ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ
ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ [caption id="attachment_9468" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍) ପରିସରରେ ଥିବା ସେମିନାର ଗୃହରେ ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶିକା…




















