ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି
ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି #କଟକ(ଏନ୍.ଏମ୍.): କଟକ ସହରରେ ବୈଷ୍ଣବ ଧର୍ମ ଆଗମନର ମୁକସାଖୀ ମହାନଦୀର ଗଡ଼ଗଡ଼ିଆ ଘାଟରେ ଥିବା ଗଡଗଡେଶ୍ୱର ମନ୍ଦିରର ଜିଣ୍ଣୋଦ୍ଧାର ସହ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ଚୁଡାନ୍ତ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…



















