୫-ଟି ଅଧିନସ୍ଥ ଆମ ହସ୍ପିଟାଲ ରୂପାନ୍ତିକରଣ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ କମିଟି ପ୍ରଥମ ବୈଠକ
୫-ଟି ଅଧିନସ୍ଥ ଆମ ହସ୍ପିଟାଲ ରୂପାନ୍ତିକରଣ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ କମିଟି ପ୍ରଥମ ବୈଠକ [caption id="attachment_8679" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍.ଏମ୍.): ରାଜ୍ୟର ସମସ୍ତ ଜିଲ୍ଲାରେ ସଦର ମହକୁମା, ଉପଖଣ୍ଡମାନଙ୍କରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଚିକିତ୍ସାଳୟ ଗୁଡିକୁ ୫ଟି ଆଧାରରେ ‘ଆମ ହସ୍ପିଟାଲ’ ରୁପାନ୍ତିକରଣ କାର୍ଯ୍ୟକ୍ରମ ଜରିଆରେ ଉନ୍ନତିକରଣ କରାଯିବ । ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟରେ କଟକ ଜିଲ୍ଲାର ୯ଟି ବିଧାନସଭା…




















