କମ୍ପାନୀରୁ ଟଙ୍କା ଓ କ୍ରୋମ ଚୋରି: ଜଣେ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କମ୍ପାନୀରୁ ଟଙ୍କା ଓ କ୍ରୋମ ଚୋରି: ଜଣେ ଗିରଫ

କମ୍ପାନୀରୁ ଟଙ୍କା ଓ କ୍ରୋମ ଚୋରି: ଜଣେ ଗିରଫ @ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଟଙ୍ଗୀ ଥାନା ଅନ୍ତର୍ଗତ ତେରୁଆଁ ସ୍ଥିତ "କୃଷ୍ଣା ଗ୍ଲୋବାଲ ସୋଲ୍ୟୁସନ୍ସ' ନାମକ ଏକ ସଂସ୍ଥାରୁ ୧.୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନଗଦ ଅର୍ଥ ଏବଂ କ୍ରୋମ ଚୋରି ଅଭିଯୋଗରେ ଟାଙ୍ଗୀ ଥାନା ପୁଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିବା ବେଳେ ଅନ୍ୟଜଣେ ଫେରାର ଥିବା ଜଣାପଡ଼ିଛି। ଅଭିଯୋଗ ଅନୁଯାୟୀ ଏହି ଚୋରିରେ…

ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଗିରଫ ପରେ ବିଭାଗୀୟ ଚାପ! “କେସ ଉଠାଇବା ପାଇଁ ଚାପ ପଡ଼ୁଥିବା ଅଭିଯୋଗ କଲେ ପୂର୍ବତନ ଜେଲର ସନ୍ତୋଷିନୀ ଦାଶ”
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଗିରଫ ପରେ ବିଭାଗୀୟ ଚାପ! “କେସ ଉଠାଇବା ପାଇଁ ଚାପ ପଡ଼ୁଥିବା ଅଭିଯୋଗ କଲେ ପୂର୍ବତନ ଜେଲର ସନ୍ତୋଷିନୀ ଦାଶ”

ଜେଲ୍ ସୁପରିଟେଣ୍ଡେଣ୍ଟଙ୍କ ଗିରଫ ପରେ ବିଭାଗୀୟ ଚାପ! କେସ ଉଠାଇବା ପାଇଁ ଚାପ ପଡ଼ୁଥିବା ଅଭିଯୋଗ କଲେ ପୂର୍ବତନ ଜେଲର ସନ୍ତୋଷିନୀ ଦାଶ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ସର୍କଲ ଜେଲର ପୂର୍ବତନ ବରିଷ୍ଠ ସୁପରିଟେଣ୍ଡେଣ୍ଟ ସୁଜିତ କୁମାର ରାଉଳଙ୍କ ଗିରଫ ପରେ ବିଭିନ୍ନ ଘଟଣା ଏବେ ଲୋକ ଲୋଚନକୁ ଆସୁଛି। ଦୀର୍ଘ ଦିନ ଧରି ଶ୍ରୀ ରାଉଳଙ୍କୁ ବିଭାଗ ଘଣ୍ଟ ଘୋଡ଼ାଉଥିବା ବେଳେ କୋର୍ଟଙ୍କ ଠାରୁ ନିରାଶ ହେବା ପରେ ଏବେ…

ଚୌଦ୍ୱାର ଜେଲ ସୁପରିଣ୍ଟେଣ୍ଡେଣ୍ଟ ସୁଜିତ ରାଉଳ ଗିରଫ
ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୌଦ୍ୱାର ଜେଲ ସୁପରିଣ୍ଟେଣ୍ଡେଣ୍ଟ ସୁଜିତ ରାଉଳ ଗିରଫ

ଚୌଦ୍ୱାର ଜେଲ ସୁପରିଣ୍ଟେଣ୍ଡେଣ୍ଟ ସୁଜିତ ରାଉଳ ଗିରଫ #ଚୌଦ୍ୱାର (ଏନ୍‌.ଏମ୍‌.): ଗିରଫ ହେଲେ ଚୌଦ୍ୱାର ଜେଲ ସୁପରିଣ୍ଟେଣ୍ଡଣ୍ଟ ସୁଜିତ ରାଉଳ। ତାଙ୍କୁ ମିନିଟବୁକ ଜାଲିଆତି ଘଟଣାରେ ଗିରଫ କରାଯାଇଥିବା ଜଣାପଡ଼ିଛି। ଚୌଦ୍ୱାର ଜେଲରୁ କଏଦୀ ଫେରାର ଘଟଣାରେ ତାଙ୍କର ହାତଥିବା ନେଇ ଅଭିଯୋଗ ଉଠିଥିଲା।ଜେଲରେ ବିଭିନ୍ନ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବାନେଇ ରହିଥିଲା ଅଭିଯୋଗ ମଧ୍ୟ ରହିଛି। ତେବେ ଶ୍ରୀ ରାଉଳ ଗିରଫଦାରୀକୁ ଏଡାଇବା ପାଇଁ ସୁପ୍ରିମକୋର୍ଟରେ ଆଗୁଆ ଜାମିନ…

