ଏପ୍ରିଲରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ : ବୋର୍ଡ
ଏପ୍ରିଲରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ : ବୋର୍ଡ [caption id="attachment_4032" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍.ଏମ୍.): ଚଳିତ ବର୍ଷ ସରକାରୀ ହାଇସ୍କୁଲ ପାଠ୍ୟକ୍ରମରେ ଏପ୍ରିଲରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆ ଶିକ୍ଷାବର୍ଷ ଏପ୍ରିଲରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ନୂତନ…




















