ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ଦ୍ୱାରା ସେବା କାର୍ଯ୍ୟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ଦ୍ୱାରା ସେବା କାର୍ଯ୍ୟ

ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ଦ୍ୱାରା ସେବା କାର୍ଯ୍ୟ [caption id="attachment_4042" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଚହଟେଶ୍ୱର ମନ୍ଦିର ପ୍ରାଙ୍ଗଣରେ କଟକ ଜିଲ୍ଲା ଶିକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ନାୟକଙ୍କ ନିର୍ଦ୍ଦେଶ କ୍ରମେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ତୁଳସୀପୁର,କଟକର ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସଙ୍କ ଦ୍ୱାରା ସେବା କାର୍ଯ୍ୟ ଦିନସାରା ଚାଲୁ ରହିଛି । ମନ୍ଦିର ପରିଚାଳନା କମିଟି ଓ ଦୁର୍ଗାପୂଜା କମିଟିର ନିମନ୍ତ୍ରଣ…

ନୌବାଣିଜ୍ୟ ସଂଗ୍ରହାଳୟରେ ଲାଗୁ ହେଲା ଇ-ଟିକେଟ ବ୍ୟବସ୍ଥା: ରକ୍ଷଣାବେକ୍ଷଣ ପାଇଁ ଅର୍ଥାଭାବ ଯୋଗୁ ବଢିଲା ଟିକେଟ୍ ଦର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନୌବାଣିଜ୍ୟ ସଂଗ୍ରହାଳୟରେ ଲାଗୁ ହେଲା ଇ-ଟିକେଟ ବ୍ୟବସ୍ଥା: ରକ୍ଷଣାବେକ୍ଷଣ ପାଇଁ ଅର୍ଥାଭାବ ଯୋଗୁ ବଢିଲା ଟିକେଟ୍ ଦର

ନୌବାଣିଜ୍ୟ ସଂଗ୍ରହାଳୟରେ ଲାଗୁ ହେଲା ଇ-ଟିକେଟ ବ୍ୟବସ୍ଥା: ରକ୍ଷଣାବେକ୍ଷଣ ପାଇଁ ଅର୍ଥାଭାବ ଯୋଗୁ ବଢିଲା ଟିକେଟ୍ ଦର [caption id="attachment_4039" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ.ଏମ୍‌.): କଟକ ସହରର ଯୋବ୍ରାଠାରେ ପ୍ରତିଷ୍ଠିତ ହୋଇଥିବା ଐତିହାସିକ ନୌବାଣିଜ୍ୟ ସଂଗ୍ରହାଳୟର ପ୍ରବେଶ ମୂଲ୍ୟ ଆଜିଠୁ ବୃଦ୍ଧି ପାଇଛି । ଏଥିସହିତ ସଂଗ୍ରହାଳୟର ପରିଚାଳନା କମିଟି ପକ୍ଷରୁ ଭ୍ରମଣକାରୀଙ୍କ ସୁବିଧା ସୁଯୋଗ ପାଇଁ ଇ-ଟିକେଟ୍ ବ୍ୟବସ୍ଥା ପ୍ରଚଳନ ଆରମ୍ଭ ହୋଇଛି ।…

ମାର୍ଚ୍ଚ ୭ରେ ଏକକ ବିଷୟ ଓ ପ୍ରଥମ ଷାଣ୍ମାସିକ ଭାଷା ପରୀକ୍ଷା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମାର୍ଚ୍ଚ ୭ରେ ଏକକ ବିଷୟ ଓ ପ୍ରଥମ ଷାଣ୍ମାସିକ ଭାଷା ପରୀକ୍ଷା

ମାର୍ଚ୍ଚ ୭ରେ ଏକକ ବିଷୟ ଓ ପ୍ରଥମ ଷାଣ୍ମାସିକ ଭାଷା ପରୀକ୍ଷା ୨୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୩୬୦୪ ଛାତ୍ରଛାତ୍ରୀ [caption id="attachment_4032" align="alignnone" width="300"] File Photo[/caption] କଟକ(ଏନ୍‌.ଏମ୍‌.): ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଅଷ୍ଟମ ଶ୍ରେଣୀ (୮ମ ଷ୍ଟାଣ୍ଡର୍ଡ) ଛାତ୍ରଛାତ୍ରୀଙ୍କ ଓଡିଆ ବିଷୟରେ ପ୍ରଥମ ଷାଣ୍ମାସିକ ଭାଷା ପରୀକ୍ଷା(ଏଚଏଲଟି) ପରୀକ୍ଷା ଅନୁଷ୍ଠିତ ହେବ । ସେହିପରି ଦଶମ ଶ୍ରେଣୀ(୧୦ମ ଷ୍ଟାଣ୍ଡାର୍ଡ)…

