ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ
ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ [caption id="attachment_7826" align="alignnone" width="300"] News by Biswajit Dalai (Kishan Nagar)[/caption] #କିଶନନଗର(ଏନ୍.ଏମ୍.): ଆଞ୍ଚଳିକ ସାମ୍ବାଦିକ ସଂଗଠନ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ବରିଷ୍ଟ ଓ ଯୁବ ସାମ୍ବାଦିକମାନଙ୍କ ଉପସ୍ଥିତିରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଯୁବ ସାମ୍ବାଦିକ ସୂର୍ଯ୍ୟ ନାରାୟଣ ଦାସଙ୍କୁ…




















