କାଲିଠାରୁ ମାଟ୍ରିକ ଅଫଲାଇନ ପରୀକ୍ଷା
କାଲିଠାରୁ ମାଟ୍ରିକ ଅଫଲାଇନ ପରୀକ୍ଷା କଟକ(ଏନ୍.ଏମ୍.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ । ଏହି ପରୀକ୍ଷା ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ବୋର୍ଡ ପକ୍ଷରୁ ସମସ୍ତ ପର୍ଯ୍ୟାୟ ଚୂଡାନ୍ତ ହୋଇଛି ବୋଲି…




















