ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ

ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ କଟକ(ଏନ୍‌.ଏମ୍‌.): ଜାତୀର ଜନକଙ୍କ ସାବରମତୀ ଆଶ୍ରମରେ କେନ୍ଦ୍ର ସରକାର ଗୁଜରାତ ଓ ଭାରତ ସରକାର ଆଧୁନିକୀକରଣ କରିବା ନାମରେ ଏକ ପର୍ଯ୍ୟଟନସ୍ଥଳୀରେ ପରିବର୍ତ୍ତିତ କରିବାକୁ ଯୋଜନା କରିଛନ୍ତି । ଏଥିପାଇଁ ୧୨୪୬ କୋଟି ଟଙ୍କାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି । ବାପୁଙ୍କର ଏହି ସୁପ୍ରସିଦ୍ଧ ଆଶ୍ରମର ସୁପରିଚାଳନା ନିମନ୍ତେ ଗାନ୍ଧୀବାଦୀମାନଙ୍କ ପକ୍ଷରୁ ପାଞ୍ଚଗୋଟି ଟ୍ରଷ୍ଟ ଥିବା ସତ୍ତ୍ୱେ ଗୁଜରାତ…

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ ଆଠଗଡ଼ (ଏନ୍‌.ଏମ୍‌.): ବିକ୍ଷୋଭ ପ୍ରଦର୍ଶନ ବେଳେ କଟକ ଜିଲ୍ଲା ନରସିଂହପୁର ଥାନାରେ ଧଶେଇ ପଶିବା ଘଟଣାରେ ପୁଲିସ୍ ତିନି ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପି ନେତା ବିଜୟ କୁମାର ଦଳବେହେରା, ତାଙ୍କ ଭାଇ ଓ ଅନ୍ୟ ଜଣେ ସମର୍ଥକ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଗତ ଗୁରୁବାର ବିଳମ୍ବିତ…

ବାଜିଲା ନିର୍ବାଚନ ବିଗୁଲ: ନଭେମ୍ବର ୧୫ ସୁଧା ନିଜ ଅଞ୍ଚଳରେ ଥିବା ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାଜିଲା ନିର୍ବାଚନ ବିଗୁଲ: ନଭେମ୍ବର ୧୫ ସୁଧା ନିଜ ଅଞ୍ଚଳରେ ଥିବା ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ

ବାଜିଲା ନିର୍ବାଚନ ବିଗୁଲ: ନଭେମ୍ବର ୧୫ ସୁଧା ନିଜ ଅଞ୍ଚଳରେ ଥିବା ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଜୋରସୋରରେ ଆରମ୍ଭ ହୋଇଥିବାବେଳେ ନିଜ ଅଞ୍ଚଳରେ ରହିଥିବା ଅଫିସରମାନଙ୍କୁ ଆସନ୍ତା ନଭେମ୍ବର ୧୫ତାରିଖ ସୁଦ୍ଧା ଅନ୍ୟତ୍ର ବଦଳି କରିବା ନିମନ୍ତେ ରାଜ୍ୟ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ପଞ୍ଚାୟତ ନିର୍ବାଚନକୁ ଅବାଧ,ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ସମ୍ବିଧାନର ଧାରା ୨୪୩(କେ)ର…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ #କଟକ (ଏନ୍‌.ଏମ୍‌.): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ତେବେ ହାଇକୋର୍ଟ ଶ୍ରୀ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପ୍ରଶାନ୍ତ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତ ରଖି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହାବାଦ ଅନ୍ୟାନ୍ୟ…

ପଞ୍ଚାୟତ ନିର୍ବାଚନକୁ ନେଇ ଚୌଦ୍ୱାର-କଟକ ବିଜେଡ଼ିର ପ୍ରସ୍ତୁତି ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପଞ୍ଚାୟତ ନିର୍ବାଚନକୁ ନେଇ ଚୌଦ୍ୱାର-କଟକ ବିଜେଡ଼ିର ପ୍ରସ୍ତୁତି ବୈଠକ

