କଟକରେ ଚୌଦ୍ୱାର-କଟକ ପକ୍ଷରୁ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ
କଟକରେ ଚୌଦ୍ୱାର-କଟକ ପକ୍ଷରୁ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ [caption id="attachment_11909" align="alignnone" width="300"] News by Umakanta Jena (Ctc)[/caption] #କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ପୂର୍ବତନ ବିଧାୟକ ପ୍ରଭାତ ରଂଜନ ବିଶ୍ୱାଳଙ୍କ ନେତୃତ୍ୱରେ ଚୌଦ୍ୱାରସ୍ଥିତ ବିରୁପା ଛକ ଓ ଯୋବ୍ରା ଆନ୍ନିକଟ ଠାରେ ସ୍ଥାପିତ ପ୍ରବାଦ ପୁରୁଷ…




















