ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା

ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା ଭୁବନେଶ୍ୱର(ଏନ୍‌.ଏମ୍‌.): ପବିତ୍ର ନୂଆଖାଇ ଅବସରରେ ରାଜ୍ୟସରକାର ଚାଷୀଙ୍କୁ ଆର୍ଥିକ ଭେଟି ଦେଇଛନ୍ତି । ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଛି । ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ୭୪୩ କୋଟି ଟଙ୍କା ଯାଇଛି । ପ୍ରତିଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨ହଜାର ଲେଖାଁଏ ଟଙ୍କା କାଳିଆ ଟଙ୍କା ଜମାହୋଇଛି ।…

ମୂର୍ତ୍ତି ବିବାଦ ନେଇ ମୁଣ୍ଡ ନୁଆଁଇଲେ ସରକାର: ପୂଜା କମିଟି ସହ ଆଲୋଚନା,୨ ଦିନରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ମୂର୍ତ୍ତି ବିବାଦ ନେଇ ମୁଣ୍ଡ ନୁଆଁଇଲେ ସରକାର: ପୂଜା କମିଟି ସହ ଆଲୋଚନା,୨ ଦିନରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା

ମୂର୍ତ୍ତି ବିବାଦ ନେଇ ମୁଣ୍ଡ ନୁଆଁଇଲେ ସରକାର: ପୂଜା କମିଟି ସହ ଆଲୋଚନା,୨ ଦିନରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା #ଭୁବନେଶ୍ୱର(ଏନ୍‍.ଏମ୍‍.): ଜନସାଧାରଣଙ୍କ ଦାବିକୁ ସମ୍ମାନ ଦେଇ ମୁଣ୍ଡ ନୁଆଁଇଲେ ସରକାର । ଗୋଟିଏ ପଟେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର କଠୋର କଟକଣା ଲଗାଇବା ପାଇଁ ବାଧ୍ୟ ହେଉଥିବାବେଳେ ଅନ୍ୟପକ୍ଷରେ ରାଜ୍ୟବାସୀଙ୍କ ଭାବାବେଗ । ତେଣୁ ଜନସାଧାରଣଙ୍କ ଦାବି ଆଗରେ ସରକାର ନରମିଛନ୍ତି…

ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବୈଠକ ଡାକିଲେ ସରକାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବୈଠକ ଡାକିଲେ ସରକାର

ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବୈଠକ ଡାକିଲେ ସରକାର କଟକ (ଏନ୍‌.ଏମ୍‌.): ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦକୁ ସାଧାରଣରେ ଅସନ୍ତୋଷ ତେଜିବା ପରେ ସରକାର ବାଧ୍ୟ ହୋଇ ମୁଣ୍ଡ ନୁଆଁଇଛନ୍ତି । ଏହି ଘଟଣାରେ ସରକାର ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । କଟକର ଶାନ୍ତି କମିଟି ଓ ପୂଜା କମିଟି ସଦସ୍ୟଙ୍କୁ ମିଟିଂ ପାଇଁ ଆମନ୍ତ୍ରଣ କରାଯାଇଛି । ମୁଖ୍ୟ ଶାସନ ସଚିବ ଓସ୍ୱତନ୍ତ୍ର ରିଲିଫ କମିଶନରଙ୍କ…

ବିଧାନସଭାରେ ଆଗତ ହେଲା ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍‌
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଧାନସଭାରେ ଆଗତ ହେଲା ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍‌

ବିଧାନସଭାରେ ଆଗତ ହେଲା ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍‌ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଧାନ ସଭାରେ ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ ବିଲା ଆଗତ ହୋଇଛି । ଫଳରେ ରାଜ୍ୟରେ ଦୀର୍ଘ ୩ବର୍ଷ ଧରି ଅଟକି ରହିଥିବା ପୌର ନିର୍ବାଚନ ପାଇଁ ବାଟ ଫିଟିଛି । ରାଜ୍ୟ ସରକାର ବିଧାନସଭାରେ ଓଡ଼ିଶା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ-୨୦୨୧ ଆଗତ କରି ସଂରକ୍ଷଣ ସୀମାକୁ ସର୍ବାଧିକ ୫୦ ପ୍ରତିଶତ ରହିବ ବୋଲି ସ୍ପଷ୍ଟ…

