ବାଣ ଫୁଟାଇବା ଓ ବିକ୍ରି ନେଇ କଟକଣା ଜାରିକଲେ ସ୍ୱତନ୍ତ୍ର ରିଲିଫ କମିଶନର
Slider କୃଷି କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ବାଣ ଫୁଟାଇବା ଓ ବିକ୍ରି ନେଇ କଟକଣା ଜାରିକଲେ ସ୍ୱତନ୍ତ୍ର ରିଲିଫ କମିଶନର

ବାଣ ଫୁଟାଇବା ଓ ବିକ୍ରି ନେଇ କଟକଣା ଜାରିକଲେ ସ୍ୱତନ୍ତ୍ର ରିଲିଫ କମିଶନର ଭୁବନେଶ୍ୱର(ଏନ୍‌.ଏମ୍‌.): ଉଚ୍ଚ ନ୍ୟାୟାଳୟରେ ରାୟ ପ୍ରକାଶ ପରେ ଦୀପାବଳିରେ ସବୁଜ ବାଣ ବିକ୍ରି ଓ ଫୁଟାଇବାକୁ ନେଇ ଆଜି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ଗାଇଡଲାଇନ୍ ଜାରି କରିଛନ୍ତି । ଏହାସହିତ ବାଣ ବିକ୍ରି…

ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଜି ପୂର୍ବାହ୍ନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ଆୟୋଜିତ ବୈଠକରେ ଯୋଗ ଦେଇ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ର ଖଦି…

Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିଜୁ କୃଷକ ବିକାଶ ଯୋଜନାରେ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଚୟନ କମିଟି ବୈଠକ ୨୯୧୧ଟି ପ୍ରକଳ୍ପ ନିର୍ମାଣ ପାଇଁ ପ୍ରସ୍ତାବ ଅନୁମୋଦନ ଭୁବନେଶ୍ୱର(ଏନ୍‌.ଏମ୍‌.): ବିଜୁ କୃଷକ ବିକାଶ ଯୋଜନାରେ ବିଭିନ୍ନ ପ୍ରକାର ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟସ୍ତରୀୟ ଚୟନ କମିଟି(ସ୍କ୍ରିନିଂ କମିଟି)ର ୨୨ତମ ବୈଠକ…

ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ ପକ୍ଷରୁ ଛତୁଚାଷ ସମ୍ପର୍କିତ କର୍ମଶାଳା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ ପକ୍ଷରୁ ଛତୁଚାଷ ସମ୍ପର୍କିତ କର୍ମଶାଳା

ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ ପକ୍ଷରୁ ଛତୁଚାଷ ସମ୍ପର୍କିତ କର୍ମଶାଳା ଚୌଦ୍ୱାର(ଏନ୍‌.ଏମ୍‌.): ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ୍ ତରଫରୁ ନାବାର୍ଡ଼ ଓଡ଼ିଶା ସହାୟତାରେ ସ୍ଥାନୀୟ ବାଣୀପଦା ପଞ୍ଚାୟତ ଚାଙ୍ଗୁଡ଼ିଆ ଓ ବନ୍ଦାଳୋ ଗ୍ରାମର ମହଳା ସ୍ୱୟଂ ସହାୟିକା ଗୋଷ୍ଠିର ସଦସ୍ୟାମାନଙ୍କୁ ନେଇ ବ୍ୟବସାୟ ଭିତ୍ତିକ ଛତୁଚାଷ ପ୍ରଶିକ୍ଷଣ ଦିଆଯାଇଛି । ଏହି…

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ଦ୍ୱାରା “ବିଶେଷସ୍ୱଚ୍ଛ ଭାରତ ଅଭିଯାନ’ କାର୍ଯ୍ୟକ୍ରମ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ଦ୍ୱାରା “ବିଶେଷସ୍ୱଚ୍ଛ ଭାରତ ଅଭିଯାନ’ କାର୍ଯ୍ୟକ୍ରମ

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ଦ୍ୱାରା 'ବିଶେଷସ୍ୱଚ୍ଛ ଭାରତ ଅଭିଯାନ’ କାର୍ଯ୍ୟକ୍ରମ ନିମାପଡ଼ା(ଏନ୍‌.ଏମ୍‌.): ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ଦ୍ୱାରା ନିମାପଡ଼ା ବ୍ଲକର ଶେଉଳସାହି ଗ୍ରାମରେ 'ସ୍ୱଚ୍ଛ ଭାରତ ଅଭିଯାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂସ୍ଥାନ ତରଫରୁ ବୈଜ୍ଞାନିକ ଡ. ହେମନ୍ତ କୁମାର ଦାଶ, ଡ. ସନାତନ…

କେରଳରେ ବର୍ଷା ବିତ୍ପାତ୍ତ ବଢ଼ୁଛି ମୃତକଙ୍କ ସଂଖ୍ୟା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

