ବେକରେ ଓନି ଦେଇ ଯୁବତୀଙ୍କ ଆତ୍ମହତ୍ୟା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବେକରେ ଓନି ଦେଇ ଯୁବତୀଙ୍କ ଆତ୍ମହତ୍ୟା

ବେକରେ ଓନି ଦେଇ ଯୁବତୀଙ୍କ ଆତ୍ମହତ୍ୟା [caption id="attachment_6538" align="alignnone" width="255"] News by Kanhu Charan Panda (Jagatpur)[/caption] ଜଗତପୁର (ଏନ୍‌.ଏମ୍‌.): ଆଜି ଜଣେ ଯୁବତୀ ହଠାତ୍ ବେକରେ ଓନି ଲଗାଇ ଝୁଲି ପଡ଼ି ଆତ୍ମହତ୍ୟା କରିବା ଘଟଣା ଜଗତପୁର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଜଗତପୁର ଥାନା ଅନ୍ତର୍ଗତ ଭୂବନପୁର ପାଞ୍ଚଘରିଆ ସାହିରେ ଭଡାରେ ରହୁଥିବା ସ୍ୱୟଂପ୍ରଭା ବେହେରା (୨୨) ନାମକ ଜଣେ ଯୁବତୀ ବେକରେ…

ଓଡ଼ିଶା ସିଭିଲ ସର୍ଭିସ ୨୦୨୦ ପରୀକ୍ଷା ଫଳ ପ୍ରକାଶିତ: ୬୦ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୯୨ଜଣ ଉତ୍ତୀର୍ଣ୍ଣ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓଡ଼ିଶା ସିଭିଲ ସର୍ଭିସ ୨୦୨୦ ପରୀକ୍ଷା ଫଳ ପ୍ରକାଶିତ: ୬୦ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୯୨ଜଣ ଉତ୍ତୀର୍ଣ୍ଣ

ଓଡ଼ିଶା ସିଭିଲ ସର୍ଭିସ ୨୦୨୦ ପରୀକ୍ଷା ଫଳ ପ୍ରକାଶିତ: ୬୦ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୯୨ଜଣ ଉତ୍ତୀର୍ଣ୍ଣ [caption id="attachment_6535" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ଓଡ଼ିଶା ସିଭିଲ୍ ସର୍ଭିସ୍‌-୨୦୨୦ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ମୋଟ ୩୯୨ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୪ଜଣ ପୁରୁଷ ଥିବାବେଳେ ୧୪୮ଜଣ ମହିଳା ଅଛନ୍ତି । ସେମାନଙ୍କ ମଧ୍ୟରୁ ତେଜସ୍ୱିନୀ…

ମେଲାଣି ନେଉଛନ୍ତି ଜଗତଜନନୀ, ଦେବୀଗଡ଼ାରେ ମେଢ଼ ବିସର୍ଜନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ମେଲାଣି ନେଉଛନ୍ତି ଜଗତଜନନୀ, ଦେବୀଗଡ଼ାରେ ମେଢ଼ ବିସର୍ଜନ

ମେଲାଣି ନେଉଛନ୍ତି ଜଗତଜନନୀ, ଦେବୀଗଡ଼ାରେ ମେଢ଼ ବିସର୍ଜନ [caption id="attachment_6532" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ଜଗତଜନନୀ ମା’ ଦୁର୍ଗା । ଲଗାଣ ବର୍ଷା ସତ୍ତ୍ୱେ ଟୁଇନ୍ ସିଟିରେ ଭସାଣ ଉତ୍ସବ ବେଶ ଜମିବାରେ ଲାଗିଛି । ସତେ ଯେମିତି ବର୍ଷାକୁ ସହରବାସୀଙ୍କ ଖାତିର ନାହିଁ । ଐତିହାସିକ କଟକ ଦଶହରାରେ ପୂଜାପାଇଥିବା ମୂର୍ତ୍ତିମାନଙ୍କ ବିସର୍ଜନ ନିମନ୍ତେ ଅସ୍ଥାୟୀ…

ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ(ଏନ୍‌.ଏମ୍‌.): ପୁରୀସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଦେଶର ଦ୍ୱିତୀୟ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଓ ହିନ୍ଦୁ ଅଧ୍ୟୟନ କେନ୍ଦ୍ରକୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକାର୍ପଣ କରିଛନ୍ତି ।ଆୟୋଜିତ ସଭାରେ ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ୨୦୨୨-୨୩ ଶିକ୍ଷା ବର୍ଷରେ ଶ୍ରୀ ସଦାଶିବ…

