ପୌର ନିର୍ବାଚନ ପରିପ୍ରେକ୍ଷୀରେ କଟକ ନଗର କଂଗ୍ରେସର ସାଙ୍ଗଠନିକ ପ୍ରସ୍ତୁତି ବୈଠକ
ପୌର ନିର୍ବାଚନ ପରିପ୍ରେକ୍ଷୀରେ କଟକ ନଗର କଂଗ୍ରେସର ସାଙ୍ଗଠନିକ ପ୍ରସ୍ତୁତି ବୈଠକ [caption id="attachment_4138" align="alignnone" width="300"] ଫଟୋ- ଚନ୍ଦନ[/caption] କଟକ (ଏନ.ଏମ୍.): ଚଳିତ ପୌର ନିର୍ବାଚନ ପରିପ୍ରେକ୍ଷୀରେ ଆଜି କଟକ ନଗର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ସଇଦାନୀବଗିଚା ସ୍ଥିତ କଂଗ୍ରେସ କାର୍ୟ୍ୟାଳୟ ପରିସରରେ ଏକ ସାଙ୍ଗଠନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବାରବାଟୀ-କଟକ ବିଧାୟକ ଇଂ ମହମ୍ମଦ ମୋକିମ ପୌରହିତ୍ୟ କରି ଆଗାମୀ…



















