ସହିଦନଗର ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ସହିଦନଗର ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ

ସହିଦନଗର ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ତଥା ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଏବଂ ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପି. ଗୋପିଚାନ୍ଦ ଆଜି ପୂର୍ବାହ୍ନରେ ସହିଦନଗରସ୍ଥିତ ଓଡିଶା ବ୍ୟାଡମିଣ୍ଟନ ଏକାଡେମୀ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ସେ ଏଠାକାର ପ୍ରଶିକ୍ଷାର୍ଥୀ, ବୈଷୟିକ କର୍ମଚାରୀ ଓ କୋଚମାନଙ୍କ ସହ ତାଲିମ ଓ ଅନ୍ୟାନ ବିଷୟରେ ଆଲୋଚନା କରିଥିଲେ ।…

ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ

ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ #ଭୁବନେଶ୍ୱର(ଏନ୍‌.ଏମ୍‌.): କୋଭିଡ୍‌-୧୯ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି. ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ…

ଚୋରି ମୋବାଇଲ ଫେରାଇଲା କଟକ କମିଶନରେଟ ପୁଲିସ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୋରି ମୋବାଇଲ ଫେରାଇଲା କଟକ କମିଶନରେଟ ପୁଲିସ

ଚୋରି ମୋବାଇଲ ଫେରାଇଲା କଟକ କମିଶନରେଟ ପୁଲିସ କଟକ(ଏନ୍‌.ଏମ୍‌.): କଟକ ସହର ଓ ଏହାର ଆଖପାଖ ଅଞ୍ଚଳରେ ଚୋରି ହୋଇଥିବା ବାଇକ୍ ଓ ସାଇକେଲ୍‌କୁ ଉଦ୍ଧାର କରି ସ୍ୱତନ୍ତ୍ର ମେଳାରେ ମାଲିକମାନଙ୍କୁ ହସ୍ତାନ୍ତର କରିବା ପରେ ଆଜି ଶତାଧିକ ମୋବାଲ୍‌କୁ ଫୋନ୍ ଫେରସ୍ତ କରିଛି କମିଶନରେଟ ପୁଲିସ । ଚୋରି ଓ ହଜିଯାଇଥିବା ମୋବାଇଲଗୁଡିକୁ ଜବତ ପରେ ତାହାର ମାଲିକମାନଙ୍କୁ ମୋବାଇଲ ମେଳା ମାଧ୍ୟମରେ କଟକ କମିଶନରେଟ ପୁଲିସ ଆଜି…

ସାହାରାରେ ଅର୍ଥ ଜମା ନକରିବାକୁ ସଚେତନତା କାର୍ଯ୍ୟକ୍ରମ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସାହାରାରେ ଅର୍ଥ ଜମା ନକରିବାକୁ ସଚେତନତା କାର୍ଯ୍ୟକ୍ରମ

ସାହାରାରେ ଅର୍ଥ ଜମା ନକରିବାକୁ ସଚେତନତା କାର୍ଯ୍ୟକ୍ରମ କଟକ(ଏନ୍‌.ଏମ୍‌.): ଦୀର୍ଘ ୫ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଜମାକର୍ତ୍ତାଙ୍କୁ ମ୍ୟାଚୁରିଟି ପ୍ରାପ୍ୟ ପ୍ରଦାନ କରିପାରୁନଥିବା ବେଳେ ଏବେ ବି ଅଧିକ ସୁଧ ଲାଳସା ଦେଖାଇ ଜମାକର୍ତ୍ତାଙ୍କୁ ଶୋଷଣ କରୁଥିବା ଅଭିଯୋଗରେ ସାହାରା ଇଣ୍ଡିଆ ସଂସ୍ଥା ବିରୁଦ୍ଧରେ ଦିନକୁ ଦିନ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଜନସାଧାରଣଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ସାହାରା ଜମାକର୍ତ୍ତା ସୁରକ୍ଷା ମଞ୍ଚ ପକ୍ଷରୁ…

ଖାକିରେ କଳଙ୍କ: ଫାଣ୍ଡିରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ହୋମଗାର୍ଡଙ୍କ ସମେତ ୩ ଅଟକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଖାକିରେ କଳଙ୍କ: ଫାଣ୍ଡିରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ହୋମଗାର୍ଡଙ୍କ ସମେତ ୩ ଅଟକ

