ବଡମ୍ବା ବ୍ଲକ ଅଞ୍ଚଳରେ ଜନ ଶୀକ୍ଷଣ ସଂସ୍ଥା ପକ୍ଷରୁ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ବଡମ୍ବା ବ୍ଲକ ଅଞ୍ଚଳରେ ଜନ ଶୀକ୍ଷଣ ସଂସ୍ଥା ପକ୍ଷରୁ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବଡ଼ମ୍ବା (ଏନ୍.ଏମ୍.): ଭାରତସରକାରଙ୍କ ମିନିଷ୍ଟ୍ରି ଅଫ ସ୍କିଲ ଡେଭେଲପ ଏଣ୍ଡ ଏଣ୍ଟେରପ୍ରେନୁୟେରସିପ ଅନ୍ତର୍ଗତ ସ୍ୱୟଂଶାସିତ ସଂସ୍ଥା ଜନଶିକ୍ଷଣ ସଂସ୍ଥା ନିର୍ଦ୍ଦେଶାଳୟର କଟକ ଜନଶିକ୍ଷଣ ସଂସ୍ଥା ପକ୍ଷରୁ ବଡମ୍ବା ବ୍ଲକ ଅନ୍ତର୍ଗତ ଦାଶରଥୀପୁର ଗ୍ରାମପଞ୍ଚାୟତ…




