କେରଳରେ ବର୍ଷା ବିତ୍ପାତ୍ତ ବଢ଼ୁଛି ମୃତକଙ୍କ ସଂଖ୍ୟା

କେରଳରେ ବର୍ଷା ବିତ୍ପାତ୍ତ ବଢ଼ୁଛି ମୃତକଙ୍କ ସଂଖ୍ୟା ଥିରୁଅନନ୍ତପୁରମ(ଏଜେନ୍ସି): ଲଗାଣ ବର୍ଷା ଓ ଭୂସ୍ଖଳନ ଯୋଗୁ କେରଳ ଏକାଧିକ ଜିଲ୍ଲାର ଅବସ୍ଥା ସାଂଘାତିକ ହୋଇଛି । ଇତି ମଧ୍ୟରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ୨୬ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଉଦ୍ଧାର କାର୍ଯ୍ୟରେ…

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ପକ୍ଷରୁ ବିଶେଷ ସ୍ୱଛତା ଅଭିଯାନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ପକ୍ଷରୁ ବିଶେଷ ସ୍ୱଛତା ଅଭିଯାନ

ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ପକ୍ଷରୁ ବିଶେଷ ସ୍ୱଛତା ଅଭିଯାନ   ନିମାପଡ଼ା(ଏନ୍‌.ଏମ୍‌.): ନିମାପଡା ବ୍ଲକ ଅଧୀନ ହଂସପଡାଗ୍ରାମରେ ବିଶେଷ ସ୍ୱଛତା କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି| ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ ଭାରତୀୟ ଜଳ ପ୍ରବନ୍ଧନ ସଂସ୍ଥାନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୨୫୦ ଜଣ…

ଘାସ କାଟିବା ବେଳେ ବଜ୍ରପାତରେ ଚାଲିଗଲା ଜୀବନ!
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଘାସ କାଟିବା ବେଳେ ବଜ୍ରପାତରେ ଚାଲିଗଲା ଜୀବନ!

ଘାସ କାଟିବା ବେଳେ ବଜ୍ରପାତରେ ଚାଲିଗଲା ଜୀବନ! ଚୌଦ୍ୱାର (ଏନ୍‌.ଏମ୍‌.): ଜଣେ ବ୍ୟକ୍ତି ଗାଈ ପାଇଁ ଘାସ କାଟିବା ନିମନ୍ତେ ବିଲକୁ ଯାଇଥିବା ବେଳେ ବଜ୍ରପାତ ଯୋଗୁଁ ମୃତ୍ୟୁ ହୋଇଛି! ମୃତ ବ୍ୟକ୍ତି ଜଣକ ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତ ବଡ଼ଚାଞ୍ଚୋ ଗ୍ରାମର ରଘୁନାଥ ବେହେରା(୬୦) ବୋଲି…

ମୁଣ୍ଡଳୀରେ ହାତୀପଲ ଖୋଜୁଛନ୍ତି ଛୁଆ ଓ ମୁଖିଆକୁ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୁଣ୍ଡଳୀରେ ହାତୀପଲ ଖୋଜୁଛନ୍ତି ଛୁଆ ଓ ମୁଖିଆକୁ

ମୁଣ୍ଡଳୀରେ ହାତୀପଲ ଖୋଜୁଛନ୍ତି ଛୁଆ ଓ ମୁଖିଆକୁ #କଟକ(ଏନ୍‌.ଏମ୍‌.): ମୁଣ୍ଡଳି ବ୍ୟାରେଜ ଠାରେ ଏକ ଦନ୍ତାହାତୀ ଓ ଭାସି ଯାଇଥିବା ଏକ ଛୁଆହାତୀର ମୃତ୍ୟୁ ହୋଇଥିବାବେଳେ ସାଥିରେ ଥିବା ହାତୀପଲ ଏବେ ନରାଜ ଓ ମୁଣ୍ଡଳି ନିକଟରେ ବୁଲିବା ସହ ଛୁଆ ଓ ମୁଖିଆ ହାତୀକୁ ଖୋଜୁଥିବା ଜଣାପଡ଼ିଛି…

କାଲିଠୁ ଛେଚିବ ବର୍ଷା: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କାଲିଠୁ ଛେଚିବ ବର୍ଷା: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଲିଠୁ ଛେଚିବ ବର୍ଷା: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପୁଣି ବର୍ଷା ଛେଚିବ । ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହେବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି…

ଚୌଦ୍ୱାରରେ ଟସରସୁତା ଉତ୍ପାଦନ କାରଖାନା ଉଦ୍‌ଘାଟିତ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚୌଦ୍ୱାରରେ ଟସରସୁତା ଉତ୍ପାଦନ କାରଖାନା ଉଦ୍‌ଘାଟିତ

