ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ, ଦ୍ୱିତୀୟ ଦିନରେ ନାମାଙ୍କନପତ୍ର ଦାଖଲ
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ, ଦ୍ୱିତୀୟ ଦିନରେ ନାମାଙ୍କନପତ୍ର ଦାଖଲ [caption id="attachment_3650" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍.ଏମ୍.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଜୋରଦାର ଚାଲିଛି । ଜିଲ୍ଲାପରିଷଦ ଜୋନ ସଦସ୍ୟମାନନେ ବିଭିନ୍ନ ଦଳରୁ ଟିକେଟ ନେଇ ନାମାଙ୍କନପତ୍ର ଦାଖଲ କରୁଥିବାବେଳେ…




















