନ୍ନ…

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର ଭୁବନେଶ୍ୱର(ଏନ୍‌.ଏମ୍‌.):ବର୍ତ୍ତମାନ ସମୟରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଅସ୍ତିତ୍ୱ ହରାଇବାକୁ ବସିଲାଣି ଓ ଅନେକ ସିନେମା ହଲ୍‌ଗୁଡ଼ିକ ବନ୍ଦ ହେବାକୁ ବସିଲାଣି । ଚଳଚ୍ଚିତ୍ର ଜଗତକୁ ପୂର୍ବଭଳି ଉଜ୍ଜୀବିତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ଚନ୍ଦନ କର । ଚିରାଚରିତ ଲଭ୍, ରୋମାନ୍ସ୍ ଭଳି ସିନେମାଠାରୁ ଦୂରେଇ ଓଡ଼ିଶାର ସଂସ୍କୃତି ଓ ଇତିହାସକୁ ନେଇ ଚଳଚିତ୍ର ନିର୍ମାଣ କରିବାକୁ ଉଦ୍ୟମ କରୁଛନ୍ତି ଅଭିନେତା ଚନ୍ଦନ ।…

ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା

ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜଭବନରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପରିଚୟ’ର ସ୍ୱତନ୍ତ୍ର ପ୍ରଦର୍ଶନ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ଚଳଚ୍ଚିତ୍ରଟି ଉପଭୋଗ କରିବା ସହିତ ଏପରି ସୃଜନ ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ ଚଳଚ୍ଚିତ୍ରର ବିଷୟକୁ ଭାବ-ଉଦ୍ରେକକାରୀ ଓ ଏହାର ବାର୍ତ୍ତା ପ୍ରଭାବଶାଳୀ ବୋଲି ଉଲ୍ଲେଖ କରିଛନ୍ତି । ‘ପରିଚୟ’ର ପ୍ରଯୋଜକ ଓ…

ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ କ୍ରିମିନାଲ କୋର୍ଟସ ବାର ଆସୋସିଏସନ ସଭାପତିଙ୍କୁ ସମ୍ବର୍ଦ୍ଧନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ କ୍ରିମିନାଲ କୋର୍ଟସ ବାର ଆସୋସିଏସନ ସଭାପତିଙ୍କୁ ସମ୍ବର୍ଦ୍ଧନା

ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ କ୍ରିମିନାଲ କୋର୍ଟସ ବାର ଆସୋସିଏସନ ସଭାପତିଙ୍କୁ ସମ୍ବର୍ଦ୍ଧନା କଟକ(ଏନ୍‌.ଏମ୍‌.): ଆମ୍ବେଦକର ସ୍ମୃତିପରିଷଦ ପକ୍ଷରୁ କଟକ କ୍ରିମିନାଲ କୋର୍ଟସ ବାରର ଆସୋସିଏସନର ନବ ନିର୍ବାଚିତ ସଭାପତି ତଥା ବରିଷ୍ଠ ଆଇନଜୀବୀ ମନୋରଞ୍ଜନ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପରିଷଦ ସଭାପତି ତଥା ସମାଜସେବୀ ସୁକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି…

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ କଟକ(ଏନ୍‌.ଏମ୍‌.): କଟକ ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବିଶ୍ୱକବି ତଥା କବିଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି । ଏହି ଅବସରରେ ରବୀନ୍ଦ୍ରନାଥ ଠାକୁର ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କ ସ୍ମୃତିଚାରଣ କରାଯାଇଥିଲା । ସେହିଭଳି କଟକ ମହାନଗର ନିଗମ ୪୬ନମ୍ବର ୱାର୍ଡ଼ କଂଗ୍ରେସ କମିଟି ପକ୍ଷରୁ ଅନୁରୂପ ଭାବେ ଶ୍ରୀ ଟାଗୋରଙ୍କ ଜୟନ୍ତୀ ପାଳିତ ହୋଇଥିଲା । ୱାର୍ଡ଼…

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ [caption id="attachment_4805" align="alignnone" width="300"] Photo By Padmalochan Mishra[/caption] କଟକ(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ଆସାନି ମୁକାବିଲା ପାଇଁ ସରକାର ଓ ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଛି । ଏବେ ୮୬୨ଟି ସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି । ସେଥିରେ କୋଭିଡ୍ ଗାଇଡଲାଇନ ପାଳନ କରି ପ୍ରାୟ ୧.୬୦ଲକ୍ଷ ଲୋକ…

