ନିମପୁର ଉଚ୍ଚ ବିଦ୍ୟାଳୟ ୨୦୦୬ ମସିହା ଛାତ୍ର ଛାତ୍ରୀଙ୍କର ବନ୍ଧୁ ମିଳନ
ନିମପୁର ଉଚ୍ଚ ବିଦ୍ୟାଳୟ ୨୦୦୬ ମସିହା ଛାତ୍ର ଛାତ୍ରୀଙ୍କର ବନ୍ଧୁ ମିଳନ [caption id="attachment_3969" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] କଟକ(ଏନ୍.ଏମ୍.): ସ୍ଥାନୀୟ ଜଗତପୁରସ୍ଥିତ ନିମପୁର ଉଚ୍ଚ ବିଦ୍ୟାଳୟର ୨୦୦୬ ମସିହା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜଗତପୁର ଆଇବି ରୋଡରେ ଥିବା ଜେମାମଣି ମଣ୍ଡପରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପୂର୍ବତନ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିବା ବେଳେ…




