‘ଦୁର୍ଗା ପୂଜା କେବଳ ବିଜେପିର ନୁହେଁ, ରାଜନୀତି କରନ୍ତୁ ନାହିଁ’- ଦେବାଶିଷ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

‘ଦୁର୍ଗା ପୂଜା କେବଳ ବିଜେପିର ନୁହେଁ, ରାଜନୀତି କରନ୍ତୁ ନାହିଁ’- ଦେବାଶିଷ

‘ଦୁର୍ଗା ପୂଜା କେବଳ ବିଜେପିର ନୁହେଁ, ରାଜନୀତି କରନ୍ତୁ ନାହିଁ’- ଦେବାଶିଷ # କଟକ(ଏନ୍‌.ଏମ୍‌.): ପାର୍ବଣ ଯେତିକି ଯେତିକି ପାଖେଇ ଆସୁଛି ସରକାରଙ୍କ କରୋନା କଟକଣାକୁ ନେଇ ବିରୋଧ ସେତିକି ସେତିକି ବୃଦ୍ଧି ପାଇବାରେ ଲାଗିଛି । କଟକରେ ମା’ ଦୁର୍ଗାଙ୍କ ପୂଜା ମହା ଆଡମ୍ବରରେ ପାଳିତ ହେଉଥିବାବେଳେ ରାଜ୍ୟସରକାର କରୋନା କଟକଣା ପାଇଁ ସ୍ୱତନ୍ତ୍ର ପାର୍ବଣ ଗାଇଡଲାଇନ୍ ଜାରି କରିଛନ୍ତି । ଏହି ଗାଇଡଲାଇନ୍ ଅନୁଯାୟୀ, ମୂର୍ତ୍ତି ୪…

ପାର୍ବଣ ପାଳନକୁ ନେଇ ତେଜୁଛି ଅସନ୍ତୋଷ:୧୩ରେ କଟକ ବନ୍ଦ ଡାକରା ଦେଲା ବିଜେପି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ପାର୍ବଣ ପାଳନକୁ ନେଇ ତେଜୁଛି ଅସନ୍ତୋଷ:୧୩ରେ କଟକ ବନ୍ଦ ଡାକରା ଦେଲା ବିଜେପି

ପାର୍ବଣ ପାଳନକୁ ନେଇ ତେଜୁଛି ଅସନ୍ତୋଷ:୧୩ରେ କଟକ ବନ୍ଦ ଡାକରା ଦେଲା ବିଜେପି କଟକ(ଏନ୍‌.ଏମ୍‌.): ରାଜ୍ୟ ସରକାରଙ୍କ ପାର୍ବଣ କଟକଣାକୁ କଟକ ନଗର ବିଜେପି ବିରୋଧ କରିଛି । ରାଜ୍ୟରେ ସମସ୍ତ ସରକାରୀ, ବେସରକାରୀ ପ୍ରତିଷ୍ଠାନ ଓ ପ୍ରେକ୍ଷାଳାୟ ଖୋଲିଥିବାବେଳେ କେଉଁ ଆଧାରରେ ପାର୍ବଣ ଉପରେ କଟକଣା ଲଗା ଯାଉଛି ବୋଲି ବିଜେପି ପକ୍ଷରୁ ପ୍ରଶ୍ନ ହୋଇଛି । ସରକାର ନିର୍ବାଚନ ପ୍ରଚାର ପାଇଁ ଯେତିକି କଟକଣା ଲାଗୁକରିଛନ୍ତି ପାର୍ବଣ…

ବିଜୁ ଜନତା ଦଳର ଜୋନ୍ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜୁ ଜନତା ଦଳର ଜୋନ୍ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

