ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ #ଭୁବନେଶ୍ୱର/ଜଗତସିଂହପୁର(ଏନ୍‌.ଏମ୍‌.): ବିଶିଷ୍ଟ ଜନନାୟକ ତଥା ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ ଆଉ ନାହାନ୍ତି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଶୁକ୍ରବାର ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ…

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ #ନୂଆଦିଲ୍ଲୀ(ଏଜେନ୍ସି): ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ସବୁଠାରୁ ବଡ଼ ଘଟଣା ଘଟିଛି । ଗିରଫ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଆଜି ଇଡି କେଜ୍ରିୱାଲଙ୍କୁ ଗିରଫ କରିଛି । ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ…

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ #କଟକ(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ କଟକର ଲୋକସଭା ସାଂସଦ ଭର୍ତୃହରି ମହାତାବଙ୍କ ବିରୋଧରେ ସ୍ୱତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ୍ ହୋଇଛି । ଗତ ୨୦୧୧ ମସିହା ଜାନୁୟାରୀ ୨୩ ତାରିଖରେ ଶ୍ରୀ ମହତାବ ଅମିତାଭ ମହାପାତ୍ର ନାମକ ଜଣେ ପୋଲିସ ସବ୍ ଇନିସ୍‌ପେକ୍ଟର୍‌ଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ତାଙ୍କ…

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର #ଭୁବନେଶ୍ୱର(ଏନ୍‌.ଏମ୍‌.): ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ଡାକ୍ତର ରାଉତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ…

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ:  ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌,
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌,

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌, କେନ୍ଦ୍ରୀୟ ଟିମଙ୍କୁ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଦେଲା ରାଜ୍ୟ ବିଜେପି #ଭୁବନେଶ୍ୱର(ଏନ୍‌.ଏମ୍‌.): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅବଗଣନା ଆରମ୍ଭ ହୋଇଛି । ଏବେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ସସପେନ୍ସ ବଳବତ୍ତର ରହିଛି…

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ #କଟକ(ଏନ୍‌.ଏମ୍‌.): ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ । ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର…

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ #ନୂଆଦିଲ୍ଲୀ(ଏଜେନ୍ସି): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ଦ୍ୱାରା ଆଜି ଜାରି କରାଯାଇଥିବା ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ୩୫ ଜଣଙ୍କ ନାମ ରହିଛି । ଏମାନେ ୨୦୧୯ ଲୋକସଭା ବା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । କିନ୍ତୁ ନିର୍ବାଚନ ଖର୍ଚ୍ଚ ବିବରଣୀ ଦାଖଲ କରିନଥିଲେ । ଯାହା ଫଳରେ ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୦(ଏ)ରେ ଏହି ସବୁ…

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର #ନୂଆଦିଲ୍ଲୀ(ଏନ.ଏନ.): ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଦେଶର ମୋଟ ୫୪୩ ଲୋକସଭା…

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ, ଯୋଗ ଦେଲେ ବିଜେପିରେ #କଟକ(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ନିମନ୍ତେ ଆଚରଣ ବିଧି ଲାଗୁ ହେବାର କେଇ ଘଣ୍ଟା ପୂର୍ବରୁ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ ଭିଣୋଇ ତଥା ଅଭିନେତା ଅରିନ୍ଦମ ରାୟ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କର #ଭୁବନେଶ୍ୱର(ଏନ୍‌.ଏମ୍‌.): ଉତ୍ତର ଓଡ଼ିଶାରେ ଅବସ୍ଥିତ ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲାର ଆର୍ଥିକ ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ…

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ବେଶ କିଛି ଦିନ ଚର୍ଚ୍ଚା ଚାଲିଥିବାବେଳେ ଏବେ ମେଣ୍ଟ ଆଶା ଧିରେ ଧିରେ ମଉଳିବାରେ ଲାଗିଛି । ମେଣ୍ଟ ନେଇ ବିଜେଡି ଏ ପର୍ଯ୍ୟନ୍ତ ମୁହଁ ଖୋଲିନଥିବାବେଳେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି କହି…

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ #ନୂଆଦିଲ୍ଲୀ(ଏନ୍‌.ଏମ୍‌.): ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏହା ଏକ ପ୍ରକାର ଚୁଡ଼ାନ୍ତ ହୋଇସାରିଛି । କେବଳ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା । ଏ ନେଇ ଏଯାବତ ଶେଷ ହୋଇନି ବିଚାର ବିମର୍ଶ । ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ । ଏହି ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ…

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା !
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା !

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା ! #ଭୁବନେଶ୍ୱର/ନୂଆଦିଲ୍ଲୀ(ଏନ୍‌.ଏମ୍‌.): ରାଜ୍ୟରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ରାଜ୍ୟ ବିଜେପି ନେତୃତ୍ୱ ଦିଲ୍ଲୀରେ ପହଞ୍ଚିବା ପରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମେଣ୍ଟକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ତେବେ ଆଗାମୀ ନିର୍ବାଚନରେ ବିଜେପି ଓ…

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ବିଜେପି-ବିଜେଡି ମେଣ୍ଟକୁ ନେଇ ଜୋରଦାର ଚର୍ଚ୍ଚା ଚାଲିଛି । ଗୋଟିଏ ପଟେ ବିଜେପି-ବିଜେଡି ମଧ୍ୟରେ ପୂର୍ବଭଳି କାଦୁଅ ଫିଙ୍ଗା ହେଉନଥିବାବେଳେ ସ୍ପଷ୍ଟ ହେଉନି ମେଣ୍ଟ ନିଷ୍ପତ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାଗସ୍ତରେ ଆସି ଥିବାବେଳେ କର୍ମୀମାନେ ଭାବିଥିଲେ ଏଥର ବିଜେଡି ସରକାର ବିରୋଧରେ ବର୍ଷିବା…

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌ #କଟକ(ଏନ୍‌.ଏମ୍‌.): ସିଏମସି ଅଧୀନରେ କାର୍ଯ୍ୟରତ ସ୍ୱଚ୍ଛ ସାଥୀ ଓ ଜଳ ସାଥୀ ମହିଳାମାନଙ୍କୁ ଆଜି ନିରାଶ ହେବାକୁ ପଡ଼ିଛି । କଟକ ଗସ୍ତରେ ଆସିଥିବା ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ସେମାନେ ଭେଟିବାକୁ ଚାହୁଁଥିଲେ । ପାଣ୍ଡିଆନଙ୍କୁ ଭେଟି ସେମାନେ ନିଜର ସମସ୍ୟା ସମ୍ପର୍କରେ କହିଥାଆନ୍ତେ । କିନ୍ତୁ…

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ସମ୍ଭାବ୍ୟ ମେଣ୍ଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ଚର୍ଚ୍ଚାରେ ରାଜ୍ୟ ବିଜେପି ସଭାପତି ଆଜି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ପୂର୍ବରୁ…

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ ରାଜ୍ୟରେ ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ରହିଛି - ପୃଥ୍ୱୀରାଜ ହରିଚନ୍ଦନ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ବିଭିନ୍ନ ରାଜନୈତିକ ଦଳରୁ ନେତାମାନଙ୍କ ଦଳବଦଳ ଘଟଣା ଯେତିକି ଚର୍ଚ୍ଚାକୁ ଆସୁଛି ତା’ ଠାରୁ ଅଧିକ ଚର୍ଚ୍ଚାର ବିଷୟବସ୍ତୁ ହୋଇଛି ବିଜେଡି-ବିଜେପି ମେଣ୍ଟ ଆଲୋଚନା । ତେବେ ଉଭୟ ଦଳ ପକ୍ଷରୁ ମେଣ୍ଟକୁ ନେଇ…

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ #ଭୁବନେଶ୍ୱର(ଏନ୍‌.ଏମ୍‌.): ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ରାଜ୍ୟସରକାର ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ହାତ ଖୋଲି ଦେଇଛନ୍ତି । ସମସ୍ତ ବର୍ଗର କର୍ମଚାରୀଙ୍କ ନିମନ୍ତେ ବେତନ ବୃଦ୍ଧି ଠାରୁ ଆରମ୍ଭ କରି ବିଭିନ୍ନ ସୁବିଧା ସୁଯୋଗ ମଧ୍ୟ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସର୍ଭିସ ପ୍ରୋଭାଇଡିଂ ଏଜେନ୍ସି ଦ୍ୱାରା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀମାନଙ୍କ…

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ #ଭୁବନେଶ୍ୱର/ କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଶଙ୍ଖ ଧରିଛନ୍ତି । ଦୀର୍ଘ ଦିନ ଧରି ଚାଲିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡ଼ିଛି ; ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡିରେ ମିଶିଛନ୍ତି । ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ସାଧାରଣ ନିର୍ବାଚନ ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଥିବାବେଳେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଆଜି ଉଭୟ ଦଳପକ୍ଷରୁ କର୍ମକର୍ତ୍ତାଙ୍କୁ ନେଇ ହୋଇଥିବା ବୈଠକରେ ମେଣ୍ଟକୁ ସବୁଜ ସଂକେତ ମିଳିଥିବା ସୂଚନା ମିଳୁଛି । ଗୋଟିଏ ପଟେ ନବୀନ…