ସିଏମସି ୪୮ନମ୍ବର ୱାର୍ଡରେ ବିଜେଡ଼ି କର୍ମି ସମ୍ମିଳନୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ସିଏମସି ୪୮ନମ୍ବର ୱାର୍ଡରେ ବିଜେଡ଼ି କର୍ମି ସମ୍ମିଳନୀ

ସିଏମସି ୪୮ନମ୍ବର ୱାର୍ଡରେ ବିଜେଡ଼ି କର୍ମି ସମ୍ମିଳନୀ [caption id="attachment_4028" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] ଜଗତପୁର (ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୮ନମ୍ବର ୱାର୍ଡରେ ବିଜେଡି ପକ୍ଷରୁ କର୍ମୀସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜଗତପୁରସ୍ଥିତ ଆଇବି ରୋଡ ଜେମାମଣି ମଣ୍ଡପରେ ଆୟୋଜିତ ଏହି କର୍ମୀ ସମ୍ମିଳନୀରେ ଚୌଦ୍ୱାର କଟକ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ସିଏମସି ନିର୍ବାଚନରେ ବିଜୁ ଜନତା ଦଳର…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଜନସମର୍ଥନ ଜାହିର କରୁଛି ବିଜେଡି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଜନସମର୍ଥନ ଜାହିର କରୁଛି ବିଜେଡି

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଜନସମର୍ଥନ ଜାହିର କରୁଛି ବିଜେଡି [caption id="attachment_3980" align="alignnone" width="300"] (ଫାଇଲ ଫଟୋ)[/caption] କଟକ(ଏନ୍‌.ଏମ୍‌.): କଟକ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ନିଜର ଦବଦବା ଦେଖାଇ ପାରିଛି । ଗତ ପଞ୍ଚାୟତ ନିର୍ବାଚନରେ ବିଜେପି ବେଶ ଭଲ ପ୍ରଦର୍ଶନ କରିଥିବାବେଳେ ଏଥର କିନ୍ତୁ ଜନତା ଜନାର୍ଦ୍ଦନ ବିଜେଡି ପ୍ରତି ଆକର୍ଷିତ ହୋଇଛନ୍ତି । ପଞ୍ଚାୟତ ନିର୍ବାଚନର ପ୍ରଥମ ଦିନ ଭୋଟ ଗଣତିରେ ବିଜେପି ଓ…

ଧୂପକାଠି କାରଖାନାରେ ଚଢାଉ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜବତ , ୪ ଅଟକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଧୂପକାଠି କାରଖାନାରେ ଚଢାଉ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜବତ , ୪ ଅଟକ

ଧୂପକାଠି କାରଖାନାରେ ଚଢାଉ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜବତ, ୪ ଅଟକ [caption id="attachment_4022" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): କଟକରେ ପୁଣି ନକଲି ସାମଗ୍ରୀ ଜବତ ହୋଇଛି । ଗଙ୍ଗା ମନ୍ଦିର ଅଞ୍ଚଳରେ ଦୀର୍ଘଦିନ ଧରି ଚାଲୁଥିବା ଏକ ନକଲି ଧୂପକାଠି କାରଖାନାରେ ଲାଲବାଗ ପୁଲିସ ପକ୍ଷରୁ ଚଢାଉ କରାଯାଇ ବ୍ୟାପକ ନକଲି ଧୂପକାଠି ପ୍ୟାକେଟ, କଞ୍ଚାମାଲ ଓ ମେସିନ୍‌କୁ ମିଶାଇ ସମୁଦାୟ ୨୫…

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଅଶାନ୍ତି, ବିଭିନ୍ନ ସମସ୍ୟା ନେଇ ଧାରଣା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଅଶାନ୍ତି, ବିଭିନ୍ନ ସମସ୍ୟା ନେଇ ଧାରଣା

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଅଶାନ୍ତି, ବିଭିନ୍ନ ସମସ୍ୟା ନେଇ ଧାରଣା [caption id="attachment_4018" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ବିଦ୍ୟାଧରପୁର ସ୍ଥିତ କେନ୍ଦ୍ର ସରକାରଙ୍କର ଜାତୀୟ ଧାନ ଗବେଷଣା କେନ୍ଦ୍ର ପ୍ରତିଷ୍ଠାନରେ ଆଜି ଶୁକ୍ରବାର ଦିନ ଶ୍ରମିକ ଅଶାନ୍ତି ଦେଖା ଦେଇଛି । ଏଥିରେ କାର୍ଯ୍ୟରତ ଶ୍ରମିକ ମାନେ ବିଭିନ୍ନ ଦାବି ନେଇ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେନ୍ଦ୍ର ସରକାର…

କପାସି ସମବାୟ ସମିତିରେ ଦୁର୍ନୀତି, ଉଚ୍ଚ ସ୍ତରୀୟ ତଦନ୍ତ ଦାବି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କପାସି ସମବାୟ ସମିତିରେ ଦୁର୍ନୀତି, ଉଚ୍ଚ ସ୍ତରୀୟ ତଦନ୍ତ ଦାବି

କପାସି ସମବାୟ ସମିତିରେ ଦୁର୍ନୀତି, ଉଚ୍ଚ ସ୍ତରୀୟ ତଦନ୍ତ ଦାବି ନିଆଳି(ଏନ୍‌.ଏମ୍‌.): କଟକ ଜିଲ୍ଲା ଅଧିନସ୍ଥ ନିଆଳି ବ୍ଲକ୍ କପାସୀ ସେବା ସମବାୟ ସମିତିରେ ଚାଷୀଙ୍କ ନାମ ପଞ୍ଜିକୃତ ତାଲିକାରେ ଥାଇ ମଧ୍ୟ ଚାଷୀ ଧାନ ବିକ୍ରୟ କରି ପାରୁନଥିବା ଅଭିଯୋଗ ହୋଇଛି । କପାସୀ ସମବାୟ ସମିତିରେ ପଞ୍ଜିକୃତ କରିଥିବା ଚାଷୀଙ୍କ ମଧ୍ୟରୁ ପ୍ରାୟତଃ ୭୦ଭାଗ ଚାଷୀ ବର୍ତ୍ତମାନ ସୁଦ୍ଧା ଧାନ ବିକ୍ରିକୁ ନେଇ ଚିନ୍ତାରେ ଅଛନ୍ତି ।…

ପୌର ନିର୍ବାଚନରେ ସିଏମସି ୪୯ନମ୍ବର ୱାର୍ଡ : ବିଜେଡିରେ ଆଭ୍ୟନ୍ତରୀଣ କନ୍ଦଳ, ବିଜେପି ଖୋଜୁଛି ସତ୍ତା, ବିଜୟ ଲକ୍ଷ୍ୟରେ କଂଗ୍ରେସ !
ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୌର ନିର୍ବାଚନରେ ସିଏମସି ୪୯ନମ୍ବର ୱାର୍ଡ : ବିଜେଡିରେ ଆଭ୍ୟନ୍ତରୀଣ କନ୍ଦଳ, ବିଜେପି ଖୋଜୁଛି ସତ୍ତା, ବିଜୟ ଲକ୍ଷ୍ୟରେ କଂଗ୍ରେସ !

ପୌର ନିର୍ବାଚନରେ ସିଏମସି ୪୯ନମ୍ବର ୱାର୍ଡ : ବିଜେଡିରେ ଆଭ୍ୟନ୍ତରୀଣ କନ୍ଦଳ, ବିଜେପି ଖୋଜୁଛି ସତ୍ତା, ବିଜୟ ଲକ୍ଷ୍ୟରେ କଂଗ୍ରେସ ! ଜଗତପୁର(ଏନ୍‌.ଏମ୍‌.): ଆସନ୍ତା ପୌରନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ ଆୟୁକ୍ତ ତାରିଖ ଘୋଷଣା କରିବା ପରେ ଏବେ କଟକ ମହାନଗର ନିଗମରେ ବିଭିନ୍ନ ଦଳୀୟ ଶିବିରରେ ବିଗୁଲ ବାଜିବା ଆରମ୍ଭ ହୋଇଛି । କେଉଁ ୱାର୍ଡ଼ରେ କେଉଁଦଳ କାହାକୁ ପ୍ରାର୍ଥୀ କରାଇବ ସେ ନେଇ ଅଙ୍କକଷା ମଧ୍ୟ ଆରମ୍ଭ…

ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ [caption id="attachment_4007" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କର ମୃତ୍ୟୁ ସମ୍ପର୍କରେ ତାଙ୍କ…

ଷ୍ଟ୍ରଙ୍ଗରୁମ୍ ବାହାରେ ବାଲାଟ ପେପର ପଡ଼ିବା ନେଇ ତୀବ୍ର ଉତ୍ତେଜନା: ଜଗିଥିବା କର୍ମଚାରୀଙ୍କ ପ୍ରତି ସନ୍ଦେହ !
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଷ୍ଟ୍ରଙ୍ଗରୁମ୍ ବାହାରେ ବାଲାଟ ପେପର ପଡ଼ିବା ନେଇ ତୀବ୍ର ଉତ୍ତେଜନା: ଜଗିଥିବା କର୍ମଚାରୀଙ୍କ ପ୍ରତି ସନ୍ଦେହ !

ଷ୍ଟ୍ରଙ୍ଗରୁମ୍ ବାହାରେ ବାଲାଟ ପେପର ପଡ଼ିବା ନେଇ ତୀବ୍ର ଉତ୍ତେଜନା: ଜଗିଥିବା କର୍ମଚାରୀଙ୍କ ପ୍ରତି ସନ୍ଦେହ ! [caption id="attachment_4004" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଏଥର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରବଳ ହିଂସାକାଣ୍ଡ, ରକ୍ତପାତ, ଗୋଷ୍ଠୀ ସଂଘର୍ଷ, ବୁଥ୍ ରିଗିଂ ଦେଖିବାକୁ ମିଳିଥିବାବେଳେ ଏ ନେଇ ପ୍ରଶାସନ ନାକେଦମ ହେବାକୁ ପଡ଼ିଛି । ତେବେ ବହୁ କଷ୍ଟରେ ନିର୍ବାଚନର ସମସ୍ତ ୫ଟି ପର୍ଯ୍ୟାୟ ମତଦାନ ଶେଷ…

ରୁଷ ଓ ୟୁକ୍ରେନ ଲଢ଼େଇ: ଯୁଦ୍ଧ ରୋକିବାକୁ ପୁଟିନଙ୍କ ସହ କଥା ହେଲେ ମୋଦି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

ରୁଷ ଓ ୟୁକ୍ରେନ ଲଢ଼େଇ: ଯୁଦ୍ଧ ରୋକିବାକୁ ପୁଟିନଙ୍କ ସହ କଥା ହେଲେ ମୋଦି

ରୁଷ ଓ ୟୁକ୍ରେନ ଲଢ଼େଇ: ଯୁଦ୍ଧ ରୋକିବାକୁ ପୁଟିନଙ୍କ ସହ କଥା ହେଲେ ମୋଦି ନୂଆଦିଲ୍ଲୀ(ଏଜେନ୍ସି): ସମ୍ପ୍ରତି ରୁଷ ଓ ୟୁକ୍ରେନ ମଧ୍ୟରେ ଘମାଘୋଟ ଲଢ଼େଇ ଆରମ୍ଭ ହୋଇ ଯାଇଛି । ଉଭୟସେନାଙ୍କ ମଧ୍ୟରେ ଗୁଳିବିନିମୟ ସାଙ୍ଗକୁ ବୋମା ବିସ୍ପୋରଣ ଜନସାଧାରଣଙ୍କୁ ମଧ୍ୟ ଭୟଭୀତ କରି ପକାଇଛି । ଗୋଟିଏ ପଟେ ୟୁକ୍ରେନକୁ କୌଣସି ରାଷ୍ଟ୍ର ସହାୟତା କରୁନଥିବା ନେଇ ୟୁକ୍ରେନ ମଧ୍ୟ ସ୍ୱୀକାର କରିଛି । କିଭରେ ଫସିଥିବା…

ପୌର ନିର୍ବାଚନ ପାଇଁ ଘୋଷଣା: ମାର୍ଚ୍ଚ ୨୪ରେ ପୌର ନିର୍ବାଚନ, ଆଜିଠୁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୌର ନିର୍ବାଚନ ପାଇଁ ଘୋଷଣା: ମାର୍ଚ୍ଚ ୨୪ରେ ପୌର ନିର୍ବାଚନ, ଆଜିଠୁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି

ପୌର ନିର୍ବାଚନ ପାଇଁ ଘୋଷଣା: ମାର୍ଚ୍ଚ ୨୪ରେ ପୌର ନିର୍ବାଚନ, ଆଜିଠୁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି ଭୁବନେଶ୍ୱର(ଏନ.ଏମ୍‌.): ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ପୂର୍ବ ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତ ନିର୍ବାଚନ ପରେ ଆଜି ଫେବୃୟାରୀ ୨୫ତାରିଖରେ ପୌର ନିର୍ବାଚନ ନିମନ୍ତେ ଘୋଷଣା କରାଯାଇଛି । ଆଜି ଏ ନେଇ ନିର୍ବାଚନ ଆୟୁକ୍ତ ଘୋଷଣା କରିଛନ୍ତି । ଆଜିଠାରୁ ପୌର ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି…

ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡର ଚଢାଉ: ପିକ୍‌ଅପ୍‌ଭ୍ୟାନ୍ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,୨ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡର ଚଢାଉ: ପିକ୍‌ଅପ୍‌ଭ୍ୟାନ୍ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,୨ ଗିରଫ

ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡର ଚଢାଉ: ପିକ୍‌ଅପ୍‌ଭ୍ୟାନ୍ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,୨ ଗିରଫ [caption id="attachment_3994" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ରାଜ୍ୟ ଅବକାରୀ ବିଭାଗର ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ପକ୍ଷରୁ ଅତର୍କୀତ ଚଢ଼ାଉ କରାଯାଇ ସ୍ଥାନୀୟ ଜଗତପୁର-ଚଣ୍ଡିଖୋଲ ରାସ୍ତାର ଟାଙ୍ଗୀ ଥାନା ଅନ୍ତର୍ଗତ-ମଙ୍ଗୁଳି ଛକରେ ୧କ୍ୱିଣ୍ଟାଲ ୨ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି । ଏହି ଚୋରା କାରବାରରେ ସଂପୃକ୍ତ ୨ଅଭିଯୁକ୍ତଙ୍କୁ ଗିରଫ…

ଗୋପବନ୍ଧୁ ସେବା ସଂଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଗୋପବନ୍ଧୁ ସେବା ସଂଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

ଗୋପବନ୍ଧୁ ସେବା ସଂଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା [caption id="attachment_3991" align="alignnone" width="300"] (ଫଟୋ-କାହ୍ନୁଚରଣ ପଣ୍ଡା)[/caption] କଟକ(ଏନ୍‌.ଏମ୍‌.): ଗୋପବନ୍ଧୁ ସେବା ସଂଗଠନର ସହ ସମ୍ପାଦକ ପ୍ରମେୟ କାନୁନଗୋଙ୍କ ବିୟୋଗରେ ସଂଗଠନ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭାଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜଗତପୁରସ୍ଥିତ ସଂଗଠନ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଂଗଠନର ସଭାପତି ଡକ୍ଟର ଯୁଧିଷ୍ଠିର ଖଟୁଆଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସ୍ୱର୍ଗତ ପ୍ରମେୟ କାନୁନଗୋଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ…

ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ

ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ ଭୁବନେଶ୍ୱର(ଏନ୍‌.ଏମ୍‌.) : କ୍ୟାନସର ଆଉ ଦୁଃସାଧ୍ୟ ରୋଗ ହୋଇ ନାହିଁ । ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା ଦ୍ବାରା ଏହାର ନିରାକରଣ ସମ୍ଭବ । ଠିକ୍ ଯେମିତି ବୁଲନ୍ଦଶାହର ଏକ ଝିଅ ସାଇମାଙ୍କ କ୍ଷେତ୍ରରେ ହେଲା । ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନିରେ ସାଇମାଙ୍କ ଚିକିତ୍ସାକୁ ନେଇ ଖୁସି ପ୍ରକଟ କରିଛନ୍ତି ବିଶ୍ୱ ପ୍ରସିଦ୍ଧ କ୍ୟାନସର ଇମ୍ୟୁନୋଥେରାପି…

ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ

ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ କୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ରାତି ୧୦ ଟାରେ ଉଠିବ ମହାଦୀପ [caption id="attachment_3984" align="alignnone" width="300"] Photo by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତା ମାର୍ଚ୍ଚ ୧ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ପର୍ବ ପାଳନ ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ…

ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା

ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା [caption id="attachment_3980" align="alignnone" width="300"] (ଫାଇଲ ଫଟୋ)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଆଜି ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସମସ୍ତ ପର୍ଯ୍ୟାୟ ଶେଷ ହୋଇଛି । ନିର୍ବାଚନରେ ପ୍ରାର୍ଥୀମାନଙ୍କ ଭାଗ୍ୟ ଏବେ ଭୋଟ ବାକ୍ସ ମଧ୍ୟରେ ଆବଦ୍ଧ ରହିଛି । ଆସନ୍ତା ୨୬, ୨୭ ଏବଂ ୨୮ ତାରିଖରେ ସମସ୍ତ ବ୍ଲକ୍ ମୁଖ୍ୟାଳୟଠାରେ ୩ ଦିନଧରି ଭୋଟ ଗଣନା କାର୍ଯ୍ୟ…

କଟକ ପୌରପରିଷଦର ପୂର୍ବତନ ଉପାଧ୍ୟକ୍ଷ ବେଙ୍ଗ ମହାପାତ୍ରଙ୍କ ପରଲୋକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ପୌରପରିଷଦର ପୂର୍ବତନ ଉପାଧ୍ୟକ୍ଷ ବେଙ୍ଗ ମହାପାତ୍ରଙ୍କ ପରଲୋକ

କଟକ ପୌରପରିଷଦର ପୂର୍ବତନ ଉପାଧ୍ୟକ୍ଷ ବେଙ୍ଗ ମହାପାତ୍ରଙ୍କ ପରଲୋକ [caption id="attachment_3976" align="alignnone" width="233"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): କଟକ ପୌରପରିଷଦର ଉପନଗରପାଳ ବିଜୟ ମହାପାତ୍ର (ବେଙ୍ଗ)ଙ୍କ ୭୪ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ପତ୍ନୀ କନକ, ତିନିପୁତ୍ର ବିଶ୍ୱଜିତ, ସତ୍ୟଜିତ୍ ଓ ଅଜିତ୍‌, ତିନିଝିଅ ଓ ନାତି ନାତୁଣୀ ଉପସ୍ଥିତ ଥିଲେ । ଗତ ୧୫ ତାରିଖରେ ତାଙ୍କର ହଠାତ ଉଦର…

ଜାତୀୟସ୍ତରୀୟ କୁଡ଼ୋ ପ୍ରତିଯୋଗିତାରେ ଓଡ଼ିଶାକୁ ୧୯ ପଦକ
Slider କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜାତୀୟସ୍ତରୀୟ କୁଡ଼ୋ ପ୍ରତିଯୋଗିତାରେ ଓଡ଼ିଶାକୁ ୧୯ ପଦକ

ଜାତୀୟସ୍ତରୀୟ କୁଡ଼ୋ ପ୍ରତିଯୋଗିତାରେ ଓଡ଼ିଶାକୁ ୧୯ ପଦକ [caption id="attachment_3973" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ଦ୍ୱାଦଶତମ ଜାତୀୟସ୍ତରୀୟ କୁଡ଼ୋ ପ୍ରତିଯୋଗିତା ଓ ଦ୍ୱିତୀୟ ଫେଡେରେସନ୍ କପ୍ ଗତ ୧୪ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ହିମାଚଳପ୍ରଦେଶର ସୋଲାନ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ପକ୍ଷରୁ କୁଡ଼ୋ ଆସୋସିଏସନ୍ ଅଫ୍ ଓଡ଼ିଶାର ୧୬ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି ସଫଳତା ପାଇ ଓଡ଼ିଶାକୁ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କ…