ମାଗଣା କର୍କଟ ରୋଗ ଶିବିରରେ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପରଖିଲେ ମନ୍ତ୍ରୀ ପ୍ରତାପ ଜେନା
ମାଗଣା କର୍କଟ ରୋଗ ଶିବିରରେ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପରଖିଲେ ମନ୍ତ୍ରୀ ପ୍ରତାପ ଜେନା [caption id="attachment_4477" align="alignnone" width="300"] ଫଟୋ- ରମେଶ ଦାସ (ମାହାଙ୍ଗା)[/caption] ମାହାଙ୍ଗା(ଏନ୍.ଏମ୍.): କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଜଳେଶ୍ୱରପୁର ପଞ୍ଚାୟତ ଅଧିନସ୍ଥ ବଣୁଆ ମହାପୁରୁଷ ପୀଠରେ ମନ୍ତ୍ରୀ ପ୍ରତାପ ଜେନା ମିଶନ ଶକ୍ତିର…




















