ସ୍ଥାୟୀ ନିଯୁକ୍ତି ଦାବିକରି ଆୟୁଷ ଡାକ୍ତର ଅସହଯୋଗ ଆନ୍ଦୋଳନ
ସ୍ଥାୟୀ ନିଯୁକ୍ତି ଦାବିକରି ଆୟୁଷ ଡାକ୍ତର ଅସହଯୋଗ ଆନ୍ଦୋଳନ କୋଣାର୍କ(ଏନ୍.ଏମ୍.): ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନଙ୍କ ସ୍ଥାୟୀ ନିଯୁକ୍ତି ଦାବି କରି ଗତ ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ କର୍ତ୍ତବ୍ୟରେ ରହି ‘ଅସହଯୋଗ ଆନ୍ଦୋଳନ’ ଜାରିରଖିଛି ଅଲ ଓଡିଶା ଆୟୁଷ ଡାକ୍ତର ଆସୋସିଏସନ୍…



















