ମାଟି ଅତଡ଼ା ଧସି ୨ ଶ୍ରମିକ ମୃତ
ମାଟି ଅତଡ଼ା ଧସି ୨ ଶ୍ରମିକ ମୃତ କେନ୍ଦୁଝର(ଏନ୍.ଏମ୍.): ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ ବିଛାଇବା କାର୍ଯ୍ୟ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପଡ଼ିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା କମାରଯୋଡ଼ା ଅଞ୍ଚଳରେ ଆଜି ଅପରାହ୍ନରେ…



