ଟାଙ୍ଗୀରେ ତ୍ରିରଙ୍ଗା ଅବମାନନା ଅଭିଯୋଗ : ତ୍ରିଦେବଙ୍କ ଲୋକପ୍ରିୟତାକୁ ସହି ପାରୁନାହାନ୍ତି ଚକ୍ରାନ୍ତକାରୀ
ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଟାଙ୍ଗୀରେ ତ୍ରିରଙ୍ଗା ଅବମାନନା ଅଭିଯୋଗ : ତ୍ରିଦେବଙ୍କ ଲୋକପ୍ରିୟତାକୁ ସହି ପାରୁନାହାନ୍ତି ଚକ୍ରାନ୍ତକାରୀ

ଟାଙ୍ଗୀରେ ତ୍ରିରଙ୍ଗା ଅବମାନନା ଅଭିଯୋଗ ତ୍ରିଦେବଙ୍କ ଲୋକପ୍ରିୟତାକୁ ସହି ପାରୁନାହାନ୍ତି ଚକ୍ରାନ୍ତକାରୀ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.) : ଚଳିତ ବର୍ଷ ଦେଶ ୮୦ତମ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ କଟକ ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ ଏହାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ଏପରିକି ଜଣେ ସମାଜସେବୀ ତଥା ଶିକ୍ଷାବିତଙ୍କ ଲୋକପ୍ରିୟତାକୁ ଦେଖି କିଛି ଲୋକ ସହି ନପାରି ତ୍ରିରଙ୍ଗା ପତାକକୁ ନେଇ ରାଜନୀତି କରୁଥିବା ଦେଖିବାକୁ ମିଳିଛି। ସ୍ୱାଧୀନତା ଦିବସ ପାଳନ ଅବସରରେ…

ଚୌଦ୍ୱାରରେ ୧୨ଟି ଏଲପିଜି ସିଲିଣ୍ଡର ଓ ୧ଟି ପଲସର ଜବତ, ଜଣେ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୌଦ୍ୱାରରେ ୧୨ଟି ଏଲପିଜି ସିଲିଣ୍ଡର ଓ ୧ଟି ପଲସର ଜବତ, ଜଣେ ଗିରଫ

ଚୌଦ୍ୱାରରେ ୧୨ଟି ଏଲପିଜି ସିଲିଣ୍ଡର ଓ ୧ଟି ପଲସର ଜବତ, ଜଣେ ଗିରଫ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଓ ଜଗତପୁର ଅଞ୍ଚଳରେ ଗ୍ୟାସ୍ ସିଲିଣ୍ଡର ଚୋରି ରାକେଟ୍‌ର ପର୍ଦ୍ଦାଫାସ୍ କରିଛି ଚୌଦ୍ୱାର ପୁଲିସ। ସିଲିଣ୍ଡର ଚୋରି ଅଭିଯୋଗରେ ଟୁଙ୍ଗା ଓରଫ ସନ୍ତୋଷ ବାରିକ (୨୪)କୁ ଗିରଫ କରାଯାଇଛି। ତେବେ ଟୁଙ୍ଗା ଠାରୁ ୧୨ଟି ସିଲିଣ୍ଡର ଓ ପଲସର ବାଇକ୍ ଜବତ ହୋଇଛି। ସୂଚନା ଯୋଗ୍ୟ ଯେ, ଗତ ୫ତାରିଖରେ ଗାନ୍ଧୀଛକସ୍ଥିତ ଗ୍ୟାସ୍…

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ #ଭଦ୍ରକ (ଏନ୍‌.ଏମ୍‌.): ବାରମ୍ବାର ଦାବି ଓ ଆନ୍ଦୋଳନ ପରେ ମିଳିଲାନି ଚାକିରୀ । ଶେଷରେ ମାନସିକ ଭାରସାମ୍ୟ ହରାଇ ଯୁବତୀ ଜଣକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ସୂଚନା ଅନୁସାରେ, ତିହିଡ଼ି ବ୍ଲକ୍ ଶ୍ୟାମସୁନ୍ଦରପୁର ଅଞ୍ଚଳର ବିଜୟଲକ୍ଷ୍ମୀ ଦାସ ଅର୍ଲି ଚାଇଲ୍ଡହୁଡ୍ କେୟାର୍ ଏଜୁକେସନ୍ ପାଠ୍ୟକ୍ରମ ଶେଷ କରିଛନ୍ତି।…

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ ଶୀତ ରାତିକୁ କମ୍ପାଉଛି ବଡ ବଡ ମେସିନ, ନିରବ ପ୍ରଶାସନ! #Tangi-Choudwar #ଟାଙ୍ଗୀ-ଚୌଦ୍ୱାର (ଏନ୍‌.ଏମ୍‌): ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ପାଇଁ ସୁରକ୍ଷିତ ଭୂସ୍ୱର୍ଗ ପାଲଟିଯାଇଛି। ଦୀର୍ଘ ଦିନ ଧରି ଏଠାରେ ଚାଲିଛି ବ୍ୟାପକ ଓ ସଂଗଠିତ ମୋରମ ଚୋରା ଚାଲାଣ। ଦିନେ ସାଧାରଣ ମୁହଁ, ରାତି ହେଲେ ବିନା ଭୟରେ ମାଟି ତାଡ଼ିବା ମେସିନ ଗର୍ଜନ…

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ !
ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ !

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ ! ୮ମାସରେ ୨୩କୋଟି ଖର୍ଚ୍ଚ, ପୁଣି ମାଗିଲେ ୧୫୦କୋଟି #Cuttack , କଟକ (ଏନ୍‌.ଏମ୍‌.): ରାଜ୍ୟରେ ଅପରାଧ ଯେତେ ଅଧିକ ହେଉଛି ଓଡ଼ିଶା ପୁଲିସର ଲାଭ ସେତେ ବଢ଼ିଚାଲିଛି। ଏ କଥା ଆମ୍ଭେ କହୁନାହୁଁ କହୁଛନ୍ତି ହଜାର ହଜାର ବୁଦ୍ଧିଜୀବୀ। ରାଜ୍ୟର ସମସ୍ତ ଥାନାରେ ଏଭଳି ସରକାରୀ ଅର୍ଥକୁ ହରିଲୁଟ ଚାଲୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି। ପୁଲିସ ବିଭାଗର ଥିବା…

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଉଚ୍ଚ ଶିକ୍ଷାର ସଦୃଢ଼ିକରଣ ନିମନ୍ତେ ଦାୟିତ୍ୱ ନେଇଥିବା କିଟି ବିଶ୍ୱବିଦ୍ୟାଳୟ ସବୁବେଳେ ବିବାଦରେ ଛନ୍ଦି ହୋଇ ପଡ଼ୁଛି। ଅନୁଷ୍ଠାନର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ହେଉ ବା ପରିଚାଳନାଗତ ତ୍ରୁଟି। ବିଭିନ୍ନ ଘଟଣାକୁ ନେଇ ଏବେ କିଟ ଚର୍ଚ୍ଚାରେ। ଗତ ଫେବ୍ରୁଆରି ୧୬ ତାରିଖରେ ଘଟିଥିବା ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍‌’କୁ ପକ୍ଷଭୁକ୍ତ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ…

କଟକ ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ

କଟକ ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ ବାଙ୍କୀ(ଏନ୍‌.ଏମ୍‌.): ନିଜର ଅଧିକାର ନପାଇ ଆଜି ଜଣେ ମହିଳା କଟକ ଜିଲ୍ଲାପାଳଙ୍କ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜନ ଅଭିଯୋଗ ଶୁଣାଣି ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ପରିବାର ମଙ୍ଗଳ ଯୋଜନା ସହାୟତା ମିଳୁନଥିବା ଅଭିଯୋଗ ଆଣି ମହିଳା ଜଣଙ୍କ ଏଭଳି ଚରମ ନିଷ୍ପତ୍ତି ନେବାକୁ ପ୍ରୟାସ…