ଦେବଗଡ଼ରେ ଗ୍ରାମାଭିମୁଖୀ ହେଉଛନ୍ତି ହାତୀ: ଆକ୍ରମଣରେ ଜଣେ ଯୁବକ ଗୁରୁତର
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦେବଗଡ଼ରେ ଗ୍ରାମାଭିମୁଖୀ ହେଉଛନ୍ତି ହାତୀ: ଆକ୍ରମଣରେ ଜଣେ ଯୁବକ ଗୁରୁତର

ଦେବଗଡ଼ରେ ଗ୍ରାମାଭିମୁଖୀ ହେଉଛନ୍ତି ହାତୀ: ଆକ୍ରମଣରେ ଜଣେ ଯୁବକ ଗୁରୁତର ଦେବଗଡ଼ (ଏନ୍‌.ଏମ୍‌.) : କଟକ ପରେ ଏବେ ଦେବଗଡ଼ ଜିଲ୍ଲାରେ ଦେଖିବାକୁ ମିଳିଛି ହାତୀ ଆତଙ୍କ । ଗତକାଲି ରାତ୍ରୀ ପ୍ରାୟ ୮ଟା ସମୟରେ ରିଆମାଳ ବନଖଣ୍ଡ ପଳସମା ଫରେଷ୍ଟ ସେକ୍ସନ ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରେ ହାତୀ ତାଣ୍ଡବ ସୃଷ୍ଟି କରିଛି । ଉକ୍ତ ଗ୍ରାମର ଜଣେ ଯୁବଙ୍କୁ ହାତୀ ଅତର୍କିତ ଆକ୍ରମଣ କରିବା ଫଳରେ ସେ ଗୁରୁତର…

ନୂତନ ସିଡିଏସ ଜେନେରାଲଙ୍କୁ ମିଳିଲା ଜେଡପ୍ଲସ ସୁରକ୍ଷା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

ନୂତନ ସିଡିଏସ ଜେନେରାଲଙ୍କୁ ମିଳିଲା ଜେଡପ୍ଲସ ସୁରକ୍ଷା

ନୂତନ ସିଡିଏସ ଜେନେରାଲଙ୍କୁ ମିଳିଲା ଜେଡପ୍ଲସ ସୁରକ୍ଷା ନୂଆଦିଲ୍ଲୀ(ଏଜେନ୍ସି): ଦେଶର ନୂଆ ସିଡିଏସ୍ ଜେନେରାଲ ଅନୀଲ ଚୌହାନଙ୍କୁ କେନ୍ଦ୍ର ସରକାର ଜେଡ୍ ପ୍ଲସ ସୁରକ୍ଷା ଯୋଗାଇ ଦେଇଛନ୍ତି । ଦିଲ୍ଲୀ ପୁଲିସ୍ ପକ୍ଷରୁ ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦିଆଯିବ । ଏନେଇ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି । ଗତ ଶୁକ୍ରବାର ଜେନେରାଲ ଚୌହାନ ଦେଶର ଦ୍ୱିତୀୟ ସିଡିଏସ୍ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।…

ଲକ୍ଷ୍ମୀପୂଜାରେ ଆସୁଛି “ପ୍ରେମରେ ରିସ୍କ ହେଲା ମତେ ଇସ୍କ’
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଲକ୍ଷ୍ମୀପୂଜାରେ ଆସୁଛି “ପ୍ରେମରେ ରିସ୍କ ହେଲା ମତେ ଇସ୍କ’

ଲକ୍ଷ୍ମୀପୂଜାରେ ଆସୁଛି "ପ୍ରେମରେ ରିସ୍କ ହେଲା ମତେ ଇସ୍କ’ [caption id="attachment_6518" align="alignnone" width="300"] News by Amruta Nanda (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଲକ୍ଷ୍ମୀପୂଜାରେ ଆସୁଛି ନୂଆ ଓଡ଼ିଆ ସିନେମା । ୟୁଏସ ମୋସନ ପିକ୍‌ଚର୍ସ ଓ କେ.ମୁରଲୀ କ୍ରିଷ୍ଣା ଫିଲ୍ମସ ମିଳିତ ସହଯୋଗରେ ମୁକ୍ତିଲାଭ କରିବାକୁ ଯାଉଛି "ପ୍ରେମରେ ରିସ୍କ ହେଲା ମତେ ଇସ୍କ’ । ନିକଟରେ ଏହି ସିନେମାର ଅଡିଓ ରିଲିଜ ହୋଇସାରିଥିବା ବେଳେ ଲକ୍ଷ୍ମୀ ପୂଜାରେ…

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ [caption id="attachment_6514" align="alignnone" width="300"] News by Smruti Ranjan Tripathy (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଭାରତ ନିର୍ବାଚନ ଆୟୋଗ ଆଜି ରାଜ୍ୟର ଖାଲି ପଡ଼ିଥିବା ୪୬-ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଅକାଳ ବିୟୋଗ ଯୋଗୁଁ ୪୬-ଧାମନଗର ବିଧାନସଭା ଆସନଟି ଖାଲି ରହିଛି ।…

ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ ଚାଷୀ ଏବଂ ଇଣ୍ଟିଗ୍ରେଟରଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରହିବା ଆବଶ୍ୟକ: ମନ୍ତ୍ରୀ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ ଚାଷୀ ଏବଂ ଇଣ୍ଟିଗ୍ରେଟରଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରହିବା ଆବଶ୍ୟକ: ମନ୍ତ୍ରୀ

ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ ଚାଷୀ ଏବଂ ଇଣ୍ଟିଗ୍ରେଟରଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରହିବା ଆବଶ୍ୟକ: ମନ୍ତ୍ରୀ [caption id="attachment_6510" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ବ୍ରଏଲର କୁକୁଡ଼ା ଚାଷର ବିକାଶ ନିମନ୍ତେ କୁକୁଡ଼ା ଚାଷୀ ଏବଂ ଇଣ୍ଟିଗ୍ରେଟରମାନଙ୍କ ମଧ୍ୟରେ ଉତ୍ତମ ବାତାବରଣ ବଜାୟ ରଖିବା ଆବଶ୍ୟକ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ…

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବାପୁଜୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବାପୁଜୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବାପୁଜୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି [caption id="attachment_6507" align="alignnone" width="300"] News By I&PR Odisha (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବିଭାଗ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ଅବସରରେ…

ଯୌତୁକ ରହିତ ନିଆରା ବିବାହ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଯୌତୁକ ରହିତ ନିଆରା ବିବାହ

ଯୌତୁକ ରହିତ ନିଆରା ବିବାହ [caption id="attachment_6504" align="alignnone" width="300"] News by Smruti Ranjan Tripathy (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ବିବାହ ଗୋଟିଏ ସାମାଜିକ କାର୍ଯ୍ୟକ୍ରମ । ବିବାହ ଭଳି ଗୋଟିଏ ପବିତ୍ର ବନ୍ଧନ ହୋଇଥିଲେ ମଧ୍ୟ ତାହା ସମସ୍ତଙ୍କ ପକ୍ଷେ ସହଜସାପେକ୍ଷ ହୋଇ ପାରିନଥାଏ । କେବେତେବେ ଗରିବ ବାପମା ମାନେ କନ୍ୟାର ବିବାହ ନିମନ୍ତେ ଯୌତୁକ ଦେଇ ନପାରିବା, ଅଭିଭାବକଙ୍କ ଅପାରଗତା ତଥା ବିଭିନ୍ନ କାରଣ ଯୋଗୁଁ…

କଟକ ରେଳ ଷ୍ଟେସନର ଆଧୁନିକିକରଣ ପାଇଁ ସାଢ଼େ ୩ ଶହ କୋଟି ଟଙ୍କା ବ୍ୟୟ ବରାଦ : ସାଂସଦ ଭର୍ତ୍ତୃହରି ମହତାବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ରେଳ ଷ୍ଟେସନର ଆଧୁନିକିକରଣ ପାଇଁ ସାଢ଼େ ୩ ଶହ କୋଟି ଟଙ୍କା ବ୍ୟୟ ବରାଦ : ସାଂସଦ ଭର୍ତ୍ତୃହରି ମହତାବ

କଟକ ରେଳ ଷ୍ଟେସନର ଆଧୁନିକିକରଣ ପାଇଁ ସାଢ଼େ ୩ ଶହ କୋଟି ଟଙ୍କା ବ୍ୟୟ ବରାଦ : ସାଂସଦ ଭର୍ତ୍ତୃହରି ମହତାବ [caption id="attachment_6501" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): କଟକ ରେଳ ଷ୍ଟେସନକୁ ଅଧିକ ସୁନ୍ଦର ତଥା ଷ୍ଟେସନର ନବୀକରଣ ସହ ଆଧୁନିକିକରଣ କରାଯିବା ପାଇଁ ବିଭାଗ ପକ୍ଷରୁ ସାଢ଼େ ୩ ଶହ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଆଜି କଟକ…

ଚୌଦ୍ୱାର-କଟକ ବିଜେଡ଼ି ତରଫରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଚୌଦ୍ୱାର-କଟକ ବିଜେଡ଼ି ତରଫରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ

ଚୌଦ୍ୱାର-କଟକ ବିଜେଡ଼ି ତରଫରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ [caption id="attachment_6498" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା-୨୦୨୨ର ଶୁଭାରମ୍ଭ ହୋଇଛି । ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ଡକ୍ଟର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଆଜି ପବିତ୍ର…

ରାଜ୍ୟର ୩ ସିଟିରେ ଆରମ୍ଭ ହେବାକୁ ଯାଉଛି ଏଚ୍‌ଏକ୍ସପୋର୍ଟ: ଗୋଟିଏ କ୍ଳିକରେ ପାଇବେ ସମସ୍ତ ସୁବିଧା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ରାଜ୍ୟର ୩ ସିଟିରେ ଆରମ୍ଭ ହେବାକୁ ଯାଉଛି ଏଚ୍‌ଏକ୍ସପୋର୍ଟ: ଗୋଟିଏ କ୍ଳିକରେ ପାଇବେ ସମସ୍ତ ସୁବିଧା

ରାଜ୍ୟର ୩ ସିଟିରେ ଆରମ୍ଭ ହେବାକୁ ଯାଉଛି ଏଚ୍‌ଏକ୍ସପୋର୍ଟ: ଗୋଟିଏ କ୍ଳିକରେ ପାଇବେ ସମସ୍ତ ସୁବିଧା [caption id="attachment_6493" align="alignnone" width="300"] Advt. by My ADD AGENCY[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ସରକାର ଷ୍ଟାର୍ଟଅପ କମ୍ପାନୀକୁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ଦେଇଆସୁଛନ୍ତି । ଯାହା ଫଳରେ ଓଡିଶାରେ ଷ୍ଟାର୍ଟଅପ କମ୍ପାନୀ ଚାହିଦା ବଢିବାରେ ଲାଗିଛି । ଏଥି ସହ ଏହା ଲୋକଙ୍କ ଦୌନଦିନ ଜୀବନରେ ଏକ ଅଙ୍ଗ ପାଳଟିବାକୁ…

ବସ୍ତିବାସିନ୍ଦାଙ୍କୁ ଥଇଥାନ ନକରି ଉଚ୍ଛେଦ ବନ୍ଦ କରିବାକୁ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲା ଅଖିଳ ଓଡ଼ିଶା ଝୋପଡ଼ିପଟ୍ଟି ମହାସଂଘ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବସ୍ତିବାସିନ୍ଦାଙ୍କୁ ଥଇଥାନ ନକରି ଉଚ୍ଛେଦ ବନ୍ଦ କରିବାକୁ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲା ଅଖିଳ ଓଡ଼ିଶା ଝୋପଡ଼ିପଟ୍ଟି ମହାସଂଘ

ବସ୍ତିବାସିନ୍ଦାଙ୍କୁ ଥଇଥାନ ନକରି ଉଚ୍ଛେଦ ବନ୍ଦ କରିବାକୁ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲା ଅଖିଳ ଓଡ଼ିଶା ଝୋପଡ଼ିପଟ୍ଟି ମହାସଂଘ [caption id="attachment_6489" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ସରକାର ଓ ପ୍ରଶାସନ ଜନସାଧାରଣଙ୍କୁ ଲଲିପପ୍ ଭଣ୍ଡାଇବା ଦୁର୍ଭାଗ୍ୟଜନକ ବୋଲି ଅଖିଳ ଓଡ଼ିଶା ଝୋପଡ଼ି ପଟ୍ଟି ମହାସଂଘ ‘ଏକତା’ ପକ୍ଷରୁ ଅଭିଯୋଗ ହୋଇଛି । ଗରିବ ବସ୍ତିବାସିନ୍ଦାମାନଙ୍କୁ ନିର୍ବାଚନ ସମୟରେ ଆଖି ଖୋସିହେବା ଭଳି ପ୍ରତିଶ୍ରୁତି…

ବିଧାୟକ ସୌଭିକଙ୍କ କଣ୍ଠରେ ଭଜନ ‘ସମସ୍ତଙ୍କୁ ମୋର ଶାରଦୀୟ ଅଭିନନ୍ଦନ’
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବିଧାୟକ ସୌଭିକଙ୍କ କଣ୍ଠରେ ଭଜନ ‘ସମସ୍ତଙ୍କୁ ମୋର ଶାରଦୀୟ ଅଭିନନ୍ଦନ’

ବିଧାୟକ ସୌଭିକଙ୍କ କଣ୍ଠରେ ଭଜନ ‘ସମସ୍ତଙ୍କୁ ମୋର ଶାରଦୀୟ ଅଭିନନ୍ଦନ’ [caption id="attachment_6486" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ପବିତ୍ର ଦୂର୍ଗପୂଜା ଉପଲକ୍ଷେ ଭିନ୍ନ ସ୍ୱାଦର ଭଜନ ‘ସମସ୍ତଙ୍କୁ ମୋର ଶାରଦୀୟ ଅଭିନନ୍ଦନ' ମୁକ୍ତିଲାଭ କରିଛି । ଏହି ଭଜନଟିରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ କଣ୍ଠ ଦାନ କରିଥିବା ବେଳେ ଗୀତ ରଚନା ବିଭୂତି ସ୍ୱାଇଁ କରିଛନ୍ତି ଏବଂ ସଙ୍ଗୀତରେ ସଜେଇଛନ୍ତି…

ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ!
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ!

ମେଟ୍ରୋ ବିଲଡର୍ସ ସଂସ୍ଥା ନାମରେ ଭିଜିଲାନ୍ସ କୋର୍ଟରେ ମାମଲା: ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ତଦକାଳୀନ ଆଇଏଏସ ଅଧିକାରୀ ଯିବେ ଜେଲ! [caption id="attachment_6483" align="alignnone" width="200"] News by Dillip Kumar Muduli (BBSR)[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ଭିଜିଲାନ୍ସ କୋର୍ଟରେ ମେଟ୍ରୋ ବିଲଡର୍ସ ନାମରେ ମାମଲା ହୋଇଥିବାବେଳେ ଆଜି ବିଲଡର୍ସ କର୍ତ୍ତୃପକ୍ଷଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏଥିରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମଡି ଇଂ.…

ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ୫୦ଶଯ୍ୟା ବିଶିଷ୍ଟ କୋଭିଡ କେୟାର ଶିଳାନ୍ୟାସ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ୫୦ଶଯ୍ୟା ବିଶିଷ୍ଟ କୋଭିଡ କେୟାର ଶିଳାନ୍ୟାସ

ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ୫୦ଶଯ୍ୟା ବିଶିଷ୍ଟ କୋଭିଡ କେୟାର ଶିଳାନ୍ୟାସ [caption id="attachment_6480" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍‌.ଏମ୍‌.): ଆଠଗଡ଼ ଉପଖଣ୍ଡ ଡାକ୍ତରଖାନା ପରିସରରେ ୫୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର କେନ୍ଦ୍ରର ଶିଳାନ୍ୟାସ ହୋଇଯାଇଛି । ଆଠଗଡ଼ ବିଧାୟକ ତଥା ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ୧୨ କୋଟି ୮୬ ଲକ୍ଷ ୨୬ ହଜାର ୩୩୪ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ…

କୋଣାର୍କ ଠାରେ ତ୍ରିଦିବସୀୟ ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କର୍ମଶାଳା
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୋଣାର୍କ ଠାରେ ତ୍ରିଦିବସୀୟ ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କର୍ମଶାଳା

କୋଣାର୍କ ଠାରେ ତ୍ରିଦିବସୀୟ ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କର୍ମଶାଳା [caption id="attachment_6475" align="alignnone" width="300"] News by Ajit Kumar Mallick (Konark)[/caption] କୋଣାର୍କ(ଏନ୍‌.ଏମ୍‌.): କୋଣାର୍କ ସ୍ଥିତ ଯାତ୍ରୀନିବାସ ଠାରେ ରାଜ୍ୟସ୍ତରୀୟ ଗୋଷ୍ଠୀ ବେତାର କେନ୍ଦ୍ରମାନଙ୍କର କୌଶଳ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ତିନି ଦିନିଆ କର୍ମଶାଳାରେ ରାଜ୍ୟର ୧୫ ଟି ଗୋଷ୍ଠୀ ବେତାର କେନ୍ଦ୍ରରୁ ୩୦ ଜଣ ଗୋଷ୍ଠୀ ବେତାର ସାମ୍ବାଦିକ ଯୋଗ ଦେଇଥିଲେ…

ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ [caption id="attachment_6471" align="alignnone" width="300"] News by Smruti Ranjan Tripathy (Cuttack)[/caption] ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଅଞ୍ଚଳର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଗାନ୍ଧୀଛକ ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ବର୍ଷ ମା’ ଦୁର୍ଗା ଓ ମା’ ଲକ୍ଷ୍ମୀଙ୍କ ସମେତ…