ଖାକିରେ କଳଙ୍କ: ଫାଣ୍ଡିରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ହୋମଗାର୍ଡଙ୍କ ସମେତ ୩ ଅଟକ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.) : କଟକ ଜିଲ୍ଲା ଟାଙ୍ଗୀ ଥାନା ମଙ୍ଗୁଳି ପୁଲିସ୍ ଆଉଟପୋଷ୍ଟ ଭିତରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଡ୍ୟୁଟି ସମୟରେ ଜଣେ ହୋମଗାର୍ଡ ଏହି କାଣ୍ଡ ଘଟାଇଥିବା ମହିଳାଜଣକ ଅଭିଯୋଗ ଆଣିଛନ୍ତି । ଏହି ଘଟଣା ସାମ୍ନାକୁ ଆସିବାପରେ ପୁଲିସ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ହୋମଗାର୍ଡଙ୍କ…

ସିଏମ୍‌ସି କଲ୍ୟାଣ ମଣ୍ଡପ ଦୁର୍ନୀତି:୨କୋଟି ୧୦ଲକ୍ଷ ୪୩ହଜାର ଆତ୍ମସାତ, ପୂର୍ବତନ ତତ୍ତ୍ୱାବଧାରକଙ୍କ ନାମରେ ଏତଲା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସିଏମ୍‌ସି କଲ୍ୟାଣ ମଣ୍ଡପ ଦୁର୍ନୀତି:୨କୋଟି ୧୦ଲକ୍ଷ ୪୩ହଜାର ଆତ୍ମସାତ, ପୂର୍ବତନ ତତ୍ତ୍ୱାବଧାରକଙ୍କ ନାମରେ ଏତଲା

ସିଏମ୍‌ସି କଲ୍ୟାଣ ମଣ୍ଡପ ଦୁର୍ନୀତି:୨କୋଟି ୧୦ଲକ୍ଷ ୪୩ହଜାର ଆତ୍ମସାତ, ପୂର୍ବତନ ତତ୍ତ୍ୱାବଧାରକଙ୍କ ନାମରେ ଏତଲା କଟକ(ଏନ୍‌.ଏମ୍‌.): ସିଏମସି କଲ୍ୟାଣ ମଣ୍ଡପ ଦୁର୍ନୀତିର ଖୋଳତାଡ଼ ଆରମ୍ଭ ହୋଇଛି । ଦୀର୍ଘ ବର୍ଷ ପରେ ପୁଣି ଏହି ମାମଲା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସିଏମସି କଲ୍ୟାଣ ମଣ୍ଡପର ଦୁର୍ନୀତିକୁ ନେଇ ସିଏମ୍‌ସି ପକ୍ଷରୁ ପୂର୍ବତନ ତତ୍ତ୍ୱାବଧାରକ ପ୍ରଦୀପ ସାମଲ ଓ ତତ୍‌କାଳୀନ ଡେପୁଟି ସେକ୍ରେଟାରୀ ନିର୍ମଳ ନାୟକଙ୍କ ନାମରେ ସ୍ଥାନୀୟ ପୁରୀଘାଟ…

କଟକରେ ବଢ଼ୁଛି ଧଳା ଜହର କାରବାର: ୨୦ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗର ଜବତ, ୧ ଗିରଫ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକରେ ବଢ଼ୁଛି ଧଳା ଜହର କାରବାର: ୨୦ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗର ଜବତ, ୧ ଗିରଫ

କଟକରେ ବଢ଼ୁଛି ଧଳା ଜହର କାରବାର: ୨୦ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗର ଜବତ, ୧ ଗିରଫ କଟକ (ଏନ୍‌.ଏମ୍‌.): ଲାଲବାଗ ଥାନା ପୁଲିସ ଆଜି ଜଣେ ଆନ୍ତରାଜ୍ୟ ବ୍ରାଉନ ସୁଗର ଚାଲାଣକାରୀକୁ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ବିଡାନସୀ ଥାନା ଅନ୍ତର୍ଗତ ତୁଳସୀପୁର ଖ୍ରୀଷ୍ଟିଆନ ସାହିର ରାଜା ଓରଫ ଜିତେନ୍ଦ୍ର ବସ୍ତିଆ(୩୦) ବୋଲି ଜଣାପଡ଼ିଛି । ଗିରଫ ଅଭିଯୁକ୍ତ ନିକଟରୁ ୨୭୦ ଗ୍ରାମ ଓଜନର ଧଳା ଜହର…

