ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତଙ୍କ ପରଲୋକ
ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତଙ୍କ ପରଲୋକ [caption id="attachment_8025" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍.ଏମ୍.): ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ସ୍ୱର୍ଗତ ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସ(୨୬)ଙ୍କ ଆକସ୍ମିକ ମୃତ୍ୟୁ ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ବାପାଙ୍କ ମୃତ୍ୟୁର ବର୍ଷକ ପରେ ସାନ ପୁଅର ମୃତ୍ୟୁକୁ ଲୋକେ ସହଜରେ ଗ୍ରହଣ କରି ପାରୁନାହାନ୍ତି । ଏ…




