ବିଜୁ ଜନତା ଦଳର ଜୋନ୍ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ # ଚୌଦ୍ୱାର(ଏନ୍‌.ଏମ୍‌.) : ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ତୃଣମୂଳସ୍ତରରେ ଦଳକୁ ମଜବୁତ କରିବା ଉଦ୍ଦେଶ୍ୟରେ ଚୌଦ୍ୱାର କଟକ ବିଜୁ ଜନତା ଦଳ ତରଫରୁ ଜୋନ୍‌ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହୋଇଯାଇଛି । କଟକ ଜିଲ୍ଲା ୧୧ନମ୍ବର ଜୋନ୍ ଅନ୍ତର୍ଗତ ବାଣିପଦା ଗ୍ରାମ ପଞ୍ଚାୟତର କଲ୍ୟାଣ ମଣ୍ଡପ ଠାରେ ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ…

ପିପିଲି ଉପନିର୍ବାଚନ: ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ, ସଭାରେ ସର୍ବାଧିକ ୧ହଜାର ଲୋକଙ୍କୁ ଅନୁମତି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ପିପିଲି ଉପନିର୍ବାଚନ: ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ, ସଭାରେ ସର୍ବାଧିକ ୧ହଜାର ଲୋକଙ୍କୁ ଅନୁମତି

ପିପିଲି ଉପନିର୍ବାଚନ: ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ, ସଭାରେ ସର୍ବାଧିକ ୧ହଜାର ଲୋକଙ୍କୁ ଅନୁମତି # ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟରେ କରୋନା ନିୟନ୍ତ୍ରଣରେ ଥିବାରୁ ପିପିଲି ଉପନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା ହୋଇଛି । ପିପିଲି ଉପନିର୍ବାଚନରେ ସର୍ବାଧିକ ୭ଦିନ ପ୍ରଚାର ହେବ । ଭୋଟଗ୍ରହଣର ୭୨ଘଣ୍ଟା ପୂର୍ବରୁ ପ୍ରଚାର କାର୍ଯ୍ୟ ଶେଷ ହେବ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏଥିସହିତ ନିର୍ବାଚନୀ ସଭାରେ ସର୍ବାଧିକ…

ଆଗ୍ରାହାଟ ଗ୍ରାମରେ ସମସ୍ୟା ନେଇ କୁହୁଳୁଛି ଅସନ୍ତୋଷ: ପୂର୍ବତନ ବିଧାୟକଙ୍କୁ ସ୍ମାରକପତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆଗ୍ରାହାଟ ଗ୍ରାମରେ ସମସ୍ୟା ନେଇ କୁହୁଳୁଛି ଅସନ୍ତୋଷ: ପୂର୍ବତନ ବିଧାୟକଙ୍କୁ ସ୍ମାରକପତ୍ର

ଆଗ୍ରାହାଟ ଗ୍ରାମରେ ସମସ୍ୟା ନେଇ କୁହୁଳୁଛି ଅସନ୍ତୋଷ: ପୂର୍ବତନ ବିଧାୟକଙ୍କୁ ସ୍ମାରକପତ୍ର # ଟାଙ୍ଗୀ-ଚୌଦ୍ୱାର (ଏନ୍‌.ଏମ୍‌.): ସରକାର ରାଜ୍ୟରେ ସମସ୍ତ ଜନସାଧାରଣଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ ସଂଖ୍ୟାଧିକ ଯୋଜନା ପ୍ରଚଳନ କରିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଓ କିଛି କୁଚକ୍ରୀ ଗୋଷ୍ଠୀଙ୍କ ଯୋଗୁଁ ତାହା ଦିଗହରା ହୋଇ ପଡ଼ୁଛି । ଏପରିକି ଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ପ୍ରଶାସନ ବିଫଳ ହୋଇଛି । ଯାହାକୁ ନେଇ ଅଞ୍ଚଳବାସୀଙ୍କ…

ଶେଷରେ ବନ୍ଧାହେଲେ ଗୁରୁଜୀ: ଲାଗିଛି ଅପହରଣ, ହତ୍ୟା, ହତ୍ୟା ଧମକ, ଅପରାଧୀକ ଷଡ଼ଯନ୍ତ୍ର, ପ୍ରମାଣ ନଷ୍ଟ କରିଦେବା ଭଳି ଦଫା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଶେଷରେ ବନ୍ଧାହେଲେ ଗୁରୁଜୀ: ଲାଗିଛି ଅପହରଣ, ହତ୍ୟା, ହତ୍ୟା ଧମକ, ଅପରାଧୀକ ଷଡ଼ଯନ୍ତ୍ର, ପ୍ରମାଣ ନଷ୍ଟ କରିଦେବା ଭଳି ଦଫା

ଶେଷରେ ବନ୍ଧାହେଲେ ଗୁରୁଜୀ: ଲାଗିଛି ଅପହରଣ, ହତ୍ୟା, ହତ୍ୟା ଧମକ, ଅପରାଧୀକ ଷଡ଼ଯନ୍ତ୍ର, ପ୍ରମାଣ ନଷ୍ଟ କରିଦେବା ଭଳି ଦଫା # ଭୁବନେଶ୍ୱର(ଏନ୍‌.ଏମ୍‌.): ବହୁ ଚର୍ଚ୍ଚିତ ମାନସ ଦାସ ଓରଫ ଗୁରୁଜୀ ଏବେ ଜେଲର ଚାରି କାନ୍ଥ ଭିତରେ । ବହୁ କଳ୍ପନା ଜଳ୍ପନାର ଅନ୍ତଘଟିବା ସହ ଶେଷରେ ଗୁରୁଜୀ ବନ୍ଧା ହୋଇଛନ୍ତି । ତାଙ୍କ ବିରୋଧରେ ଲାଗିଛି ଅପହରଣ, ହତ୍ୟା, ହତ୍ୟାଧମକ, ଅପରାଧୀକ ଷଡ଼ଯନ୍ତ୍ର ଓ ପ୍ରମାଣ ନଷ୍ଟ…

ଆନ୍ଦୋଳନରତ କୃଷକମାନଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଏସ୍‌.ୟୁ.ସି.ଆଇ(ସି)ର ବିକ୍ଷୋଭ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆନ୍ଦୋଳନରତ କୃଷକମାନଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଏସ୍‌.ୟୁ.ସି.ଆଇ(ସି)ର ବିକ୍ଷୋଭ

ଆନ୍ଦୋଳନରତ କୃଷକମାନଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଏସ୍‌.ୟୁ.ସି.ଆଇ(ସି)ର ବିକ୍ଷୋଭ କଟକ(ଏନ୍‌.ଏମ୍‌.): ହରିୟାଣାର କର୍ଣ୍ଣଲଠାରେ ଚାଷୀ ବିରୋଧି କେନ୍ଦ୍ର କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା କୃଷକମାନଙ୍କ ଉପରେ ବିଜେପି ଶାସିତ ହରିୟାଣା ସରକାରର ପୋଲିସ ବାହିନୀ ଗତ ୨୮ତାରିଖରେ ଅତ୍ୟନ୍ତ ନିର୍ମମ ଭାବରେ ଲାଠିଚାର୍ଜ କରିଛି । ଫଳରେ ଶତାଧିକ କୃଷକ ଆହତ ହେବା ସହ ଜଣେ କୃଷକ ମୃତ୍ୟୁବରଣ କରିଛନ୍ତି । ଏହି ଲାଠି ଚାର୍ଜ ଘଟଣାରେ ସଂପୃକ୍ତ…

ଟାଙ୍ଗୀ-ଚୌଦ୍ୱାର ନପଙ୍ଗରେ ବିଜେଡ଼ିର ମିଶ୍ରଣ ପର୍ବ: ୮୦ରୁ ଉର୍ଦ୍ଧ୍ୱ ବିଜେପି କର୍ମୀଙ୍କ ଯୋଗଦାନ
Slider ଦେଶ ବିଦେଶ ପପୁଲାର ନିଓଜ ରାଜନୀତି ରାଜ୍ୟ

