ନବୀନ ପଟ୍ଟନାୟକଙ୍କ ମଧ୍ୟାହ୍ନ ଭୋଜନରେ ସାମିଲ ହେଲେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ
ମାଗିବା ପୂର୍ବରୁ ରାକ୍ଷୀର ପାଉଣା ଦେଇଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟାହ୍ନ ଭୋଜନରେ ସାମିଲ ହେଲେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର(ଏନ୍.ଏମ୍.): ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଓଡ଼ିଶାରେ ପହଞ୍ଚିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ସେ ବିମାନ ବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସମ୍ବର୍ଦ୍ଧନା…




