ମୟୂରଭଞ୍ଜରେ ବନ୍ଧୁକୁ ହତ୍ୟା: ମଟନ ଟଙ୍କାକୁ ନେଇ ବିବାଦ
ଅପରାଧ

ମୟୂରଭଞ୍ଜରେ ବନ୍ଧୁକୁ ହତ୍ୟା: ମଟନ ଟଙ୍କାକୁ ନେଇ ବିବାଦ

ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏଠାରେ ଜଣେ ବ୍ୟକ୍ତି ତାଙ୍କ ନିଜ ବନ୍ଧୁଙ୍କୁ ଏକ ସାମାନ୍ୟ କଥାକୁ ନେଇ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ମୃତକ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ମଟନ ବିକ୍ରି କରିବା ପରେ ମିଳିଥିବା ଟଙ୍କାର ବଣ୍ଟାବଣ୍ଟିକୁ ନେଇ ପ୍ରବଳ ବିବାଦ ଉପୁଜିଥିଲା। ଏହି…

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ ବସ୍ତା(ଏନ୍‌.ଏମ୍‌.): ଏବେ ବିଭିନ୍ନ ଉପାୟରେ ଦୁବୃର୍ତ୍ତମାନେ ଚୋରି କରିବାରେ ଲାଗିପଡ଼ିଛନ୍ତି। ଏପରିକି ଫେରି କରିବା ବାହାନାରେ ଦୁବୃର୍ତ୍ତମାନେ ଲୋକଙ୍କ ଠା ଠିକଣା ଜାଣି ଚୋରି କରୁଛନ୍ତି ବୋଲି ଅଭିଯୋଗ ମଧ୍ୟ ଉଠୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ। ମୋବାଇଲ ଚୋର ସନ୍ଦେହରେ ଦୁଇ ଯୁବକଙ୍କୁ ଧରି ଉତ୍ତମ ମଧ୍ୟମ ଦେଇ ପୁଲିସର ଜିମା ଦେଲେ…

ଦେଶୀ ମଦ ଭାଟିରେ ଚଢ଼ାଉ କରିବାକୁ ଯାଇ ନିର୍ଦ୍ଧୁମ ଛେଚା ଖାଇଲେ ଅବକାରୀ କର୍ମଚାରୀ, ଉଦ୍ଧାର କଲା ପୁଲିସ୍‌
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦେଶୀ ମଦ ଭାଟିରେ ଚଢ଼ାଉ କରିବାକୁ ଯାଇ ନିର୍ଦ୍ଧୁମ ଛେଚା ଖାଇଲେ ଅବକାରୀ କର୍ମଚାରୀ, ଉଦ୍ଧାର କଲା ପୁଲିସ୍‌

ଦେଶୀ ମଦ ଭାଟିରେ ଚଢ଼ାଉ କରିବାକୁ ଯାଇ ନିର୍ଦ୍ଧୁମ ଛେଚା ଖାଇଲେ ଅବକାରୀ କର୍ମଚାରୀ, ଉଦ୍ଧାର କଲା ପୁଲିସ୍‌ #ଖୁଣ୍ଟୁଣୀ(ଏନ୍‌.ଏମ୍‌.): କଟକ ଜିଲ୍ଲାର ଖୁଣ୍ଟୁଣୀ ଅଞ୍ଚଳ ବେଆଇନ ମଦ ତିଆରି କ୍ଷେତ୍ରରେ ସବୁଠୁ ଆଗରେ ରହିଛି । ଏହି ଅଞ୍ଚଳଟି ମଦ ମାଫିଆଙ୍କ ସାମ୍ରାଜ୍ୟ ପାଲଟି ଯାଇଥିବା ଅଭିଯୋଗ ହୋଇଛି । ତେବେ ବିଭିନ୍ନ ସୂତ୍ରରୁ ଖବର ପାଇ ଦେଶୀ ଭାଟିରେ ଚଢ଼ଉ ପାଇଁ ଯାଇଥିଲେ ଅବକାରୀ ବିଭାଗ ।…

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ #ନୂଆଦିଲ୍ଲୀ(ଏଜେନ୍ସି): ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ସବୁଠାରୁ ବଡ଼ ଘଟଣା ଘଟିଛି । ଗିରଫ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଆଜି ଇଡି କେଜ୍ରିୱାଲଙ୍କୁ ଗିରଫ କରିଛି । ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ…

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ #କଟକ(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ କଟକର ଲୋକସଭା ସାଂସଦ ଭର୍ତୃହରି ମହାତାବଙ୍କ ବିରୋଧରେ ସ୍ୱତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ୍ ହୋଇଛି । ଗତ ୨୦୧୧ ମସିହା ଜାନୁୟାରୀ ୨୩ ତାରିଖରେ ଶ୍ରୀ ମହତାବ ଅମିତାଭ ମହାପାତ୍ର ନାମକ ଜଣେ ପୋଲିସ ସବ୍ ଇନିସ୍‌ପେକ୍ଟର୍‌ଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ତାଙ୍କ…

ନାବାଳିକା ବଳାତ୍କାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ପ୍ରତିବାଦ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନାବାଳିକା ବଳାତ୍କାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ପ୍ରତିବାଦ

ନାବାଳିକା ବଳାତ୍କାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ପ୍ରତିବାଦ #କଟକ(ଏନ୍‌.ଏମ୍‌.): ନାବାଳିକା ଗଣ ବଳାତ୍କାର ଘଟଣାରେ ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ଆଜି ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସ୍ଥାନୀୟ ମଧୁପାଟଣା ଥାନା ଅଧିନସ୍ଥ ବାଲିସାହିରେ ଗତ ନାବାଳିକା ଗଣ ବଳାତ୍କାର ଘଟଣାକୁ ୧ମାସରୁ ଅଧିକ ସମୟ ବିତିଯାଇଥିଲେବି ପୁଲିସ ଆଜି ପର୍ଯ୍ୟନ୍ତ ପୀଡିତାକୁ…

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ #କଟକ(ଏନ୍‌.ଏମ୍‌.): ଜନୈକା ନାବାଳିକାକୁ ଅସଦ୍ ଆଚରଣ ମାମଲାରେ କଟକର ସ୍ୱତନ୍ତ୍ର ପୋଷ୍କୋ କୋର୍ଟ ଆସାମୀ ସନିଆ ସିଂ (୩୫)କୁ ପୋଷ୍କୋ ଆଇନର ୮ ଦଫାରେ ୩ ବର୍ଷ ସଶ୍ରମ କାରାଦଣ୍ଡ ପ୍ରଦାନ କରିବା ସହ ୫ହଜାର ଟଙ୍କାର ଜୋରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି । ଜୋରିମାନା ନଦେଇ ପାରିଲେ ଆସାମୀକୁ ଆଉ ଅଧିକ ୬ ମାସ…

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ #କଟକ(ଏନ୍‌.ଏମ୍‌.): କଟକ କମିଶନରେଟ ଆଜି ପୁଲିସ ହାତରେ ଦୁଇ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । କଳାବଜାରରେ ଏହାର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପଶ୍ଚିମବଙ୍ଗର ମୁର୍ସିଦାବାଦର ସାଗରଡିହି…

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ ବିହାରରୁ ବନ୍ଧୁକ ଆଣି କରୁଥିଲେ ବେପାର, ୩ ଗିରିଫ ଜଗତପୁର(ଏନ୍‌.ଏମ୍‌.): କଟକ କମିଶନରେଟ ପୁଲିସକୁ ମିଳିଛି ବଡ଼ ଧରଣର ସଫଳତା । ବିଭିନ୍ନ ଅପରାଧ ନିମନ୍ତେ ବ୍ୟବହୃତ ଚୋରା ବନ୍ଧୁକ ଯୋଗାଉଥିବା ଗ୍ୟାଙ୍ଗର ୩ଜଣ ସଦସ୍ୟଙ୍କୁ ପୁଲିସ ଗିରଫ କରିଛି । ତେବେ ଏହି ବନ୍ଧୁକଗୁଡ଼ିକ ବିହାରଣୁ ଆଣି ଏଠାରେ ବିଭିନ୍ନ ଅପରାଧୀମାନଙ୍କୁ…

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି #ଖପ୍ରାଖୋଲ(ଏନ୍‌.ଏମ୍‌.): ବଲାଙ୍ଗୀର ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି । ବିଶେଷ କରି ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁଁ ବେଆଇନ ନିଶା କାରବାର ରୋକିବାରେ ପ୍ରଶାସନ ବିଫଳ ହେଉଥିବା ଚର୍ଚ୍ଚା ହେଉଛି । ବେଆଇନ ଗଞ୍ଜେଇ ଚାଲଣ ସମୟରେ ଏକ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏସବୁର ଗୁମର ଖୋଲିଛି । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ…