ରାଜ୍ୟସଭା ସାଂସଦ ଏବଂ ପୂର୍ବତନ ବିଧାୟକଙ୍କ ଦ୍ୱାରା ବ୍ରାହ୍ମଣ ଏବଂ ସଫେଇ କର୍ମଚାରୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ରାଜ୍ୟସଭା ସାଂସଦ ଏବଂ ପୂର୍ବତନ ବିଧାୟକଙ୍କ ଦ୍ୱାରା ବ୍ରାହ୍ମଣ ଏବଂ ସଫେଇ କର୍ମଚାରୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଟକ(ଏନ୍.ଏମ୍.): ବାରବାଟୀ କଟକ ନିର୍ବାଚନ ମଣ୍ଡଳୀ ୨୮ନମ୍ବର ୱାର୍ଡର ସଭାପତି ଜନସନ୍ ମହାପାତ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ରଜବଗିଚା କଲେଜରେ ବ୍ରାହ୍ମଣ ଓ ସଫେଇ କର୍ମଚାରୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି…




