ଚୌଦ୍ୱାରରେ ଟସରସୁତା ଉତ୍ପାଦନ କାରଖାନା ଉଦ୍‌ଘାଟିତ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଅଞ୍ଚଳ କଜଳକଣାସ୍ଥିତ ଇଡ଼କୋର ଗୋପାଳପୁର ଶିଳ୍ପାଞ୍ଚଳରେ ଏକଦା ଛୋଟବଡ଼ ହୋଇ ବହୁ ଶିଳ୍ପ ଗଢ଼ି ଉଠିଥିବାବେଳେ ପରବର୍ତ୍ତି ସମୟରେ ସମସ୍ତ ଶିଳ୍ପ ବନ୍ଦ ହୋଇ ଏହା ଶିଳ୍ପଶୂନ୍ୟ ହୋଇ ଯାଇଥିଲା । ଦୀର୍ଘ ଦିନ ପରେ ଉକ୍ତ ସ୍ଥାନରେ…

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ

୨୭ସେପ୍ଟମ୍ବର ଭାରତ ବନ୍ଦକୁ ସଫଳ କରିବାକୁ ଏଆଇଡିଏସ୍‌ଓର ଆହ୍ୱାନ କଟକ (ଏନ୍‌.ଏମ୍‌.): କର୍ପୋର୍ରେଟ୍ ସ୍ୱାର୍ଥରକ୍ଷାକାରୀ ତଥା ଚାଷୀମାରଣ ୩ଟି କଳା କୃଷି ଆଇନ୍ ଓ ବିଦ୍ୟୁତ୍ (ସଂଶୋଧନ)ବିଲ୍ ୨୦୨୧ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଏବଂ ଜାତୀୟ ଶିକ୍ଷାନୀତି ୨୦୨୦କୁ ସମ୍ପୂର୍ଣ୍ଣ ବାତିଲ୍…

ମହାନଦୀରେ ସମ୍ଭାବ୍ୟ ବନ୍ୟା: ଆସନ୍ତା କାଲି ମୁଣ୍ଡଳିରେ ନିଷ୍କାସନ ହେବ ୮ଲକ୍ଷ କ୍ୟୁସେକ ଜଳ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମହାନଦୀରେ ସମ୍ଭାବ୍ୟ ବନ୍ୟା: ଆସନ୍ତା କାଲି ମୁଣ୍ଡଳିରେ ନିଷ୍କାସନ ହେବ ୮ଲକ୍ଷ କ୍ୟୁସେକ ଜଳ

ମହାନଦୀରେ ସମ୍ଭାବ୍ୟ ବନ୍ୟା: ଆସନ୍ତା କାଲି ମୁଣ୍ଡଳିରେ ନିଷ୍କାସନ ହେବ ୮ଲକ୍ଷ କ୍ୟୁସେକ ଜଳ ଭୁବନେଶ୍ୱର(ଏନ୍‌.ଏମ୍‌.): ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦ ଡ୍ୟାମର ୨୮ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ତେବେ ଆସନ୍ତା କାଲି (ଶନିବାର) ପୂର୍ବାହ୍ନରେ…

ନରସିଂପୁର ବ୍ଲକରେ ବନ୍ୟା ଯୋଗୁଁ କ୍ଷୟକ୍ଷତି ସମ୍ପର୍କରେ ବିଧାୟକଙ୍କ ସମୀକ୍ଷା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନରସିଂପୁର ବ୍ଲକରେ ବନ୍ୟା ଯୋଗୁଁ କ୍ଷୟକ୍ଷତି ସମ୍ପର୍କରେ ବିଧାୟକଙ୍କ ସମୀକ୍ଷା

ନରସିଂପୁର ବ୍ଲକରେ ବନ୍ୟା ଯୋଗୁଁ କ୍ଷୟକ୍ଷତି ସମ୍ପର୍କରେ ବିଧାୟକଙ୍କ ସମୀକ୍ଷା ନରସିଂପୁର(ଏନ୍‌.ଏମ୍‌.): ଗଲା ତିନି ଦିନ ଧରି ଚାଲିଥିବା ଲଗାଣ ବର୍ଷାରେ ବାଲିଝରି ଠାରୁ ବାଲିପୁଟ ପର୍ଯ୍ୟନ୍ତ ସମଗ୍ର ବ୍ଲକରେ ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଏହାର ତୁରନ୍ତ ନିରାକରଣ ନିମନ୍ତେ ବିଧାୟକ ଏକ ସମୀକ୍ଷା କରିଛନ୍ତି ।…

ବନ୍ୟା ବିଭିଷିକା: ବର୍ଷା ପରେ ବି ସୁଧୁରିନି ନରସିଂପୁର ଅବସ୍ଥା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବନ୍ୟା ବିଭିଷିକା: ବର୍ଷା ପରେ ବି ସୁଧୁରିନି ନରସିଂପୁର ଅବସ୍ଥା

ବନ୍ୟା ବିଭିଷିକା: ବର୍ଷା ପରେ ବି ସୁଧୁରିନି ନରସିଂପୁର ଅବସ୍ଥା ନରସିଂପୁର (ଏନ୍‍.ଏମ୍‍.): ଲଘୁଚାପଜନିତ ଲଗାଣ ବର୍ଷାରେ ସାରା ରାଜ୍ୟରେ ଉତ୍ପାତ ବଢିଚାଲି ଥିବା ବେଳେ ନରସିଂପୁର ବ୍ଲକ ସେଥିରୁ ବାଦ ପଡିନି । ଦୀର୍ଘ ତିନିଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ରେ ସାରା ଜୀବନ…

ରାଜ୍ୟରେ ବଢ଼ୁଛି ବନ୍ୟା: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍‌
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ରାଜ୍ୟରେ ବଢ଼ୁଛି ବନ୍ୟା: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍‌

ରାଜ୍ୟରେ ବଢ଼ୁଛି ବନ୍ୟା: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍‌ ସମ୍ୱଲପୁର/ଭୁବନେଶ୍ୱର/କଟକ(ଏନ୍‍.ଏମ୍‍.): ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବିଭିନ୍ନ ଜିଲ୍ଲାର ବହୁ ଗ୍ରାମ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଛିନ୍ନ ହୋଇ ପଡ଼ିଛି । ଅନ୍ୟପକ୍ଷରେ ତୁହାକୁ ତୁହା ବର୍ଷା…

ପୁଣି ଛେଚିବ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୁଣି ଛେଚିବ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ

ପୁଣି ଛେଚିବ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ ଭୁବନେଶ୍ୱର(ଏନ୍‌.ଏମ୍‌.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଏବେ ଚାନ୍ଦବାଲିର ପଶ୍ଚିମ-ଉତ୍ତରପଶ୍ଚିମରେ ୨୦ କିଲୋମିଟର ଦୂରରେ ଓ କେନ୍ଦୁଝରଗଡ଼ର ପୂର୍ବ-ଦକ୍ଷିଣପୂର୍ବରେ ୧୨୦ କିଲୋମିଟର ଦୂରରେ…

ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା

ଚାଷୀଙ୍କୁ କାଳିଆ ଟଙ୍କା ଦେଲେ ସରକାର: ୩୭ଲକ୍ଷ ଚାଷୀ ପରିବାରକୁ ମିଳିଲା ସହାୟତା ଭୁବନେଶ୍ୱର(ଏନ୍‌.ଏମ୍‌.): ପବିତ୍ର ନୂଆଖାଇ ଅବସରରେ ରାଜ୍ୟସରକାର ଚାଷୀଙ୍କୁ ଆର୍ଥିକ ଭେଟି ଦେଇଛନ୍ତି । ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଛି । ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ…

ଚାଷ ଜମିକୁ ପାଣି ନାହିଁ ସମସ୍ୟାର ସମାଧାନ ନହେଲେ ରାସ୍ତାକୁ ଓଲ୍ଲାଇବେ ଚାଷୀ !
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚାଷ ଜମିକୁ ପାଣି ନାହିଁ ସମସ୍ୟାର ସମାଧାନ ନହେଲେ ରାସ୍ତାକୁ ଓଲ୍ଲାଇବେ ଚାଷୀ !

ଚାଷ ଜମିକୁ ପାଣି ନାହିଁ ସମସ୍ୟାର ସମାଧାନ ନହେଲେ ରାସ୍ତାକୁ ଓଲ୍ଲାଇବେ ଚାଷୀ ! ନରସିଂହପୁର (ଏନ୍‌.ଏମ୍‌.): ନରସିଂହପୁର ବ୍ଲକର ଚାଷ ଜମିକୁ ଜଳସେଚନ ସୁବିଧା ମିଳୁନଥିବା ଅଭିଯୋଗରେ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାର ପ୍ରତିବାଦରେ ଅଞ୍ଚଳବାସୀଙ୍କ ପକ୍ଷରୁ ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କୁ ଏକ…

ତହସିଲ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ତହସିଲ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ

ତହସିଲ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ ନରସିଂହପୁର(ଏନ୍‌.ଏମ୍‌.): ତହସିଲ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଚାଷୀ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ । ନରସିଂହପୁର ବ୍ଲକ ଅନ୍ତର୍ଗତ ବାଲିସାହି ଗ୍ରାମ ପଂଚାୟତର ଶତାଧିକ ଚାଷୀ ନରସିଂହପୁର ଟାଉନ…