ଭିନ୍ନକ୍ଷମଙ୍କୁ ବ୍ୟାଟେରୀଚାଳିତ ହୁଇଲ୍ ଚେୟାର ପ୍ରଦାନ କଲେ ମନ୍ତ୍ରୀ
ଭିନ୍ନକ୍ଷମଙ୍କୁ ବ୍ୟାଟେରୀଚାଳିତ ହୁଇଲ୍ ଚେୟାର ପ୍ରଦାନ କଲେ ମନ୍ତ୍ରୀ ‘ସ୍ୱାଭିମାନ’ ପକ୍ଷରୁ ଅଭିନବ ପଦକ୍ଷେପ [caption id="attachment_6991" align="alignnone" width="300"] News by I&PR (Odisha)[/caption] ଭୁବନେଶ୍ୱର(ଏନ୍.ଏମ୍.): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ୮ ଜଣ ଭିନ୍ନକ୍ଷମଙ୍କୁ ସ୍ୱତନ୍ତ୍ର ଭାବେ ନିର୍ମିତ…




















