ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ନୂଆଁଖାଇ ଭେଟଘାଟ
ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ନୂଆଁଖାଇ ଭେଟଘାଟ #ବଲାଙ୍ଗୀର(ଏନ୍.ଏମ୍.): ବଲାଙ୍ଗୀର ଜିଲ୍ଲା ବେଳପଡା ବ୍ଲକ ଅନ୍ତର୍ଗତ କପାଣି ବସ ଷ୍ଟେସନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆହ୍ୱାନ କ୍ରମେ ବେଲପଡା ବ୍ଲକ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ ଅନୁଷ୍ଠାନ ହୋଇଯାଇଛି । ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରୁ…




