ମହାନଦୀରେ ଗାଧୋଇବା କାଳ ହେଲା: ୪ ସାଙ୍ଗଙ୍କ ମୃତଦେହ ଉଦ୍ଧାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମହାନଦୀରେ ଗାଧୋଇବା କାଳ ହେଲା: ୪ ସାଙ୍ଗଙ୍କ ମୃତଦେହ ଉଦ୍ଧାର

ମହାନଦୀରେ ଗାଧୋଇବା କାଳ ହେଲା: ୪ ସାଙ୍ଗଙ୍କ ମୃତଦେହ ଉଦ୍ଧାର କଟକ(ଏନ୍‌.ଏମ୍‌.): ମହାନଦୀରେ ଗାଧୋଇବାକୁ ଯାଇ ଫେରିନଥିଲେ ୪ସାଙ୍ଗ । ଗତକାଲି ମହାନଦୀକୁ ଯାଇଥିବାବେଳେ ବିଳମ୍ବିତ ରାତିରେ ଜଣେ ଏବଂ ଆଜି ୩ଜଣଙ୍କ ମୃତ ଦେହ ଉଦ୍ଧାର ହେବା ପରେ ଅଞ୍ଚଳରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ସ୍କୁଲରୁ ଫେରିବା ପରେ ଘରେ ବାହାନା କରି ନଦୀ ଘାଟକୁ ଚାଲି ଯାଇଥିବା ସମସ୍ତ ୪ ଛାତ୍ରଙ୍କ ମୃତଦେହ…

ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ

ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ ଭୁବନେଶ୍ୱର(ଏନ୍‌.ଏମ୍‌.): ଭାରତୀୟ ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ବିଧାନସଭା ସଚିବାଳୟ ତରଫରୁ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶପଥପାଠ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଯୋଗଦେଇ ବିଧାନସଭା ସଚିବାଳୟ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ସମ୍ବିଧାନ ପ୍ରତି ଆନୁଗତ୍ୟ ରକ୍ଷା କରିବା ପାଇଁ ତଥା ଶ୍ରଦ୍ଧା ଓ ନିଷ୍ଠାର ସହ…

ଇମ୍ଫାର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଇମ୍ଫାର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ

ଇମ୍ଫାର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାରସ୍ଥିତ ଇମ୍ଫା ଶିଳ୍ପଗୋଷ୍ଠୀର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ କରାଯାଇଛି । ଇମ୍ଫାର ସାମାଜିକ ଓ ଦାୟିତ୍ୱବୋଧ ଶାଖା ତରଫରୁ ଚୌଦ୍ୱାର ଯାତ୍ରା ପଡ଼ିଆରେ ଅବସ୍ଥିତ ୟୁନିଅନ୍ ସ୍ପୋର୍ଟିଙ୍ଗ୍ କ୍ଲବ୍ ପରିସରରେ ଏକ କୋଭିଡ଼ ଟୀକାକରଣ କେନ୍ଦ୍ର କରାଯାଇ ଚୌଦ୍ୱାର ଅଞ୍ଚଳବାସୀଙ୍କୁ ଟୀକା ପ୍ରଦାନ କରାଯାଇଥିଲା ।…

୧୪୦କୋଟି ଟଙ୍କାର ଋଣ ଫାଙ୍କୁଛି କମ୍ପାନୀ: ଜଗତପୁର ଶିଳ୍ପାଞ୍ଚଳରେ ସିବିଆଇ ଚଢାଉ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

