କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭୁବନେଶ୍ୱର (ଏନ୍.ଏମ୍.): ‘ବୋଧହୁଏ ଆମେ ପିକ୍ ଅତିକ୍ରମ କରିଗଲେଣି । ସ୍ଥିତି ଏବେ ତଳମୁହାଁ ହେଉଛି ।’ ସମ୍ପ୍ରତି ରାଜ୍ୟରେ କୋଭିଡ ସ୍ଥିତି ନେଇ ଏକଥା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ସେ…




