ପଞ୍ଚାୟତ ନିର୍ବାଚନକୁ ନେଇ ଚୌଦ୍ୱାର-କଟକ ବିଜେଡ଼ିର ପ୍ରସ୍ତୁତି ବୈଠକ #ଚୌଦ୍ୱାର(ଏନ୍‍.ଏମ୍‍.): ପଞ୍ଚାୟତନ ନିର୍ବାଚନରେ ସିଂହାସନ କାହାର । ଏ ନେଇ ଚାଲିଛି ଅଙ୍କକଷା । ବିଜେଡ଼ି ପକ୍ଷରୁ ସ୍ଥାନୀୟ ଆଗ୍ରାହାଟ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ବିଗତ ୧୦ବର୍ଷ ମଧ୍ୟରେ ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧିନସ୍ଥ ଚୌଦ୍ୱାର କଟକ ବିଧାନସଭା ନିର୍ବାଚନ ମଣ୍ଡଳିର ସମସ୍ତ ପଞ୍ଚାୟତରେ ବହୁ ଉନ୍ନୟନ ମୂଳକ କାର୍ଯ୍ୟ ସାଧିତ…

ଆଠଗଡ଼ ନିର୍ବାଚନମଣ୍ଡଳୀ ବିଜେଡ଼ିର ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆଠଗଡ଼ ନିର୍ବାଚନମଣ୍ଡଳୀ ବିଜେଡ଼ିର ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଆଠଗଡ଼ ନିର୍ବାଚନମଣ୍ଡଳୀ ବିଜେଡ଼ିର ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଆଠଗଡ଼ ନିର୍ବାଚନ ମଣ୍ଡଳୀର ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ଅନ୍ତର୍ଗତ ୬ଟି ଗାମ ପଞ୍ଚାୟତ ପାଇଁ ବିଜେଡି ପକ୍ଷରୁ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଙ୍ଗରାଜପୁର ଠାରେ ବିଜେଡି କଟକ ଜିଲ୍ଲା ଉପସଭାପତି ନୃସିଂହ ମହାପାତ୍ରଙ୍କ ପୌରାହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦ୍‌ବୋଧନ ଦେଇ…

ପ୍ରଦୀପଙ୍କ ଘରୁ ୧.୪୪ କେଜି ସୁନା ଜବତ କଲା ଭିଜିଲାନ୍ସ ବିଭାଗ: ସମ୍ପତ୍ତି ବାଜ୍ୟାପ୍ତି ହେବ!
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପ୍ରଦୀପଙ୍କ ଘରୁ ୧.୪୪ କେଜି ସୁନା ଜବତ କଲା ଭିଜିଲାନ୍ସ ବିଭାଗ: ସମ୍ପତ୍ତି ବାଜ୍ୟାପ୍ତି ହେବ!

ପ୍ରଦୀପଙ୍କ ଘରୁ ୧.୪୪ କେଜି ସୁନା ଜବତ କଲା ଭିଜିଲାନ୍ସ ବିଭାଗ: ସମ୍ପତ୍ତି ବାଜ୍ୟାପ୍ତି ହେବ! ଭୁବନେଶ୍ୱର (ଏନ.ଏମ୍‌.): ଦୀର୍ଘ ୨୩ ଘଣ୍ଟା ଧରି ମାରାଥନ ଚଢ଼ାଉ କରିବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ୧୪୪୦ ଗ୍ରାମ (୧.୪୪ କେଜି) ସୁନା ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ସବ୍ୟସାଚୀ ବ୍ରାଣ୍ଡର ୨୪…

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ #କଟକ(ଏନ୍‌.ଏମ୍‌.): କଟକ ସହରବାସୀଙ୍କୁ ତତ୍‌କ୍ଷଣାତ୍ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ସରକାର ଓ ପ୍ରଶାସନିକସ୍ତରରେ ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି କଟକ ସିଟି ହସ୍ପିଟାଲରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ, ଜିଲ୍ଲାପାଳ…

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ #ଜଗତପୁର(ଏନ୍‍.ଏମ୍‍.): ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଠାରେ ଚାଷୀ ଆନ୍ଦୋଳନକାରୀଙ୍କୁ ଗାଡି ଚଢ଼େଇ ମାରିଦେବା ଘଟଣାର ଅର୍ଥ ଗଣତନ୍ତ୍ରକୁ ହତ୍ୟା କରିବା । ନିଜର ହକ ପାଇଁ ଗଣତାନ୍ତ୍ରୀକ ପଦ୍ଧତିରେ ଆନ୍ଦୋଳନ ଚାଲିଥିବାବେଳେ ସେମାନଙ୍କୁ ଇଂରେଜ ଶାସକଙ୍କ ଭଳି ହତ୍ୟା କରିବା ଭଳି ବର୍ବରତା ଦୁର୍ଭାଗ୍ୟଜନକ ବୋଲି ଜଗତପୁର ଠାରେ ଚୌଦ୍ୱାର-କଟକ ଯୁବ…

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କଟକ(ଏନ୍‌.ଏମ୍‌.): କଟମ ମହାନଗର ନିଗମ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି କଟକ ସହରରେ ଆବର୍ଜନା ପରିଚାଳନା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ବିଜେପି ପକ୍ଷରୁ ଆବର୍ଜନା ସଫେଇ କରାଯାଇଥିଲା । ମଣ୍ଡଳ ସଭାନେତ୍ରୀ ପୁଷ୍ପିତା ମହାପାତ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ଗଡ଼ଗଡିଆ ମନ୍ଦିର ଆଖପାଖରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଆବର୍ଜନାକୁ ସଫେଇ…

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): ଓଡ଼ିଶା ପରିବହନ ଚାଳକ ସଂଘ, ଟାଙ୍ଗୀ-ଚୌଦ୍ୱାର ବ୍ଳକ ଶାଖାର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମୋଟରଯାନ ଚାଳକମାନଙ୍କର ଏକ ସାଧାରଣ ସଭା ଗରୁଡ଼ଗାଁ ପଞ୍ଚାୟତ ବିଶ୍ୱନାହାକାଣୀ ହାଟ ପଡ଼ିଆରେ ଆୟୋଜିତ ହୋଇଥିଲା । ସଂଘର ରାଜ୍ୟ ସଭାପତି ବିଜ୍ଞାନ ଦାସ ପୌରହିତ୍ୟ କରିଥିôବାବେଳେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ସୁବୋଧ କୁମାର ସାମଲ ଯୋଗ ଦେଇଥିଲେ…

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ କଟକ(ଏନ୍‌.ଏମ୍‌.): ବାରବାଟୀ କଟକ ବିଧାୟକ ଇଂ.ମହମ୍ମଦ ମୋକିମ ଶିଖରପୁର-ଗଣ୍ଡରପୁର ସ୍ଥିତ ଡ୍ରେନେଜ ବିଭାଗ ଉଚ୍ଚ ଅଧିକାରୀମାନଙ୍କ ସହିତ ମର୍କତନଗର ପେଟାନାଳର ସୁରକ୍ଷା ଓ ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରିଛନ୍ତି । ପେଟାନାଳକୁ ସୌନ୍ଦର୍ଯ୍ୟକରଣ କରିବା ମଧ୍ୟରେ ଆଲୋକିକରଣ, ନୌଚାଳନା ଏବଂ ପେଟାନାଳର ଉଭୟ ପାଶ୍ୱର୍ର ସୁରକ୍ଷା ଓ ମନୋରଞ୍ଜନ ବ୍ୟବସ୍ଥା ଲାଗି ପଦକ୍ଷେପ ନେବାକୁ ବିଧାୟକ…

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର ପିପିଲି/ଭୁବନେଶ୍ୱର(ଏନ୍‌.ଏମ୍‌.): ପିପିଲି ଉପନିର୍ବାଚନରେ ବାଜିମାତ୍ କରିଛି ବିଜେଡି । ପିପିଲିରେ ବିଜେଡି ପ୍ରାର୍ଥୀ ତଥା ସ୍ୱଗର୍ତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ୨୦,୯୧୬ ଭୋଟରେ ପରାସ୍ତ କରିଛନ୍ତି । ଏହି ପରାଜୟ ସହ ଆଶ୍ରିତଙ୍କର ବିଜୟ ଆଶା ଧୂଳିସାତ୍ ହୋଇଛି ।…

ଚୌଦ୍ୱାର-କଟକ, ବିଜୁ ଜନତା ଦଳର ସମାଜସେବା ଅଭିଯାନର ଶୁଭାରମ୍ଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଚୌଦ୍ୱାର-କଟକ, ବିଜୁ ଜନତା ଦଳର ସମାଜସେବା ଅଭିଯାନର ଶୁଭାରମ୍ଭ

ଚୌଦ୍ୱାର-କଟକ, ବିଜୁ ଜନତା ଦଳର ସମାଜସେବା ଅଭିଯାନର ଶୁଭାରମ୍ଭ #କଟକ(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ମହାମାରୀର ସଂକ୍ରମଣକୁ ଦୃଷ୍ଟିରେ ରଖ୍ ଅକ୍ଟୋବର ୨ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପ୍ରତି ବର୍ଷ ଆୟୋଜିତ ହେଉଥିବା ଜନ ସଚେତନତା ପଦଯାତ୍ରା ଅଭିଯାନକୁ ପରିବର୍ତ୍ତନ କରାଯାଇ ଆଜି ଅକ୍ଟୋବର ୦୨ ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ଏକ ମାସ ଧରି ବିଭିନ୍ନ ସମାଜସେବା ମଧ୍ୟରେ ଶ୍ରମଦାନ କରି ବିଦ୍ୟାଳୟ…

ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଅକ୍ଟୋବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ସଂରକ୍ଷଣ ବ୍ୟବସ୍ଥା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଅକ୍ଟୋବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ସଂରକ୍ଷଣ ବ୍ୟବସ୍ଥା

ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଅକ୍ଟୋବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ସଂରକ୍ଷଣ ବ୍ୟବସ୍ଥା ଭୁବନେଶ୍ୱର(ଏନ୍‌.ଏମ୍‌.): ଆଗକୁ ଆସୁଥିବା ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଏବେ ଠାରୁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଶେଷ କରି ନିର୍ବାଚନରେ ସ୍ଥାନ ସଂରକ୍ଷଣ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ସୂଚନା ମିଳିଛି । ବିଭାଗ…

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ କଟକ (ଏନ୍‌.ଏମ୍‌.): କର୍ପୋର୍ରେଟ୍ ସ୍ୱାର୍ଥରକ୍ଷାକାରୀ ତଥା ଚାଷୀମାରଣ ୩ଟି କଳା କୃଷି ଆଇନ୍ ଓ ବିଦ୍ୟୁତ୍ (ସଂଶୋଧନ)ବିଲ୍ ୨୦୨୧ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଏବଂ ଜାତୀୟ ଶିକ୍ଷାନୀତି ୨୦୨୦କୁ ସମ୍ପୂର୍ଣ୍ଣ ବାତିଲ୍ କରିବା, ରାଜ୍ୟରେ ୧୪,୩୭୯ଟି ପ୍ରାଥମିକ ବିଦ୍ୟାଳୟ ବନ୍ଦ ନିଷ୍ପତ୍ତି ତୁରନ୍ତ ପ୍ରତ୍ୟାହାର କରିବା ଆଦି ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚାର…

ନାନ୍ଦୋଳ ପଞ୍ଚାୟତ କମିଟିର ବୈଠକ ଓ ମିଶ୍ରଣ ପର୍ବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ନାନ୍ଦୋଳ ପଞ୍ଚାୟତ କମିଟିର ବୈଠକ ଓ ମିଶ୍ରଣ ପର୍ବ

ନାନ୍ଦୋଳ ପଞ୍ଚାୟତ କମିଟିର ବୈଠକ ଓ ମିଶ୍ରଣ ପର୍ବ କଟକ (ଏନ୍‌.ଏମ୍‌.): ଆଜି ବିଜେପିର ସଲେପୁର ବ୍ଲକ୍ ଅନ୍ମର୍ଗତ ନାନ୍ଦୋଳ ପଞ୍ଚାୟତର ସାଙ୍ଗଠନିକ ବୌଠକ ଅନଷ୍ଠିତ ହୋଇଯାଇଛି । ଏଥିରେ ଆୟୋଯିତ ସଭାରେ ମୁଖ୍ୟଅତିଥି ଭାବେ ପୂର୍ବତନ ବିଧାୟକ ତଥା ଭାଜପାର କଟକ ଜିଲ୍ଲା ସଭାପତ ପ୍ରକାଶ ଚନ୍ଦ୍ର ବେହେରା ଯୋଗଦେଇ ସଂଗଠନକୁ ମଜବୁତ କରିବା ସହ ପଞ୍ଚାୟତର ବିଜେପି ସଭାପତି ଭାବେ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଘୋଷଣା କରିବା ସହ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହ ପାଳନ ପରିପ୍ରେକ୍ଷୀରେ କଟକରେ ନମାମି ଗଙ୍ଗେ କାର୍ଯ୍ୟକ୍ରମ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହ ପାଳନ ପରିପ୍ରେକ୍ଷୀରେ କଟକରେ ନମାମି ଗଙ୍ଗେ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହ ପାଳନ ପରିପ୍ରେକ୍ଷୀରେ କଟକରେ ନମାମି ଗଙ୍ଗେ କାର୍ଯ୍ୟକ୍ରମ କଟକ (ଏନ୍‌.ଏମ୍‌.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜୟନ୍ତୀ ଅବସରରେ ନଦୀ ବନ୍ଦନ, ନଦୀ ପୂଜନ, ନଦୀ ନିର୍ମଳ ପାଇଁ ‘ନମାମି ଗଙ୍ଗେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗଡଗଡ଼ିଆ ଘାଟ ଠାରେ ମହାନଦୀ ପୂଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଆୟୋଜିତ ଏହି…

ତବରେଜ ପୁଣିଥରେ ହେଲେ ଭାରତୀୟ ଛାତ୍ର ସଂସଦର ରାଜ୍ୟ ସଂଯୋଜକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ତବରେଜ ପୁଣିଥରେ ହେଲେ ଭାରତୀୟ ଛାତ୍ର ସଂସଦର ରାଜ୍ୟ ସଂଯୋଜକ

ତବରେଜ ପୁଣିଥରେ ହେଲେ ଭାରତୀୟ ଛାତ୍ର ସଂସଦର ରାଜ୍ୟ ସଂଯୋଜକ କଟକ(ଏନ୍‌.ଏମ୍‌.): ଭାରତୀୟ ଛାତ୍ର ସଂସଦର ରାଜ୍ୟ ସଂଯୋଜକ ରୂପେ ପୁଣି ଥରେ ଇଂ. ତବରେଜ ଖାନ ନିର୍ବାଚିତ ହୋଇଛନ୍ତି । ତବରେଜ ଏହା ପୂର୍ବରୁ ଭାରତୀୟ ଛାତ୍ର ସଂସଦର ପ୍ରତିନିଧି ଭାବେ ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଛାତ୍ର ସଂସଦର ରାଜ୍ୟ ସଂଯୋଜକ ରୂପେ ଯୋଗ ଦେଇଥିଲେ । ଇଂ. ଖାନ୍ ବିଜୁ ଛାତ୍ର ଜନତା ଦଳର ରାଜ୍ୟ…

ମୂର୍ତ୍ତି ଉଚ୍ଚତା ନେଇ ଘନଉଛି ବିବାଦ: ବିଜେଡିରେ ବି ମତଭେଦ, ଆରମ୍ଭ ହେଲା ଭର୍ତ୍ତୃହରି-ଦେବାଶିଷ ମତ ଯୁଦ୍ଧ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ମୂର୍ତ୍ତି ଉଚ୍ଚତା ନେଇ ଘନଉଛି ବିବାଦ: ବିଜେଡିରେ ବି ମତଭେଦ, ଆରମ୍ଭ ହେଲା ଭର୍ତ୍ତୃହରି-ଦେବାଶିଷ ମତ ଯୁଦ୍ଧ

ମୂର୍ତ୍ତି ଉଚ୍ଚତା ନେଇ ଘନଉଛି ବିବାଦ: ବିଜେଡିରେ ବି ମତଭେଦ, ଆରମ୍ଭ ହେଲା ଭର୍ତ୍ତୃହରି-ଦେବାଶିଷ ମତ ଯୁଦ୍ଧ କଟକ(ଏନ୍‌.ଏମ୍‌.): ପାର୍ବଣରେ ୪ଫୁଟ ଉଚ୍ଚତାର ମୂର୍ତ୍ତି ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି । କଟକ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ମଧ୍ୟ ତିବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଗତକାଲି ଶାନ୍ତିକମିଟି ପକ୍ଷରୁ ଆଗତ ବୈଠକରେ ସହରବାସୀଙ୍କ ପୁଞ୍ଜିଭୁତ ଅସନ୍ତୋଷର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା । ତେବେ…