୧୪୦କୋଟି ଟଙ୍କାର ଋଣ ଫାଙ୍କୁଛି କମ୍ପାନୀ: ଜଗତପୁର ଶିଳ୍ପାଞ୍ଚଳରେ ସିବିଆଇ ଚଢାଉ

୧୪୦କୋଟି ଟଙ୍କାର ଋଣ ଫାଙ୍କୁଛି କମ୍ପାନୀ: ଜଗତପୁର ଶିଳ୍ପାଞ୍ଚଳରେ ସିବିଆଇ ଚଢାଉ କଟକ(ଏନ୍‌.ଏମ୍‌.): ଜଗତପୁର ଶିଳ୍ପାଞ୍ଚଳରରେ ଥିବା ଏକ କମ୍ପାନୀ ନକଲି କାଗଜପତ୍ର ଦେଇ ୨ଟି ବ୍ୟାଙ୍କରୁ କୋଟିକୋଟି ଟଙ୍କା ଋଣ ନେଇ ନଶୁଝିବା ଘଟଣାରେ ଆଜି ସଂପୃକ୍ତ କମ୍ପାନୀ ଉପରେ ସିବିଆଇ ଚଢଉ କରିଛି । ଏସ୍ ଆର୍ ଆଲକୋଭେଦ ପ୍ରାଇଭେଟ ଲିମିଟେଡ୍ ନାମକ ଏକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ରଞ୍ଜନ କୁମାର ପାଢି ପ୍ରଥମେ ୭୭ କୋଟି…

ବାରବାଟୀ-କଟକ ବିଧାୟକଙ୍କ ଦ୍ୱାରା ବସ୍ତି ବାସିନ୍ଦାଙ୍କୁ କମ୍ବଳ ବଣ୍ଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ବାରବାଟୀ-କଟକ ବିଧାୟକଙ୍କ ଦ୍ୱାରା ବସ୍ତି ବାସିନ୍ଦାଙ୍କୁ କମ୍ବଳ ବଣ୍ଟନ

ବାରବାଟୀ-କଟକ ବିଧାୟକଙ୍କ ଦ୍ୱାରା ବସ୍ତି ବାସିନ୍ଦାଙ୍କୁ କମ୍ବଳ ବଣ୍ଟନ କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଅନ୍ତର୍ଗତ ୩ ନମ୍ବର ୱାର୍ଡ ଷଣ୍ଢ ଆଶ୍ରମ ସ୍ଥିତ ବସ୍ତି, ୭ ନମ୍ବର ୱାର୍ଡର ଇଦ୍‌ଘା ଓ ୨୬ ନମ୍ବର ୱାର୍ଡର କାଠଗଡା ସାହି ଆଦି ବସ୍ତି ଅଞ୍ଚଳର ବାସିନ୍ଦାଙ୍କ ମଧ୍ୟରେ ବାରବାଟୀ-କଟକ ବିଧାୟକ ଇଂ ମହମ୍ମଦ ମୋକିମ ଶୀତବସ୍ତ୍ର ବିତରଣ କରିଛନ୍ତି । ବସ୍ତିର ଗରିବ, ଅସହାୟ, ବରିଷ୍ଠ ବୃଦ୍ଧ–ବୃଦ୍ଧାମାନଙ୍କୁ କମ୍ବଳ ପ୍ରଦାନ…

୨୬ରୁ ୨୮ ଏସସିବି ପ୍ଲାଟିନମ ଜୁବୁଲି ଉଦଯାପନୀ: ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

୨୬ରୁ ୨୮ ଏସସିବି ପ୍ଲାଟିନମ ଜୁବୁଲି ଉଦଯାପନୀ: ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

୨୬ରୁ ୨୮ ଏସସିବି ପ୍ଲାଟିନମ ଜୁବୁଲି ଉଦଯାପନୀ: ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ କଟକ(ଏନ୍‌.ଏମ୍‌.): ଦୀର୍ଘ ୭୫ଦିନ ଧରି ଚାଲିଥିବା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପ୍ଲାଟିନମ ଜୁବୁଲି ଓ ଏସସିବିଆନ ଗ୍ଲୋବାଲ କନକ୍ଲେଭ ଉଦଯାପିତ ହେବାକୁ ଯାଉଛି । ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଉଦଯାପନୀ କାର୍ଯ୍ୟକ୍ରମ ଆରମ୍ଭ ହେବ । ୨୬ ତାରିଖରେ ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥି…

‘ଓମ୍‌ସା’ର ୬୮ତମ ବାର୍ଷିକ ସମ୍ମିଳନୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

