ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା
ପୁରୀ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା [caption id="attachment_8998" align="alignnone" width="300"] News by Nimain Charana Mohanty (Puri)[/caption] #ପୁରୀ(ଏନ୍.ଏମ୍.): ଆସନ୍ତା ଏପ୍ରିଲ ୨୩ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ । ଏନେଇ ପୁରୀରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି…




















