ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ ଘଟଣା ସମ୍ପର୍କରେ ଜିଲା୍ଲ କୋଭିଡ଼୍ ନୋଡ଼ାଲ ଅଧିକାରୀଙ୍କ ରପୋର୍ଟ ତଲବ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ଆଜି ସକାଳେ ଜଣେ ଆକ୍ରାନ୍ତ ଯୁବକଙ୍କ ବେକରେ ଛୁରୀ ଭୁଷି…

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ ନରସିଂହପୁର(ଏନ୍.ଏମ୍.): କଟକ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାପକ ବେଆଇନ ନିଶା କାରବାର ଚାଲିଛି । ମଦ, ଗଞ୍ଜେଇ ସହିତ ବ୍ରାଉନସୁଗାର କାରବାର ମଧ୍ୟ ବଢ଼ିବାରେ ଲାଗିଛି । ତେବେ କଟକ ଜିଲ୍ଲାରୁ ବେଆଇନ ନିଶା କାରବାର ରୋକିବା ନେଇ ଅବକାରୀ…

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍ ଭୁବନେଶ୍ୱର(ଏନ୍.ଏମ୍.): ଏକ ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକମାନଙ୍କୁ କରୋନା ଟିକାର ଦ୍ୱିତୀୟ ଡୋଜ ଦିଆଯିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ଭୁବନେଶ୍ୱରରେ ସାମ୍ବାଦିକମାନଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯିବାକୁ ବିଏମସି ପକ୍ଷରୁ ନିଷ୍ପତ୍ତି…

ସିବିଆଇ କମର୍ଚାରୀ ଓ ଅଧିକାରୀଙ୍କ ପୋଷାକ ଉପେର କଟକଣା : ଗେଟଅପରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

ସିବିଆଇ କମର୍ଚାରୀ ଓ ଅଧିକାରୀଙ୍କ ପୋଷାକ ଉପେର କଟକଣା : ଗେଟଅପରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ

ସିବିଆଇ କମର୍ଚାରୀ ଓ ଅଧିକାରୀଙ୍କ ପୋଷାକ ଉପେର କଟକଣା : ଗେଟଅପରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ ନୂଆଦିଲ୍ଲୀ (ଏଜେନ୍ସି): ସେଣ୍ଟାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ(ସିବିଆଇ)ରେ ଗେଟଅଫରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ୱାଲ ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇରେ କୌଣସି ଅଧିକାରୀ କିମ୍ବା କର୍ମଚାରୀ ଏଣିକି ଜିନ୍ସ୍,…

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା ଭୁବନେଶ୍ୱର (ଏନ୍.ଏମ୍.): ଚଳିତ ବର୍ଷ ଯୁକ୍ତ ଦୁଇ ଶେଷ ବର୍ଷ ପିଲାଙ୍କ ପରିକ୍ଷା ବାତିଲ କରିବା ପାଇଁ ଶେଷରେ ସରକାର ନିଷ୍ପତ୍ତି ନେଇଛନ୍ତି । ତେଣୁ ଏଥର ଯୁକ୍ତ ଦୁଇ ଶେଷ ବର୍ଷ ପିଲାଙ୍କ ପରୀକ୍ଷା ହେବ ନାହିଁ । ଏନେଇ…

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ ୫ ମାସରେ ଜବତ ହେଲାଣିି ୩ କିଲୋଗ୍ରାମ୍ ବ୍ରାଉନ ସୁଗାର ଓ ୨୪ ଗିରଫ କଟକ(ଏନ୍.ଏମ୍.): କଟକ ଜିଲ୍ଲାରରେ ଏବେ ବାଉନସୁଗାର କାରବାର ବେଶ ବୃଦ୍ଧି ପାଇଛି । ଏପରିକି ସନ୍ଧ୍ୟା ହେଲେ ସହରର ଅନ୍ଧାରୁଆ ଗଳି ଓ…

ଉତ୍କଳ ବିକାଶ ପରିଷଦ ପକ୍ଷରୁ କରୋନା ଟୀକାଦାନ ପରିଚାଳନା ନେଇ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଉତ୍କଳ ବିକାଶ ପରିଷଦ ପକ୍ଷରୁ କରୋନା ଟୀକାଦାନ ପରିଚାଳନା ନେଇ ବୈଠକ

କଟକ (ଏନ୍.ଏମ୍.): କରୋନା ମହାମାରୀ ପରିଚାଳନା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଉଥିବା ସମୟରେ କଟକ ସହର ଉପକଣ୍ଠ ବୟାଳିଶମୌଜା ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହାର ବ୍ୟତିକ୍ରମ ଦେଖାଯାଇଛି । ସୂଚନା ମୁତାବକ ସ୍ବାସ୍ଥ୍ୟକେନ୍ଦ୍ର ପାଖରେ ଥିବା ଏକ କୋଠାଘରେ କୋରୋନା…

କେନ୍ଦ୍ରାପଡ଼ା ସାଂସଦଙ୍କ ପିତା ପଦୋନ୍ନତି ପାଇଁ ବ୍ୟବହାର କରିଥିଲେ ଜାଲ ସାର୍ଟିଫିକେଟ !
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କେନ୍ଦ୍ରାପଡ଼ା ସାଂସଦଙ୍କ ପିତା ପଦୋନ୍ନତି ପାଇଁ ବ୍ୟବହାର କରିଥିଲେ ଜାଲ ସାର୍ଟିଫିକେଟ !

କେନ୍ଦ୍ରାପଡ଼ା ସାଂସଦଙ୍କ ପିତା ପଦୋନ୍ନତି ପାଇଁ ବ୍ୟବହାର କରିଥିଲେ ଜାଲ ସାର୍ଟିଫିକେଟ ! ଭୁବନେଶ୍ୱର(ଏନ୍.ଏମ୍.): କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ପିତା ଅଭୟ କୁମାର ମହାନ୍ତି ଜାଲ୍ ସାର୍ଟିଫିକେଟ୍ ଦେଇ ସିନିୟର ଅଧ୍ୟାପକରୁ ରିଡର ପାହ୍ୟାକୁ ପଦୋନ୍ନତି ପାଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି । ଅବସରପ୍ରାପ୍ତ ଇଂରାଜୀ…

କରୋନା ପାଇଁ ଆଉ ଏକ ସ୍ୱଦେଶୀ ଟିକାକୁ ମିଳିବ ଅନୁମତି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କରୋନା ପାଇଁ ଆଉ ଏକ ସ୍ୱଦେଶୀ ଟିକାକୁ ମିଳିବ ଅନୁମତି

କରୋନା ପାଇଁ ଆଉ ଏକ ସ୍ୱଦେଶୀ ଟିକାକୁ ମିଳିବ ଅନୁମତି ନୂଆଦିଲ୍ଲୀ (ଏଜେନ୍ସି): ଦେଶରେ କରୋନାର ଦ୍ୱିତୀୟ ଲହର ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଟିକାକରଣରେ କୌଣସି ଅଗ୍ରଗତି ହୋଇନଥିବା ଜଣାପଡ଼ିଛି । ଅନେକ ରାଜ୍ୟରେ ଟିକା କେନ୍ଦ୍ର ମଧ୍ୟ ଖାଲି ରହିଛି । ଦେଶର ଯୋଗ୍ୟ ବ୍ୟକ୍ତିକୁ…

ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ  ଲକ୍ଷାଧିକ ଟଙ୍କାର ସାମଗ୍ରୀ  ପାଉଁଶ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ  ପାଉଁଶ

ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ  ପାଉଁଶ କଟକ(ଏନ୍.ଏମ୍.):   ହାଇକୋର୍ଟ ଛକ ସ୍ଥିତ ଏକ ଔଷଧ ଗୋଦାମ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି୤  ଅଗ୍ନିକାଣ୍ଡ ଯୋଗୁଁ ଗୋଦାମରେ ଥିବା ବିଭିନ୍ନ ମୂଲ୍ୟବାନ ଔଷଧ ଜଳି ପୋଡି ପାଉଁଶ ହୋଇଯାଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ…

ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ

ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ କଟକ(ଏନ୍‌.ଏମ୍‌.): ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜର ସାଧାରଣ ସମ୍ପାଦକ ମୀନାକ୍ଷୀ ଦେବୀଙ୍କର ଆଜି ସଂଧ୍ୟା ୬ଟା ସମୟରେ ଦେହାନ୍ତ ହୋଇଯାଇଛି । ରାଜାବଗିଚା ଚକୋଲେଟ୍‌ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍ ପଡ଼ିଯାଇଥିଲେ । ତାଙ୍କୁ ତୁରନ୍ତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜକୁ…

ଦ୍ୱାଦଶ ପରୀକ୍ଷା ବାତିଲ ପାଇଁ କଟକ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଧନ୍ୟବାଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଦ୍ୱାଦଶ ପରୀକ୍ଷା ବାତିଲ ପାଇଁ କଟକ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଧନ୍ୟବାଦ

ଦ୍ୱାଦଶ ପରୀକ୍ଷା ବାତିଲ ପାଇଁ କଟକ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଧନ୍ୟବାଦ କଟକ(ଏନ୍‌.ଏମ୍‌.): ମହାମାରୀ କରୋନା ସାରା ଦେଶରେ ଶିକ୍ଷା ବ୍ୟବସ୍ଥାକୁ ପ୍ରଭାବିତ କରିଥିବାରୁ ଛାତ୍ର, ଶିକ୍ଷକ ଓ ଅଭିଭାବକମାନେ ଘୋର ଚିନ୍ତାରେ ଥିଲେ । ଏହି ପରିସ୍ଥିତିରେ ଗମ୍ଭୀରତାକୁ ନେଇ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ…

ଲକ୍‌ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଲକ୍‌ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ

ଲକ୍‌ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ - ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ କଟକ (ଏନ୍‌.ଏମ୍‌.): କରୋନାଜନିତ ହାହାକାରମୟ ପରିସ୍ଥିତି ଓ ଲକ୍‌ଡାଉନ୍ ଭିତରେ ବସ୍ତି ଉଛେଦ ଚାଲିଛି । ସରକାରଙ୍କ ଏପରି କଣ ଜରୁରୀ ହୋଇ ପଡିଛି କେଜାଣି ଗରିବ ବସ୍ତିବାସିନ୍ଦାଙ୍କୁ ଅତ୍ୟନ୍ତ ନିର୍ମମ ଭାବରେ…

ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ

ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଭୁବନେଶ୍ୱର(ଏନ୍‌.ଏମ୍‌.): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ବିଜୟଶ୍ରୀଙ୍କ ନିକଟ ସମ୍ପର୍କୀୟଙ୍କ…

କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭୁବନେଶ୍ୱର (ଏନ୍‌.ଏମ୍‌.): ‘ବୋଧହୁଏ ଆମେ ପିକ୍ ଅତିକ୍ରମ କରିଗଲେଣି । ସ୍ଥିତି ଏବେ ତଳମୁହାଁ ହେଉଛି ।’ ସମ୍ପ୍ରତି ରାଜ୍ୟରେ କୋଭିଡ ସ୍ଥିତି ନେଇ ଏକଥା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ସେ…

୨୦୨୪ ଅଲମ୍ପିକ୍ସ ପାଇଁ ଜୋରଦାର ପ୍ରସ୍ତୁତିରେ ଓଡ଼ିଶାର ସୁନା ଝିଅ ଅର୍ପିତା
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

୨୦୨୪ ଅଲମ୍ପିକ୍ସ ପାଇଁ ଜୋରଦାର ପ୍ରସ୍ତୁତିରେ ଓଡ଼ିଶାର ସୁନା ଝିଅ ଅର୍ପିତା

୨୦୨୪ ଅଲମ୍ପିକ୍ସ ପାଇଁ ଜୋରଦାର ପ୍ରସ୍ତୁତିରେ ଓଡ଼ିଶାର ସୁନା ଝିଅ ଅର୍ପିତା ରାଉରକେଲା (ଏନ୍‌.ଏମ୍‌.): ଜାତୀୟ ଓ ଅନ୍ତର୍ଜାତୀୟ ଆଥଲେଟିକସରେ ସ୍ୱର୍ଣ୍ଣପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ଅର୍ପିତା ଏବେ ୨୦୨୪ ଅଲମ୍ପିକସ ପାଇଁ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି । ସେକ୍ଟର-୬ରେ ରହୁଥିବା ପଙ୍କଜ…

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ଭୁବନେଶ୍ୱର(ଏନ୍‌.ଏମ୍‌.): କରୋନା ଟିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଟିକା ସଂକଟ ଦୂର କରିବା ନେଇ ସେ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି । ତାଙ୍କ ଚିଠିରେ ଟିକା ପାଇଁ…

କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ

କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ କଟକ (ଏନ୍‌.ଏମ୍‌.): କଟକ ସହରରେ ରହିଥିବା ବିଭିନ୍ନ କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ସମ୍ପର୍କରେ ଅଭିଯୋଗ ଆସିବା ପରେ ଆଜି ସିଏମସି ଏନଫୋର୍ସମେଣ୍ଟ ଟିମ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି । କୋଭିଡ ହସ୍ପିଟାଲରେ ରୋଗୀ ତଥା…

୫ଚୋରା ବାଇକ୍ ଜବତ : ଗ୍ୟାଙ୍ଗର ୪ ଲୁଟେରା ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୫ଚୋରା ବାଇକ୍ ଜବତ : ଗ୍ୟାଙ୍ଗର ୪ ଲୁଟେରା ଗିରଫ

୫ଚୋରା ବାଇକ୍ ଜବତ : ଗ୍ୟାଙ୍ଗର ୪ ଲୁଟେରା ଗିରଫ କଟକ(ଏନ୍‌.ଏମ୍‌.): କଟକ ଓ ଭୁବନେଶ୍ୱରରୁ ବାଇକ୍ ଚୋରି କରି କନ୍ଧମାଳ ଜିଲ୍ଲାରେ ବିକ୍ରି କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି କ୍ୟାଣ୍ଟନମେଣ୍ଟ ଥାନା ପୁଲିସ । ଏହି ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟଙ୍କୁ ପୁଲିସ ଗିରଫ କରିବା…

କଟକରେ ଯୁବ କଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କଟକରେ ଯୁବ କଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କଟକରେ ଯୁବ କଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କଟକ (ଏନ୍‌.ଏମ୍‌.): ସମ୍ପ୍ରତି ମହାମାରୀ କରୋନା ଯୋଗୁଁ ଲକଡାଉନ ଓ ସଟ ଡାଉନ ଯୋଗୁଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବାବେଳେ ଯୁବକଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ବିତରଣ କରାଯାଇଛି । ସହରରେ ଗରିବ, ଦିନ ମଜୁରିଆ ଲୋକେ…