ଟାଙ୍ଗୀ-ଚୌଦ୍ୱାର ନପଙ୍ଗରେ ବିଜେଡ଼ିର ମିଶ୍ରଣ ପର୍ବ: ୮୦ରୁ ଉର୍ଦ୍ଧ୍ୱ ବିଜେପି କର୍ମୀଙ୍କ ଯୋଗଦାନ

ଟାଙ୍ଗୀ-ଚୌଦ୍ୱାର ନପଙ୍ଗରେ ବିଜେଡ଼ିର ମିଶ୍ରଣ ପର୍ବ: ୮୦ରୁ ଉର୍ଦ୍ଧ୍ୱ ବିଜେପି କର୍ମୀଙ୍କ ଯୋଗଦାନ ଟାଙ୍ଗୀ(ଏନ୍‌.ଏମ୍‌.): ସାଲେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଥା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନସ୍ଥ ନପଙ୍ଗ ପଞ୍ଚାୟତ ବିଜୁ ଜନତାଦଳ ପକ୍ଷରୁ ଏକ ମିଶ୍ରଣ ପର୍ବ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ମୁଖ୍ୟାଳୟ ଇଟୁଆ ଠାରେ ଆୟୋଜିତ ସମାବେଶରେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା ମୁଖ୍ୟଅତିଥି, ପଞ୍ଚାୟତ ସମିତି ଅଧ୍ୟକ୍ଷା…

ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ବିରୋଧ କରି କଳାପତାକା ଦେଖାଇଲା ବିଜେପି, ୫୦ରୁ ଊର୍ଦ୍ଧ୍ୱ କର୍ମୀ ଗିରଫ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ବିରୋଧ କରି କଳାପତାକା ଦେଖାଇଲା ବିଜେପି, ୫୦ରୁ ଊର୍ଦ୍ଧ୍ୱ କର୍ମୀ ଗିରଫ

ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ବିରୋଧ କରି କଳାପତାକା ଦେଖାଇଲା ବିଜେପି, ୫୦ରୁ ଊର୍ଦ୍ଧ୍ୱ କର୍ମୀ ଗିରଫ କଟକ(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କ କଟକଗସ୍ତକୁ ବିରୋଧ କରି ବିଜେପି ପକ୍ଷରୁ କଳାପତାକା ପଦର୍ଶନ କରିବା ଅଭିଯୋଗରେ କର୍ମୀମାନଙ୍କୁ ଗିରଫ କରାଯାଇଛି । କଟକରେ କୋଭିଡ ପରିଚାଳନାରେ ସରକାରଙ୍କ ବିଫଳତା, ଡେଙ୍ଗୁ ପ୍ରତିକାର, ଜାଇକା, ନାଳ ନର୍ଦ୍ଧମା, ବିପର୍ଯ୍ୟସ୍ତ ରାସ୍ତା ଘାଟ, ବିଜୁଳି ବିଭ୍ରାଟ, ପଙ୍ଗୁ ସ୍ୱାସ୍ଥ୍ୟସେବା, ଭ୍ରଷ୍ଟ ଶିକ୍ଷା ବ୍ୟବସ୍ଥା, ଆଇନ ଶୃଙ୍ଖଳାରେ ଅବନ୍ନତି,…

ଆଫଗାନକୁ ନେଇ କେନ୍ଦ୍ରର ସର୍ବଦଳୀୟ ବୈଠକ ୨୬ରେ: ବିରୋଧୀଙ୍କୁ ଦିଆଯିବ ସବୁ ତଥ୍ୟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆଫଗାନକୁ ନେଇ କେନ୍ଦ୍ରର ସର୍ବଦଳୀୟ ବୈଠକ ୨୬ରେ: ବିରୋଧୀଙ୍କୁ ଦିଆଯିବ ସବୁ ତଥ୍ୟ

ଆଫଗାନକୁ ନେଇ କେନ୍ଦ୍ରର ସର୍ବଦଳୀୟ ବୈଠକ ୨୬ରେ: ବିରୋଧୀଙ୍କୁ ଦିଆଯିବ ସବୁ ତଥ୍ୟ ନୂଆଦିଲ୍ଲୀ(ଏଜେନ୍ସି): ତାଲିବାନ ଆଫଗାନିସ୍ତାନକୁ ଦଖଲ କରିବା ପରେ ସେଠାରେ ଅରାଜକତା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ହିଂସା ଗ୍ରସ୍ତ ଆଫଗାନରେ ଫସି ରହିଥିବା ଭାରତୀୟଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଏବେ ସରକାରଙ୍କ ଆଗରେ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ଏସବୁ ଭିତରେ ଭାରତୀୟ ବାୟୁସେନା ପ୍ରାୟ ୭୦୦ ଜଣ ଭାରତୀୟ ଓ ଆଫଗାନ…

ଓଡ଼ିଶାରେ ଶତପ୍ରତିଶତ ଏମଜିଏନଆରଜିଏସ କାମରେ ଦୁର୍ନୀତି : ତହନ୍ତ ହେଲେ ୩୧୪ ବ୍ଲକ ବିଡିଓ ଦଣ୍ଡିତ ହେବେ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶାରେ ଶତପ୍ରତିଶତ ଏମଜିଏନଆରଜିଏସ କାମରେ ଦୁର୍ନୀତି : ତହନ୍ତ ହେଲେ ୩୧୪ ବ୍ଲକ ବିଡିଓ ଦଣ୍ଡିତ ହେବେ

ଓଡ଼ିଶାରେ ଶତପ୍ରତିଶତ ଏମଜିଏନଆରଜିଏସ କାମରେ ଦୁର୍ନୀତି ତହନ୍ତ ହେଲେ ୩୧୪ ବ୍ଲକ ବିଡିଓ ଦଣ୍ଡିତ ହେବେ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ଶତପ୍ରତିଶତ ଏମଜିଏନଆରଇଜିଏସ(ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା) କାମରେ ଦୁର୍ନୀତି ହେଉଥିବା ବିଜେପି ପାଖରୁ ଅଭିଯୋଗ ହୋଇଛି । ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଶତ ପ୍ରତିଶତ ଏମଜିଏନଆରଇଜିଏସ୍ କାମ ମେସିନ ଦ୍ୱାରା ହେଉଛି । ଲୋକଙ୍କ ଦ୍ୱାରା କିଛି କାମ ହେଉ ନାହିଁ । ୪୦ ପ୍ରତିଶତ…

କଟକ ରେଳ ଷ୍ଟେସନ ନବୀକରଣ ନରାଜ ଠାରେ ଦ୍ୱିତୀୟ ରେଳ ଷ୍ଟେସନ ନିର୍ମାଣ ନେଇ ରେଳ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ
ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକ ରେଳ ଷ୍ଟେସନ ନବୀକରଣ ନରାଜ ଠାରେ ଦ୍ୱିତୀୟ ରେଳ ଷ୍ଟେସନ ନିର୍ମାଣ ନେଇ ରେଳ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ

କଟକ ରେଳ ଷ୍ଟେସନ ନବୀକରଣ ନରାଜ ଠାରେ ଦ୍ୱିତୀୟ ରେଳ ଷ୍ଟେସନ ନିର୍ମାଣ ନେଇ ରେଳ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ନୂଆଦିଲ୍ଲୀ (ଏନ୍‌.ଏମ୍‌.): କଟକ ରେଳ ଷ୍ଟେସନକୁ ଜାତୀୟ ରେଳ ଷ୍ଟେସନର ମାନ୍ୟଟା ଦିଆଯାଇଥିଲେ ବି ଏହାର କୌଣସି ବିକାଶ ହୋଇ ପାରିନାହିଁ । ଗତ ବର୍ଷ କେନ୍ଦ୍ର ସରକାର ଓଡ଼ିଶାର କଟକ, ବ୍ରହ୍ମପୁର, ଭଦ୍ରକ, ସମେତ ୧୧ଟି ରେଳ ଷ୍ଟେସନ ନବୀକରଣ କରିବାର ଘୋଷଣା କରିଥିଲେ ବି ଏହି…

ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ

ଆଇଏଏସସ୍ତରରେ ଅଦଳବଦଳ : ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ଅତିରିକ୍ତ ଦାୟିତ୍ୱ ଭୁବନେଶ୍ୱର (ଏନ୍‌.ଏମ୍‌.): ରାଜ୍ୟ ସରକାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ବହୁ ଆଇଏଏସ ଅଧିକାରୀଙ୍କ ବିଭାଗରେ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନେଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିଭଳି ଆଇଏଏସ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ…

କରୋନା ଜନିତ ଆର୍ଥିକ ସମସ୍ୟାର ସମାଧାନ ଦାବିରେ ଏସ୍‌.ୟୁ.ସି.ଆଇ(ସି) ପକ୍ଷରୁ ବିକ୍ଷୋଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କରୋନା ଜନିତ ଆର୍ଥିକ ସମସ୍ୟାର ସମାଧାନ ଦାବିରେ ଏସ୍‌.ୟୁ.ସି.ଆଇ(ସି) ପକ୍ଷରୁ ବିକ୍ଷୋଭ

କରୋନା ଜନିତ ଆର୍ଥିକ ସମସ୍ୟାର ସମାଧାନ ଦାବିରେ ଏସ୍‌.ୟୁ.ସି.ଆଇ(ସି) ପକ୍ଷରୁ ବିକ୍ଷୋଭ କଟକ (ଏନ୍‌.ଏମ୍‌.): କରୋନା ଜନିତ ଆର୍ଥିକ ସମସ୍ୟାର ସମାଧାନ ଦାବିରେ ଏସୟୁସିଆଇସି ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସୁପ୍ରିମକୋର୍ଟଙ୍କର ରାୟ ଅନୁଯାୟୀ କରୋନାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ତୁରନ୍ତ ପର୍ଯ୍ୟାପ୍ତ ପାରିମାଣର ଆର୍ଥିକ ସହାୟତା ଯୋଗାଇଦେବା, କରୋନାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ତାଲିକା ତୁରନ୍ତ ସଂଶୋଧନ କରି…

ଆରମ୍ଭ ହେଲା ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ବିରୋଧ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଆରମ୍ଭ ହେଲା ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ବିରୋଧ

ଆରମ୍ଭ ହେଲା ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ବିରୋଧ ପେଟ୍ରୋଲିୟମ ଦର ବୃଦ୍ଧିକୁ ପ୍ରତିବାଦ କରି ସାଇକଲରେ ଟିଏମସି ସାଂସଦମାନେ ଗଲେ ସଂସଦ ଭବନ ନୂଆଦିଲ୍ଲୀ (ଏଜେନ୍ସି): ସଂସଦର ମୌସୁମୀ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି । ତେବେ ମୌସୁମୀ ଅଧିବେଶନର ପ୍ରଥମ ଦିବସରେ କୋଭିଡ ପରିଚାଳନାରେ ସରକାରଙ୍କ ବିଫଳତାକୁ ନେଇ ବିରୋଧୀଙ୍କ ବିରୋଧ ଯୋଗୁଁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଗୃହ ମୁଲତବି ରହିଥିଲା । ଅନ୍ୟପକ୍ଷରେ ତୃଣମୂଳ…

ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ସମୀକ୍ଷାକଲେ ଫାଇଭ୍‌-ଟି ସଚିବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ସମୀକ୍ଷାକଲେ ଫାଇଭ୍‌-ଟି ସଚିବ

ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ସମୀକ୍ଷାକଲେ ଫାଇଭ୍‌-ଟି ସଚିବ କଟକ(ଏନ୍‌.ଏମ୍‌.): ଆଜି କଟକ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ଫାଇଭ୍‌-ଟି ସଚିବ ଭିକେ ପାଣ୍ଡିଆନ୍ ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । ଏହି ପରିପ୍ରେକ୍ଷୀରେ କଟକ ସହରର ବିକାଶ ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି…