ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ #କଟକ(ଏନ୍‌.ଏମ୍‌.): ଜନୈକା ନାବାଳିକାକୁ ଅସଦ୍ ଆଚରଣ ମାମଲାରେ କଟକର ସ୍ୱତନ୍ତ୍ର ପୋଷ୍କୋ କୋର୍ଟ ଆସାମୀ ସନିଆ ସିଂ (୩୫)କୁ ପୋଷ୍କୋ ଆଇନର ୮ ଦଫାରେ ୩ ବର୍ଷ ସଶ୍ରମ କାରାଦଣ୍ଡ ପ୍ରଦାନ କରିବା ସହ ୫ହଜାର ଟଙ୍କାର ଜୋରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି । ଜୋରିମାନା ନଦେଇ ପାରିଲେ ଆସାମୀକୁ ଆଉ ଅଧିକ ୬ ମାସ…

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ #କଟକ(ଏନ୍‌.ଏମ୍‌.): କଟକ କମିଶନରେଟ ଆଜି ପୁଲିସ ହାତରେ ଦୁଇ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । କଳାବଜାରରେ ଏହାର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପଶ୍ଚିମବଙ୍ଗର ମୁର୍ସିଦାବାଦର ସାଗରଡିହି…

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ ବିହାରରୁ ବନ୍ଧୁକ ଆଣି କରୁଥିଲେ ବେପାର, ୩ ଗିରିଫ ଜଗତପୁର(ଏନ୍‌.ଏମ୍‌.): କଟକ କମିଶନରେଟ ପୁଲିସକୁ ମିଳିଛି ବଡ଼ ଧରଣର ସଫଳତା । ବିଭିନ୍ନ ଅପରାଧ ନିମନ୍ତେ ବ୍ୟବହୃତ ଚୋରା ବନ୍ଧୁକ ଯୋଗାଉଥିବା ଗ୍ୟାଙ୍ଗର ୩ଜଣ ସଦସ୍ୟଙ୍କୁ ପୁଲିସ ଗିରଫ କରିଛି । ତେବେ ଏହି ବନ୍ଧୁକଗୁଡ଼ିକ ବିହାରଣୁ ଆଣି ଏଠାରେ ବିଭିନ୍ନ ଅପରାଧୀମାନଙ୍କୁ…

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି #ଖପ୍ରାଖୋଲ(ଏନ୍‌.ଏମ୍‌.): ବଲାଙ୍ଗୀର ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି । ବିଶେଷ କରି ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁଁ ବେଆଇନ ନିଶା କାରବାର ରୋକିବାରେ ପ୍ରଶାସନ ବିଫଳ ହେଉଥିବା ଚର୍ଚ୍ଚା ହେଉଛି । ବେଆଇନ ଗଞ୍ଜେଇ ଚାଲଣ ସମୟରେ ଏକ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏସବୁର ଗୁମର ଖୋଲିଛି । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ…

ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ସ୍କୁଲ ଛାତ୍ର ଡାକ୍ତରଖାନାରେ ଭର୍ତ୍ତି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ସ୍କୁଲ ଛାତ୍ର ଡାକ୍ତରଖାନାରେ ଭର୍ତ୍ତି

ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ସ୍କୁଲ ଛାତ୍ର ଡାକ୍ତରଖାନାରେ ଭର୍ତ୍ତି #ପାଟଣାଗଡ଼(ଏନ୍‌.ଏମ୍‌.): ସରକାର ସର୍ବଶିକ୍ଷା ଅଭିଯାନ ଜରିଆରେ ସଭିଏଁ ପଢ଼ନ୍ତୁ ସଭିଏଁ ବଢ଼ନ୍ତୁ ବ୍ୟବସ୍ଥା ଲାଗୁ କରିଛନ୍ତି । ଏପରିକି ସ୍କୁଲରେ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ବହି ଆଦି ପାଠ୍ୟୋପକରଣ, ପୋଷାକ ପରିଚ୍ଛଦ ଯୋଗାଇ ଦିଆଯାଉଛି । ସେହିଭଳି ପ୍ରତ୍ୟେକ ସ୍କୁଲ ଦଣ୍ଡ ମୁକ୍ତ ଅଞ୍ଚଳ ଘୋଷଣା କରାଯାଇଛି; ଯେଉଁଠି ଶିକ୍ଷକ ଶିକ୍ଷୟିତ୍ରୀମାନେ ନାଚ, ଗୀତ…

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ #କଟକ(ଏନ୍‌.ଏମ୍‌.): ହାଇକୋର୍ଟରେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କୁ ଛାଟ । ତାଙ୍କର ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ବାରବାଟୀ-କଟକ ବିଧାୟକ ଇଂ. ମୋକିମ ନାମାଙ୍କନ ଦାଖଲ ସମୟରେ କେତେକ ତଥ୍ୟ ଦେଇନଥିବା ଅଭିଯୋଗର ମାମଲାରେ ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ…

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦ୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗାଁର ଦାଦନ ଶ୍ରମିକ ପରିବାରକୁ ସର୍ଦ୍ଦାର ବନ୍ଧକ ରଖି ଟଙ୍କା ଅସୁଲ କରିବା ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି ସମ୍ପୃକ୍ତ ଦାଦନ ସର୍ଦ୍ଦାର ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି…

୪୦ କିଲୋ ଚୋରା ଗଞ୍ଜେଇ ଜବତ ଜଣେ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୪୦ କିଲୋ ଚୋରା ଗଞ୍ଜେଇ ଜବତ ଜଣେ ଗିରଫ

୪୦ କିଲୋ ଚୋରା ଗଞ୍ଜେଇ ଜବତ ଜଣେ ଗିରଫ #ଚୌଦ୍ୱାର(ଏନ୍‌.ଏମ୍‌.): ରାଜ୍ୟରେ ଏବେ ଚୋରା ଗଞ୍ଜେଇ ଚାଲଣ ବୃଦ୍ଧି ପାଇବାରେ ଲାଗିଛି । ଗଞ୍ଜେଇ ମାଫିଆମାନେ ବିଭିନ୍ନ ଉପାୟ ଅବଲମ୍ବନ କରି ପୁଲିସ ତଥା ଅବକାରୀ ବିଭାଗ ଆଖିରେ ଧୁଳି ଦେଇ ବେପାର ଚଳାଇବାକୁ ଉଦ୍ୟମ ଜାରି ରଖିଛନ୍ତି । ତେବେ ରାତିରେ ଜଣେ ଗଞ୍ଜେଇ ବେପାରି ଚୋରାରେ ଗଞ୍ଜେଇ ଚାଲଣ କରିବା ବେଳେ ଚୌଦ୍ୱାର ପୁଲିସ ହାତରେ ଧରାପଡ଼ିଛି…

ଜେଲରୁ ହେଉଛି ଅପରେଟ୍‌: ବ୍ରାଉନସୁଗର କାରବାରର ଗୁମର ଖୋଲିଲା ଖୋର୍ଦ୍ଧା ପୁଲିସ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜେଲରୁ ହେଉଛି ଅପରେଟ୍‌: ବ୍ରାଉନସୁଗର କାରବାରର ଗୁମର ଖୋଲିଲା ଖୋର୍ଦ୍ଧା ପୁଲିସ

ଜେଲରୁ ହେଉଛି ଅପରେଟ୍‌: ବ୍ରାଉନସୁଗର କାରବାରର ଗୁମର ଖୋଲିଲା ଖୋର୍ଦ୍ଧା ପୁଲିସ #ଖୋର୍ଦ୍ଧା(ଏନ୍‌.ଏମ୍‌.): ଜେଲ ଭିତରରୁ ବି ଚାଲିଛି ଅପରାଧ ନିୟନ୍ତ୍ରଣ । ଖୋର୍ଦ୍ଧା ଜେଲ ଭିତରୁ ମାଫିଆମାନେ ଅପରେଟ କରୁଛନ୍ତି ବ୍ରାଉନସୁଗର କାରବାର । ଏହି ଜେଲ ଭିତରୁ ଗୋଟିଏ ମୋବାଇଲ ଫୋନ ଜବତ ହେବା ପରେ ଖୋଲିଛି ଅପରାଧର ଗୁମର । ଖୋର୍ଦ୍ଧା ଟାଉନ ଥାନା ପୁଲିସ ଖୋର୍ଦ୍ଧା ସହରରୁ ଜଣେ ଯୁବତୀଙ୍କ ସମେତ ମୋଟ ୬…