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା [caption id="attachment_4801" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଜଗତପୁର ନୂତନ ଶିଳ୍ପାଞ୍ଚଳରେ ଇଡକୋ ଉଚ୍ଛେଦ ପାଇଁ ନୋଟିସ ମାରିବା ଘଟଣାକୁ ନେଇ ବାଲିସାହି ବସ୍ତି ବାସିନ୍ଦା ଛାନିଆ ହୋଇ ପଡ଼ିଛନ୍ତି । ଏଭଳି ପରିସ୍ଥିତିରେ ଇଡ଼କୋ ଉଚ୍ଛେଦ ବସ୍ତିବାସିନ୍ଦାଙ୍କୁ ଥଇଥାନ କରିବ…

ମୁମ୍ବାଇ ଶାନ୍ତାକ୍ରୁଜ ୱେଷ୍ଟ ଜୀବନ ସେବା ବିଲଡ଼ିଂରେ ଆକସ୍ମିକ ଅଗ୍ନିକାଣ୍ଡ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

ମୁମ୍ବାଇ ଶାନ୍ତାକ୍ରୁଜ ୱେଷ୍ଟ ଜୀବନ ସେବା ବିଲଡ଼ିଂରେ ଆକସ୍ମିକ ଅଗ୍ନିକାଣ୍ଡ

ମୁମ୍ବାଇ ଶାନ୍ତାକ୍ରୁଜ ୱେଷ୍ଟ ଜୀବନ ସେବା ବିଲଡ଼ିଂରେ ଆକସ୍ମିକ ଅଗ୍ନିକାଣ୍ଡ ମୁମ୍ବାଇ(ଏଜେନ୍ସି): ଶାନ୍ତାକ୍ରୁଜ (ୱେଷ୍ଟ) ମୁମ୍ବାଇସ୍ଥିତ ଜୀବନ ସେବା ବିଲଡ଼ିଂରେ ଆକସ୍ମିକ ଅଗ୍ନିକାଣ୍ଡ । ଭାରତୀୟ ଜୀବନବୀମା କାର୍ଯ୍ୟାଳୟରେ ଆଜି ପୂର୍ବାହ୍ନ ୬ଟା ୪୦ ମିନିଟ ସମୟରେ ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିଲା । କାର୍ଯ୍ୟାଳୟର ଦ୍ୱିତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିବାବେଳେ ଦୀର୍ଘ ସମୟ ଧରି ହୁତୁହୁତୁ ଜଳୁଥିବା ଦେଖିବାକୁ ମିଳିଥିଲା । ତେବେ ଅଗ୍ନିଶମ ବିଭାଗ ଦୀର୍ଘ ସମୟର କସରତ…

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର କଟକ(ଏନ୍‌.ଏମ୍‌.): ଆଜି କଟକ ମହାନଗର ନିଗମ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ବିରୋଧୀ ଦଳ ନେତା ସନ୍ତୋଷ କୁମାର ଭୋଳଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ସିଏମସି ଆୟୁକ୍ତଙ୍କୁ ଭେଟି ସମ୍ଭାବ୍ୟ ବାତ୍ୟା ‘ଆସାନି’ ବାତ୍ୟା ମୁକାବିଲା ପାଇଁ ପ୍ରତିକାର ଓ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରାଯାଇଛି ।…

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ ଜଗତପୁର(ଏନ୍‌.ଏମ୍‌.): ଟିପିସିଓଡିଏଲ ବିଦ୍ୟୁତ ବଣ୍ଟନ ଦାୟିତ୍ୱ ନେବା ପରେ ଉପଭୋକ୍ତାଙ୍କୁ ବିଭିନ୍ନ ଉପାୟରେ ଶୋଷଣ କରୁଥିବା ଅଭିଯୋଗ ହୋଇଛି । ଟାଟା ଏକ ପୁରୁଣା ଏବଂ ପ୍ରତିଷ୍ଟିତ କମ୍ପାନୀ ହୋଇଥିବାରୁ ସାଧାରଣ ଲୋକଙ୍କର ଧାରଣା ଥିଲା ଯେ, ଟାଟା ଦାୟିତ୍ୱ ନେବା ପରେ ଉପଭୋକ୍ତାମାନେ ଅଧିକ ସୁଫଳ ପାଇବେ । ବିଦ୍ୟୁତ ବଣ୍ଟନ, ପରିଚାଳନାରେ ଅଧିକ ସୁଧାର ଆସିପାରିବ ।…

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ [caption id="attachment_4788" align="alignnone" width="300"] Photo By Padmalochan Mishra[/caption] କଟକ(ଏନ୍‌.ଏମ୍‌.): ନିର୍ମାଣ ଶ୍ରମିକ ପଞ୍ଜିକରଣ, ସମସ୍ତ ସହାୟତା ଆବେଦନକୁ ଅନଲାଇନ କରିବା ବିରୁଧ୍ୟରେ କଟକ ଜିଲ୍ଲା ଶ୍ରମ କର୍ଯ୍ୟାଳୟରେ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଶ୍ରମଅଧିକାରୀଙ୍କ ଜରିଆରେ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଆଜି ଏ ନେଇ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ ଭୁବନେଶ୍ୱର(ଏନ୍‌.ଏମ୍‌.): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।…

କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ

ଭୁବନେଶ୍ୱରରେ କିନ୍ନର କଲ୍ୟାଣ ନେଇ ପୂର୍ବାଞ୍ଚଳ କର୍ମଶାଳା ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): କିନ୍ନରମାନଙ୍କ ଜବୀନ ଧାରାରେ ଉନ୍ନତି ସାଙ୍ଗକୁ ସମତା ଓ ନ୍ୟାୟ ସୁରକ୍ଷିତ କରିବାକୁ ରାଜ୍ୟ ସରକାରଙ୍କ ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମତବ୍ୟକ୍ତ…

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ [caption id="attachment_4778" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ । ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର । ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା…

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ରାଜୀବ ଭବନଠାରେ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ଅବପାତର ରୂପ ନେଇପାରେ । ଅବପାତରୁ ତୀବ୍ର ଅବପାତ ଓ ବାତ୍ୟା ହେବ କି ନାହିଁ ଆସନ୍ତା କାଲି ସନ୍ଧ୍ୟାବେଳକୁ ଏହା ସ୍ପଷ୍ଟ ହୋଇଯିବ । ପରିସ୍ଥିତିକୁ ଆଖି ଆଗରେ…

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ କଟକ (ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଭୁବନେଶ୍ୱର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ପାଖାପାଖି ୧୦ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଚଢାଉ ବେଳେ ୫୦୦ଗ୍ରାମ ସୁନା, ୨୫୦ ଗ୍ରାମର ଚାନ୍ଦି ଓ ୧୦ ଗ୍ରାମରୁ ଅଧିକ ହୀରା ଜବତ ହୋଇଥିବା ସୂଚନା ମିଳିଛି । ଏଥିସହିତ ୩୯.୪୮ଲକ୍ଷ ଟଙ୍କାର ବୀମା ପଲିସ ମଧ୍ୟ…

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ : କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ : କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା [caption id="attachment_4768" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୮ନମ୍ବର ୱାର୍ଡ ଜଗତପୁରସ୍ଥିତ କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ହାଇଲେବୁଲ କେନାଲ ବନ୍ଧ ଏବେ ମରଣଯନ୍ତା ପାଲଟିଛି । କେନାଲର ଜିରୋପଏଣ୍ଟ ଠାରୁ ପୁରୁଣା ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିଲେ ମଧ୍ୟ ଏଥି ପ୍ରତି ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି…

ତାତିଲେ ଅଭିଭାବକ: ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ତାତିଲେ ଅଭିଭାବକ: ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ

ତାତିଲେ ଅଭିଭାବକ ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ ସାଲେପୁର(ଏନ୍‌.ଏମ୍‌.): ବିଦ୍ୟାଳୟରେ ପିଲା ଖାଉଛନ୍ତି ପୋକ ମିଶା ବିଷାକ୍ତ ଖାଦ୍ୟ । କଟକ ଜିଲ୍ଲା ସାଲେପୁର ବ୍ଲକ ମଧ୍ୟକଛ ଗ୍ରାମରେ ଥିବା ମଧ୍ୟକଛ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ପିଲାମାନଙ୍କୁ ନିମ୍ନମାନର ପୋକମିଶା ବିଷାକ୍ତ ଖାଦ୍ୟ ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ସରକାର ସର୍ବଶିକ୍ଷା…

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର [caption id="attachment_4761" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର (ଏନ୍‍.ଏମ୍‍.):ପ୍ରବାଦ ପୁରୁଷ ବିଜୁବାବୁଙ୍କ ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଏବଂ ଜୀବନୀ ଉପରେ ପର୍ଯ୍ୟବସିତ ପାଞ୍ଚଟି ସ୍ୱତନ୍ତ୍ର ଚିତ୍ର ଓଡ଼ିଶା ଲାଇଭ୍‌ ମେଡ଼ିଆ ନେଟ୍‌ୱାର୍କ ପକ୍ଷରୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ପ୍ରଦାନ କରାଯାଇଛି । ଏହି ଚିତ୍ରଗୁଡ଼ିକୁ ପ୍ରସିଦ୍ଧ ଓଡ଼ିଆ ଚିତ୍ରକାର ଶ୍ରୀ ବଳଦେବ ମହାରଥା ପ୍ରସ୍ତୁତ କରିଛନ୍ତି…