‘ଓମ୍‌ସା’ର ୬୮ତମ ବାର୍ଷିକ ସମ୍ମିଳନୀ

‘ଓମ୍‌ସା’ର ୬୮ତମ ବାର୍ଷିକ ସମ୍ମିଳନୀ କେବଳ ଦେହର ଚିକିତ୍ସା ନୁହେଁ, ଆତ୍ମାର ଚିକିତ୍ସା ମଧ୍ୟ ଜରୁରୀ: ରାଜ୍ୟପାଳ ଭୁବନେଶ୍ୱର(ଏନ୍‌.ଏମ୍‌.): ମଣିଷ ବସ୍ତୁତଃ ଏକ ଆତ୍ମା ଯେ ଦେହରେ ଅବସ୍ଥାନ କରେ । କେବଳ ଦେହର ଚିକିତ୍ସା ନୁହେଁ, ଆତ୍ମା ଓ ମନର ଚିକିତ୍ସା ଏକାନ୍ତ ଜରୁରୀ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି । ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ୍ (ଓମ୍‌ସା)ର ୬୮ତମ ବାର୍ଷିକ ଉତ୍ସବରେ ଯୋଗଦେଇ…

‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରିତା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରିତା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରିତା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ ୨୦୨୨ ମସିହା ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟରେ ୧୩,୦୨୦ ଏସ୍‌ସି, ଏସ୍‌ଟି ଏବଂ ଓବିସି ଯୁବବର୍ଗଙ୍କୁ ଦକ୍ଷତା ବିକାଶ ତାଲିମ ସହ ନିଯୁକ୍ତି ଲକ୍ଷ୍ୟ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-‘ଟି’ ଉପକ୍ରମରେ ‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରିତା ନିମନ୍ତେ ଏକ ବୁଝାମଣାପତ୍ର…

ୱାର୍ଲଡ ସ୍କିଲ ସେଣ୍ଟରରେ ଆରମ୍ଭ ହେଲା ପ୍ରଥମ ବ୍ୟାଚ୍ ପାଠ୍ୟକ୍ରମ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ୱାର୍ଲଡ ସ୍କିଲ ସେଣ୍ଟରରେ ଆରମ୍ଭ ହେଲା ପ୍ରଥମ ବ୍ୟାଚ୍ ପାଠ୍ୟକ୍ରମ

ୱାର୍ଲଡ ସ୍କିଲ ସେଣ୍ଟରରେ ଆରମ୍ଭ ହେଲା ପ୍ରଥମ ବ୍ୟାଚ୍ ପାଠ୍ୟକ୍ରମ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧୀନରେ ୱାର୍ଲଡ ସ୍କିଲ ସେଣ୍ଟରଠାରେ ପ୍ରଥମ ବ୍ୟାଚ୍ ଉନ୍ନତ ସ୍କିଲ ପାଠ୍ୟକ୍ରମ ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଯାଇଛି । ଏହା ନେଇ ୱାର୍ଲଡ ସ୍କିଲ ସେଣ୍ଟରଠାରେ ଏକ ଭବ୍ୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଦିତ୍ୟ ବିରଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡକ୍ଟର ସନ୍ତୃପ୍ତ ମିଶ୍ର…

ବିଜେପି କଟକ ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ହେଲେ ସୌମେନ୍ଦ୍ର ପଲାଇ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପି କଟକ ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ହେଲେ ସୌମେନ୍ଦ୍ର ପଲାଇ

ବିଜେପି କଟକ ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ହେଲେ ସୌମେନ୍ଦ୍ର ପଲାଇ କଟକ(ଏନ୍‌.ଏମ୍‌.): ଭାରତୀୟ ଜନତା ପାର୍ଟି ଓବିସି ମୋର୍ଚ୍ଚା କଟକ ନଗର ସାଧାରଣ ସମ୍ପାଦକ ଭାବେ ସୌମେନ୍ଦ୍ର ପଲାଇ ମନୋନୀତ ହୋଇଛନ୍ତି । ସେ ତୃଣମୂଳସ୍ତରରୁ ମୋର୍ଚ୍ଚାର ଦାୟିତ୍ୱ ତୁଳାଇବା ସହିତ ଦଳକୁ ସାଙ୍ଗଠନିକ ମଜବୁତ କରିବାର ପ୍ରତିଶୁତି ବଦ୍ଧ । ଏହି ଦାୟିତ୍ୱ ପାଇଁ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ…

ଜନଶିକ୍ଷଣ ସଂସ୍ଥା ପକ୍ଷରୁ ଛତୁ ଉତ୍ପାଦକ ନିମନ୍ତେ ପ୍ରଶିକ୍ଷଣ ଶିବିର
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜନଶିକ୍ଷଣ ସଂସ୍ଥା ପକ୍ଷରୁ ଛତୁ ଉତ୍ପାଦକ ନିମନ୍ତେ ପ୍ରଶିକ୍ଷଣ ଶିବିର

ଜନଶିକ୍ଷଣ ସଂସ୍ଥା ପକ୍ଷରୁ ଛତୁ ଉତ୍ପାଦକ ନିମନ୍ତେ ପ୍ରଶିକ୍ଷଣ ଶିବିର ବଡ଼ମ୍ବା(ଏନ୍‌.ଏମ୍‌.): ଜନଶିକ୍ଷଣ ସଂସ୍ଥା ପକ୍ଷରୁ ବଡ଼ମ୍ବା ବ୍ଲକ ଗୋପାଳପୁର ଠାରେ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ଜନ ଶିକ୍ଷଣ ନିର୍ଦ୍ଦେଶାଳୟର କଟକ ସିଡିଏ ଜନ ଶିକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଛତୁ ଚାଷୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏକ ପ୍ରଶିକ୍ଷଣ କେନ୍ଦ୍ର ପରିଚ।।ଳନା କରାଯିବାର ବ୍ୟବସ୍ଥା କରାଯାଇଛି । ଏହି ଉପଲକ୍ଷେ ଅମାତିଆ ଗ୍ରାମ…

ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ପ୍ରସଂଗକୁ ନେଇ ବିବାଦ: ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ନିର୍ବାଚନ କମିସନଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ପ୍ରସଂଗକୁ ନେଇ ବିବାଦ: ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ନିର୍ବାଚନ କମିସନଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ପ୍ରସଂଗକୁ ନେଇ ବିବାଦ: ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ନିର୍ବାଚନ କମିସନଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କଟକ(ଏନ୍‌.ଏମ୍‌.): ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ ପ୍ରସଂଗକୁ ନେଇ ଦାୟର ମାମଲାରେ ରାଜ୍ୟ ନିର୍ବାଚନ କମିସନଙ୍କ ନିକଟରୁ ହାଇକୋର୍ଟ ଜବାବ ତଲବ କରିଛନ୍ତି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ବୀରେନ୍ଦ୍ର ଦାସଙ୍କ ଆବେଦନର ଶୁଣାଣି…

ବିଶ୍ୱପ୍ରସିଦ୍ଧ ସମ୍ବଲପୁରୀ ବାନ୍ଧକଳା ଓ ଚିତ୍ରକଳାର ଯୁଗଳବନ୍ଦୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଶ୍ୱପ୍ରସିଦ୍ଧ ସମ୍ବଲପୁରୀ ବାନ୍ଧକଳା ଓ ଚିତ୍ରକଳାର ଯୁଗଳବନ୍ଦୀ

ବିଶ୍ୱପ୍ରସିଦ୍ଧ ସମ୍ବଲପୁରୀ ବାନ୍ଧକଳା ଓ ଚିତ୍ରକଳାର ଯୁଗଳବନ୍ଦୀ ଉନ୍ମୋଚିତ ହେଲା ମୁକ୍ତାକାଶ ଆର୍ଟ ଗ୍ୟାଲେରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ବଲପୁର ଜିଲ୍ଲାର ଧନକଉଡା ବ୍ଲକ କର୍ଡୋଲା ଗାଁରେ ୪ ଦିନ ଧରି ଓଡ଼ିଶା ଲଳିତ କଳା ଏକାଡେମୀ ଓ ସମ୍ବଲପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଅନୁଷ୍ଠିତ ପାରମ୍ପରିକ ସମ୍ବଲପୁରୀ ବସ୍ତ୍ରର ରୂପାଙ୍କନ ଆଧାରିତ ଚିତ୍ରକଳା ଶିବିର ଉଦଯାପିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ଓଡ଼ିଶାର ପଶ୍ଚିମାଞ୍ଚଳ ଶିଳ୍ପୀମାନଙ୍କୁ ପ୍ରୋତ୍ସାହିତ କରିବା ସହ…