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ
Slider ଅପରାଧ ଦେଶ ବିଦେଶ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ #ନାରାୟଣପାଟଣା(ଏନ୍‌.ଏମ୍‌.): ରାଜ୍ୟରେ ଶ୍ରମିକ ଚାଲଣ ଥମିବାରେ ନାଁ ଧରୁନି । ବିଶେଷ କରି ଘର ପାଖରେ ଧନ୍ଦା ନମିଳିବା ଯୋଗୁଁ ରାଜ୍ୟବାହାରକୁ ଦାଦନ ଖଟିବା ପାଇଁ ରାଜ୍ୟରୁ ଲୋକ ଚାଲିଯାଉଛନ୍ତି । ମାତ୍ର ସେଠାରେ ବିଭିନ୍ନ ନିର୍ଯ୍ୟାତନାର ଶିକାର ହୋଇ ମଧ୍ୟ ଘରକୁ ସହଜରେ ଫେରି ପାରୁନାହାନ୍ତି । ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମୁନାହିଁ ।…

ଲଜ୍ଜା: ସଇତାନ ବାପାର ପାଶବିକ ଅତ୍ୟାଚାର ସହି ନପରି ନାବାଳିକା ଝିଅର ଆତ୍ମହତ୍ୟା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଲଜ୍ଜା: ସଇତାନ ବାପାର ପାଶବିକ ଅତ୍ୟାଚାର ସହି ନପରି ନାବାଳିକା ଝିଅର ଆତ୍ମହତ୍ୟା

ଲଜ୍ଜା: ସଇତାନ ବାପାର ପାଶବିକ ଅତ୍ୟାଚାର ସହି ନପରି ନାବାଳିକା ଝିଅର ଆତ୍ମହତ୍ୟା #କୋଣାର୍କ(ଏନ୍‌.ଏମ୍‌.): ବାପ-ଝିଅ ଭଳି ପବିତ୍ର ସମ୍ପର୍କରେ ବିଷ ମଞ୍ଜି ବୁଣି ଦେଇଛି ସଇତାନ ବାପା । ନିଜର ଯୌନଲାଳସାକୁ ଚରିତାର୍ଥ କରିବା ପାଇଁ ନିଜ ଝିଅକୁ ବ୍ୟବହାର କରିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ତଥା ଲଜ୍ଜାର ବିଷୟ । ଏଭଳି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା କୋଣାର୍କ ଥାନା ଅଞ୍ଚଳରେ । ନାବାଳିକା ଝିଅକୁ…

ପୁରୀଘାଟ ଥାନାର ସଫଳତା: ସୁନା ଅଳଙ୍କାର ସହ ବାଇକ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୁରୀଘାଟ ଥାନାର ସଫଳତା: ସୁନା ଅଳଙ୍କାର ସହ ବାଇକ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

ପୁରୀଘାଟ ଥାନାର ସଫଳତା: ସୁନା ଅଳଙ୍କାର ସହ ବାଇକ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ #କଟକ(ଏନ୍‌.ଏମ୍‌.): କଟକ ଓ ଏହାର ଆଖପାଖ ଅଞ୍ଚଳରେ ଛିନ୍‌ତାଇ କରୁଥିବା ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ୩ ଜଣ କୁଖ୍ୟାତ ଲୁଟେଣାକୁ ଆଜି ପୁରୀଘାଟ ଥାନା ପୁଲିସ ଗିରଫ କରିଛି । ସେମାନଙ୍କ ନିକଟରୁ ୩୧ ଗ୍ରାମ୍ ଓଜନର ତିନୋଟି ସୁନା ଚେନ୍‌,ଗୋଟିଏ ବଜାଜ୍ ପଲସର ବାଇକ(ଓଡି-୦୭-ଏକ୍ୟୁ-୬୧୧୦) ଓ ଗୋଟିଏ ମାଷ୍ଟର…

ମହାନଦୀ ବିହାର ଅଞ୍ଚଳରୁ ୧୨ କ୍ୱିଣ୍ଟାଲ ବିଦ୍ୟୁତ ତାର ଜବତ, ୩ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମହାନଦୀ ବିହାର ଅଞ୍ଚଳରୁ ୧୨ କ୍ୱିଣ୍ଟାଲ ବିଦ୍ୟୁତ ତାର ଜବତ, ୩ ଗିରଫ

ମହାନଦୀ ବିହାର ଅଞ୍ଚଳରୁ ୧୨ କ୍ୱିଣ୍ଟାଲ ବିଦ୍ୟୁତ ତାର ଜବତ, ୩ ଗିରଫ #କଟକ(ଏନ୍‌.ଏମ୍‌.): କଟକ କମିଶନରେଟ ପୁଲିସ ଅଞ୍ଚଳରେ ଏବେ ବଢ଼ିଛି ଚୋରି ଭଳି ଅପରାଧ । ପୁଲିସ ଅପରାଧ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଥିଲେ ମଧ୍ୟ ଏମାନଙ୍କୁ ସାବାଡ କରିବା କଷ୍ଟକର ହୋଇପଡ଼ୁଥିବା ଆଲୋଚନା ହେଉଛି । ତଥାପି ହାର ମାନିନି କମିଶନରେଟ ପୁଲିସ । ଗତ ଶନିବାର ରାତିରେ ସ୍ଥାନୀୟ ମହାନଦୀବିହାର ସାରୁବଣିଆ ଅଞ୍ଚଳରେ…

ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ

ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ ଏବେ କୋଟିପତି ଆରଟିଓ । ସମ୍ପ୍ରତି ବେଆଇନ ସମ୍ପତ୍ତି ଠୁଳ କରି ଶତାଧିକ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଥିବାବେଳେ ସମ୍ପୃକ୍ତ ଆରଟିଓ ଜଣକ ନିଜର ସମ୍ପତ୍ତି ତାଲିକା ବଢ଼ାଇ ଚାଲିଥିଲେ । ଏନେଇ ଅଭିଯୋଗ ହେବାପରେ ତାଙ୍କୁ ଧରିଛି ଭିଜିଲାନ୍ସ । ଏହି କୋଟିପତି ବୌଦ୍ଧ ଆରଟିଓ ଜଣକ ହେଉଛନ୍ତି ବସନ୍ତ କୁମାର ମହାପାତ୍ର । ତାଙ୍କର ରାଜଧାନୀରେ ଫ୍ଲାଟ…

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଅସୁସ୍ଥ ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି । ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା । ଭରତପୁର ଜଙ୍ଗଲରୁ ଅସୁସ୍ଥ ଦନ୍ତା ହାତୀଟିକୁ ଠାବ କରାଯାଇଥିଲା । ଅସୁସ୍ଥ ହାତୀର…

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ #ପାଟଣାଗଡ଼(ଏନ୍‌.ଏମ୍‌.): ୩ ଦିନ ହେଲା ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇ ଆଉ ଘରକୁ ଫେରି ନଥିଲେ ଯୁବକ । ପତ୍ନୀ ଚାରିଆଡ଼େ ସ୍ୱାମୀକୁ ଖୋଜି ବୁଲୁଥିଲେ ହେଲେ ପତ୍ତା ପାଉ ନଥିଲେ । ଶେଷରେ ଗାଁର ଏକ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍ । ଏପରି ଏକ ଘଟଣା ବଲାଙ୍ଗିର ଜିଲ୍ଲା ପାଟଣାଗଡ଼…

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ #ପୁରୀ(ଏନ୍‌.ଏମ୍‌.): କଥାରେ ଅଛି ବାଡ଼ ଯଦି ଫସଲ ଖାଇବ ତେବେ ଜଗିବ କିଏ? ଏଭଳି ଘଟଣା ଦେଖିବାକୁ ମିଳିଛି ଜଗନ୍ନାଥ ଧାମ ପୁରୀରେ । ସୂଚନା ଅନୁଯାୟୀ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଚୋରି କରି ଜଣେ ପିଅନ ଧରାପଡ଼ିଛନ୍ତି । ତାଙ୍କ ନାଁ ପ୍ରଦୀପ୍ତ କୁମାର ମହାପାତ୍ର । ତାଙ୍କ ଠାରୁ…

ବେଆଇନ ଲିଙ୍ଗ ନିରୁପଣ କରିବା ଅଭିଯୋଗ: ଡାକ୍ତରଙ୍କ ଘରେ ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ, ମେସିନ ଜବତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବେଆଇନ ଲିଙ୍ଗ ନିରୁପଣ କରିବା ଅଭିଯୋଗ: ଡାକ୍ତରଙ୍କ ଘରେ ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ, ମେସିନ ଜବତ

ବେଆଇନ ଲିଙ୍ଗ ନିରୁପଣ କରିବା ଅଭିଯୋଗ: ଡାକ୍ତରଙ୍କ ଘରେ ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ, ମେସିନ ଜବତ #କଟକ (ଏନ୍‌.ଏମ୍‌.): କଟକ ସହରରେ ଛତୁଫୁଟିଲା ଭଳି ଘରୋଇ ନର୍ସିଂହୋମ ଚାଲିଥିବାବେଳେ ଅନେକ ବେଆଇନ କାର୍ଯ୍ୟ ଚାଲୁଥିବାର ଅଭିଯୋଗ ମଧ୍ୟ ଉଠୁଛି । ତେବେ କେତେକସ୍ଥାନରେ ଲିଙ୍ଗ ନିରୁପଣ ଭଳି ବେଆଇନ କାର୍ଯ୍ୟ ନର୍ସିଂହୋମରେ କରାନଯାଇ କିଛି ଡାକ୍ତରମାନେ ନିଜ ଆବାସରେ ଚଳାଇଥିବା ଅଭିଯୋଗ ହୋଇଥିଲା । ତେବେ ଆଜି ଲିଙ୍ଗ ନିରୂପଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଅମିନ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଅମିନ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଅମିନ #ବଲାଙ୍ଗୀର(ଏନ୍‌.ଏମ୍‌.): ଜମି ଡିମାର୍କେସନ ପାଇଁ ଅମିନ ଜଣକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଯାଇଛନ୍ତି । ୮ ହଜାର ଟଙ୍କା ଲାଞ୍ଚ ନେଇ ସମ୍ପୃକ୍ତ ଅମିନଙ୍କୁ ମାଡିବସିଛି ଭିଜିଲାନ୍ସ । ଏପରି ଏକ ଘଟଣା ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲରେ ଘଟିଛି । ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଅମିନଜଣକ ହେଲେ ନିରମଲେନ୍ଦୁ କବି ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ,…

ମା’ଜୟଦୁର୍ଗା ମନ୍ଦିରରୁ ଲୁଟ ଘଟଣାର ପର୍ଦ୍ଦାଫାସ: ୪ଜଣ ଗିରଫ, ଚୋରି ସାମଗ୍ରୀ ଜବତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମା’ଜୟଦୁର୍ଗା ମନ୍ଦିରରୁ ଲୁଟ ଘଟଣାର ପର୍ଦ୍ଦାଫାସ: ୪ଜଣ ଗିରଫ, ଚୋରି ସାମଗ୍ରୀ ଜବତ

ମା’ଜୟଦୁର୍ଗା ମନ୍ଦିରରୁ ଲୁଟ ଘଟଣାର ପର୍ଦ୍ଦାଫାସ: ୪ଜଣ ଗିରଫ, ଚୋରି ସାମଗ୍ରୀ ଜବତ #କଟକ (ଏନ୍‌.ଏମ୍‌.): କଟକ ସହରର ବିଭିନ୍ନ ଧର୍ମାନୁଷ୍ଠାନ ତଥା ମଠ ମନ୍ଦିରରୁ ଗତ କିଛି ଦିନ ଧରି ଲୁଟ ଆଦି ହେଉଥିବା ବିଭିନ୍ନ ଥାନାରେ ଅଭିଯୋଗ ହେଉଥିବାବେଳେ ଆଜି କମିଶନରେଟ ପୁଲିସ ପକ୍ଷରୁ କିଛି ଲୁଟେରାମାନଙ୍କୁ ଗିରଫ କରାଯାଇଛି । ସ୍ଥାନୀୟ ମଧୁପାଟଣା ଥାନା ଅଞ୍ଚଳର ଦରଘାପାଟଣା ଅଞ୍ଚଳର ମା’ଜୟଦୁର୍ଗା ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗରେ…