‘ଆଶୀର୍ବାଦ’ ଯୋଜନାର ସଫଳ ପରିଚାଳନା ପାଇଁ ଏମଆଇଏସ ପୋର୍ଟାଲ ଲୋକାର୍ପିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

‘ଆଶୀର୍ବାଦ’ ଯୋଜନାର ସଫଳ ପରିଚାଳନା ପାଇଁ ଏମଆଇଏସ ପୋର୍ଟାଲ ଲୋକାର୍ପିତ

‘ଆଶୀର୍ବାଦ’ ଯୋଜନାର ସଫଳ ପରିଚାଳନା ପାଇଁ ଏମଆଇଏସ ପୋର୍ଟାଲ ଲୋକାର୍ପିତ କୋଭିଡ୍‌ରେ ପ୍ରଭାବିତ ଶିଶୁମାନଙ୍କୁ ଆର୍ଥିକ ସହାୟତା ସହ ମାନସିକ ଓ ସାମାଜିକ ସହାୟତା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ ଭୁବନେଶ୍ୱର(ଏନ୍‌.ଏମ୍‌.): ଚଳିତ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ‘ଆଶୀର୍ବାଦ’ ଯୋଜନାର ସଫଳ ଅନ୍‌ଲାଇନ୍ ପରିଚାଳନା ପାଇଁ (ଏମ୍‌ଆଇଏସ୍‌) ପୋର୍ଟାଲ ଲୋକାର୍ପିତ…

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁ ଦିବସ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁ ଦିବସ

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁ ଦିବସ ଭୁବନେଶ୍ୱର (ଏନ୍‌.ଏମ୍‌.): ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଶିଶୁ କଲ୍ୟାଣ ପରିଷଦର ମିଳିତ ଆନୁକୁଲ୍ୟରେ ହୋଟେଲ ଦି ନିୟୁ ମ୍ୟାରିଅନ ଠାରେ ଶିଶୁ ଦିବସ -୨୦୨୧ ସମାରୋହ ପାଳିତ ହୋଇଯାଇଛି । ଶିଶୁ ଦିବସ ଉପଲକ୍ଷେ ଏହା ଅଧୀନରେ ଥିବା ଛଅ ଗୋଟି ବାଳାଶ୍ରମରେ ଦୁଇଟି (ବରିଷ୍ଠ ଓ କନିଷ୍ଠ)…

କଟକରେ ସଫେଇ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସଦସ୍ୟ ଜାତୀୟ ଆୟୋଗଙ୍କ କଟକ ଆଗମନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

କଟକରେ ସଫେଇ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସଦସ୍ୟ ଜାତୀୟ ଆୟୋଗଙ୍କ କଟକ ଆଗମନ

କଟକରେ ସଫେଇ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସଦସ୍ୟ ଜାତୀୟ ଆୟୋଗଙ୍କ କଟକ ଆଗମନ କଟକ(ଏନ୍‍ଏମ୍‍.): ଜାତୀୟ ଆୟୋଗ ସଦସ୍ୟ ସଫେଇ କର୍ମଚାରୀ ଡକ୍ଟର ପି.ପି. ଭାଭା କଟକ ମହାନଗର ନିଗମ ସଫେଇ କର୍ମଚାରୀଙ୍କ ସମ୍ପର୍କରେ ଏକ ସମୀକ୍ଷା କରିଛନ୍ତି । ମହାନଗର ନିଗମ ଏମଏସ ଆକ୍ଟ ୨୦୧୩ର କାର୍ଯ୍ୟକାରିତାକୁ ସମୀକ୍ଷା କରିବା ପାଇଁ ସେ କଟକ ଆସିଥିଲେ । ଏହି ଅବସରରେ ସଫେଇ କର୍ମଚାରୀ ୟୁନିଅନର ପ୍ରତିନିଧିଙ୍କୁ ଭେଟି ସେମାନଙ୍କ…

ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟ ଅଗ୍ରଗତି ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟ ଅଗ୍ରଗତି ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟ ଅଗ୍ରଗତି ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା ଭୁବନେଶ୍ୱର (ଏନ୍‍.ଏମ୍‍.): ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟାବଳୀ ଓ ନିଗମ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଆୟୋଜିତ ଏହି ବୈଠକରେ ଓ.ଏଲ୍‌.ଆଇ.ସି ପରିଚାଳନା…

ସ୍ୱାସ୍ଥ୍ୟକେନ୍ଦ୍ର ସମସ୍ୟା ନେଇ ସ୍ୱାସ୍ଥ୍ୟବିଭାଗକୁ ଦାବି ଜଣାଇଲା ଉତ୍କଳ ବିକାଶ ପରିଷଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ସ୍ୱାସ୍ଥ୍ୟକେନ୍ଦ୍ର ସମସ୍ୟା ନେଇ ସ୍ୱାସ୍ଥ୍ୟବିଭାଗକୁ ଦାବି ଜଣାଇଲା ଉତ୍କଳ ବିକାଶ ପରିଷଦ

ସ୍ୱାସ୍ଥ୍ୟକେନ୍ଦ୍ର ସମସ୍ୟା ନେଇ ସ୍ୱାସ୍ଥ୍ୟବିଭାଗକୁ ଦାବି ଜଣାଇଲା ଉତ୍କଳ ବିକାଶ ପରିଷଦ କଟକ (ଏନ୍‍.ଏମ୍‍.): କଟକ ସଦରର ସାମାଜିକ ସଙ୍ଗଠନ ଉତ୍କଳ ବିକାଶ ପରିଷଦ ପକ୍ଷରୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ଯଥା କିଶନନଗର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିଣତ, ଆବଶ୍ୟକ ଅନୁଯାୟୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତି, ଶଯ୍ୟା ସଂଖ୍ୟା ବୃଦ୍ଧି, ଉନ୍ନତ ମାନର ଯନ୍ତ୍ରପାତି ଉପଲବ୍ଧ କରାଯିବ ଏବଂ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ପ୍ରଦାନ ଆଦି…

ହ୍ୱାଟସ ଆପ ହ୍ୟାକିଂରୁ ସୁରକ୍ଷା ପାଇଁ କ୍ରାଇମବ୍ରାଞ୍ଚର ପରାମର୍ଶବଳୀ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହ୍ୱାଟସ ଆପ ହ୍ୟାକିଂରୁ ସୁରକ୍ଷା ପାଇଁ କ୍ରାଇମବ୍ରାଞ୍ଚର ପରାମର୍ଶବଳୀ

ହ୍ୱାଟସ ଆପ ହ୍ୟାକିଂରୁ ସୁରକ୍ଷା ପାଇଁ କ୍ରାଇମବ୍ରାଞ୍ଚର ପରାମର୍ଶବଳୀ କଟକ(ଏନ୍‌.ଏମ୍‌.): ଓଡ଼ିଶାରେ ପ୍ରଥମଥର ପାଇଁ ଏ ପ୍ରକାର ହ୍ୱାଟସଆପ୍ ହ୍ୟାକିଂ ଘଟଣା ସାମନାକୁ ଆସିଥିବାବେଳେ ଏହାକୁ ରୋକିବାକୁ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ପରାମର୍ଶବଳୀ ଜାରି କରାଯାଇଛି । ଏଥିରେ ଦର୍ଶାଯାଇଛି ଯେ, ପ୍ରଥମେ ନିଜ ହ୍ୱାଟ୍ସଆପ ଆକାଉଣ୍ଟର ଟୁ ଷ୍ଟେପ୍ ଭେରିଫିକେସନକୁ କାର୍ଯ୍ୟକ୍ଷମ କରନ୍ତୁ । ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲିବା ପରେ ସେଟିଂ ଅପସନ କ୍ଲିକ୍ କରନ୍ତୁ ।…

ବେଆଇନ ଭାବେ ହାତୀ ଦାନ୍ତ ପାଖରେ ରଖି ରେଞ୍ଜର୍ ନିଲମ୍ବିତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବେଆଇନ ଭାବେ ହାତୀ ଦାନ୍ତ ପାଖରେ ରଖି ରେଞ୍ଜର୍ ନିଲମ୍ବିତ

ବେଆଇନ ଭାବେ ହାତୀ ଦାନ୍ତ ପାଖରେ ରଖି ରେଞ୍ଜର୍ ନିଲମ୍ବିତ କଟକ(ଏନ୍‌.ଏମ୍‌.): ମୃତ ହାତୀର ଦାନ୍ତ ରଖିବା ଅଭିଯୋଗରେ ରେଞ୍ଜରକୁ ନିଲମ୍ବନ ହେବାକୁ ପଡ଼ିଛି । ଏଭଳି ଘଟଣା କଟକ ଜିଲ୍ଲା ଆଗଠଡ଼ ବନବିଭାଗରେ ଦେଖିବାକୁ ମିଳିଛି । ଦୀର୍ଘ ୧୪ ମାସ ତଳର ହାତୀ ମୃତ୍ୟୁ ଭିଡିଓ ଭାଇରାଲ ହେବା ପରେ ଏହି ଘଟଣା ସାମ୍ନାକୁ ଆସିଥିଲା । ବନବିଭାଗ ପକ୍ଷରୁ ଦନ୍ତାହାତୀକୁ ପୋତି ଦିଆଯାଇଥିବାବେଳେ ତାର ଦାନ୍ତକୁ…

ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ-୨୦୨୧: ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ଝଲସିବ ଚନ୍ଦ୍ରଭାଗା ବେଳାଭୂମି
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ-୨୦୨୧: ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ଝଲସିବ ଚନ୍ଦ୍ରଭାଗା ବେଳାଭୂମି

ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ-୨୦୨୧ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ଝଲସିବ ଚନ୍ଦ୍ରଭାଗା ବେଳାଭୂମି କୋଣାର୍କ (ଏନ୍‌.ଏମ୍‌.): ଚନ୍ଦ୍ରଭାଗା ବେଳାଭୂମିରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆସନ୍ତା ଡିସେମ୍ବର ୧ ରୁ ୫ତାରିଖ ପର୍ଯ୍ୟନ୍ତ କୋଣାର୍କ ଉତ୍ସବ-୨୦୨୧ ସମୟରେ ୧୧ତମ ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଚନ୍ଦ୍ରଭାଗା ବେଳାଭୂମିରେ ପ୍ରଥମ ଥର ପାଇଁ ୨୦୧୧ ମସିହା ଡିସେମ୍ବର ୧ରୁ ୫ ତାରିଖ ପର୍ଯ୍ୟନ୍ତ ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ…

ରାଜ୍ୟରୁ ୭ ପଞ୍ଚାୟତ ବିଲୀନ ହେବାପରେ ଏଥର ୬, ୭୯୪ଟି ପଞ୍ଚାୟତରେ ହେବ ନିର୍ବାଚନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରୁ ୭ ପଞ୍ଚାୟତ ବିଲୀନ ହେବାପରେ ଏଥର ୬, ୭୯୪ଟି ପଞ୍ଚାୟତରେ ହେବ ନିର୍ବାଚନ

ରାଜ୍ୟରୁ ୭ ପଞ୍ଚାୟତ ବିଲୀନ ହେବାପରେ ଏଥର ୬, ୭୯୪ଟି ପଞ୍ଚାୟତରେ ହେବ ନିର୍ବାଚନ #ଭୁବନେଶ୍ୱର (ଏନ୍‌.ଏମ୍‌.): ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନିକ ତତ୍ପରତା ବୃଦ୍ଧି ପାଇଛି । ଆସନ୍ତା ୨୦୨୨ମସିହାରେ ରାଜ୍ୟର ୬ହଜାର ୭୯୪ଟି ପଞ୍ଚାୟତରେ ନିର୍ବାଚନ ହେବ । ତେବେ ଗତ ୨୦୧୭ ତୁଳନାରେ ଚଳିତଥର ୭ଟି ପଞ୍ଚାୟତ ହ୍ରାସପାଇଛି । ଏହି ୭ଟି ପଞ୍ଚାୟତ ବିଭିନ୍ନ ଏନ୍‌ଏସିରେ ବିଲୀନ ହୋଇଥିବାରୁ ସେସବୁରେ ଏଥର ପଞ୍ଚାୟତ…

କଟକରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ କଟକଣା ସମ୍ପର୍କରେ ସୂଚନା ଦେଲେ ଡିସିପି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

କଟକରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ କଟକଣା ସମ୍ପର୍କରେ ସୂଚନା ଦେଲେ ଡିସିପି

କଟକରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ କଟକଣା ସମ୍ପର୍କରେ ସୂଚନା ଦେଲେ ଡିସିପି [caption id="attachment_2867" align="alignnone" width="300"] File Photo[/caption] #କଟକ(ଏନ୍‌.ଏମ୍‌.): କରୋନା ସଂକ୍ରମଣ ଦୃଷ୍ଟିରୁ ଚଳିତ ବର୍ଷ କାର୍ତ୍ତିକ ପୂର୍ଣ୍ଣିମା, ବୋଇତବନ୍ଦାଣ ଓ ବିଭିନ୍ନ ସ୍ଥାନରେ ହେଉଥିବା ବାଲିଯାତ୍ରା ଉପରେ କଟକଣା ଲାଗିଛି । ସାମୁହିକ ଭାବେ ବୁଡ଼ପକାଇବା ଡଙ୍ଗା ଭସାଇବା ଉପରେ ମଧ୍ୟ କଟକଣା ରହିଛି । ଏପରିକି ସର୍ବସାଧାରଣ ସ୍ଥାନରେ କେହି ବୁଡ଼ ପକାଇ ପାରିବେ…

ନିଖିଳ ଉତ୍କଳ କଳାନିକେତନର ଚତୁର୍ଥ ବାର୍ଷିକ ସାଂସ୍କୃତିକ ଉତ୍ସବ : ‘ବିଶ୍ୱ କଳା ସଂସ୍କୃତିର ସମନ୍ୱୟର କ୍ଷେତ୍ର ହେଉଛି କଟକ’
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନିଖିଳ ଉତ୍କଳ କଳାନିକେତନର ଚତୁର୍ଥ ବାର୍ଷିକ ସାଂସ୍କୃତିକ ଉତ୍ସବ : ‘ବିଶ୍ୱ କଳା ସଂସ୍କୃତିର ସମନ୍ୱୟର କ୍ଷେତ୍ର ହେଉଛି କଟକ’

ନିଖିଳ ଉତ୍କଳ କଳାନିକେତନର ଚତୁର୍ଥ ବାର୍ଷିକ ସାଂସ୍କୃତିକ ଉତ୍ସବ : ‘ବିଶ୍ୱ କଳା ସଂସ୍କୃତିର ସମନ୍ୱୟର କ୍ଷେତ୍ର ହେଉଛି କଟକ’ #କଟକ(ଏନ୍‌.ଏମ୍‌.): ନିଖିଳ ଉତ୍କଳ କଳାନିକେତନର ଚତୁର୍ଥ ବାର୍ଷିକ ସାଂସ୍କୃତିକ ଉତ୍ସବ-୨୦୨୧ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କଳାବିକାଶ କେନ୍ଦ୍ର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ କଳାବିକାଶ କେନ୍ଦ୍ରର ସାଧାରଣ ସମ୍ପାଦକ ପ୍ରସେନଜିତ ମହାନ୍ତି ଯୋଗଦେଇ ଓଡ଼ିଶା କଳା ସଂସ୍କୃତିର ମାଟି ହୋଇଥିବାବେଳେ କଟକ ହିଁ ବିଶ୍ୱ…

ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା
Slider କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): କଟକ ସଦର ବ୍ଲକ ଅନ୍ତର୍ଗତ ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟଠାରେ ରବିବାର ଶିଶୁ ଦିବସ ପାଳନ ଅବସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହିତ ବିଦ୍ୟାଳୟର…

କଟକରେ ପୁଣି ଅଭାବନୀୟ ଘଟଣା : ଟ୍ରଲିରେ ବୁହାହେଲା ଶବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କଟକରେ ପୁଣି ଅଭାବନୀୟ ଘଟଣା : ଟ୍ରଲିରେ ବୁହାହେଲା ଶବ

କଟକରେ ପୁଣି ଅଭାବନୀୟ ଘଟଣା : ଟ୍ରଲିରେ ବୁହାହେଲା ଶବ କଟକ(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟସରକାର ଗୋଟିଏ ପରେ ଗୋଟିଏ ଜନହିତକର ଯୋଜନା ପ୍ରଣୟନ କରିଛନ୍ତି । ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ବ୍ୟୟ କରୁଛନ୍ତି । କିନ୍ତୁ ବିଭିନ୍ନ ବିଭାଗରେ ଥିବା ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ସରକାରୀ ଯୋଜନା ଦିଗହରା ହେବାରେ ଲାଗିଛି । ରାଜ୍ୟସରକାର ଏନ୍ତୁଡିଶାଳଠାରୁ ଶ୍ମଶାନ ପର୍ଯନ୍ତ ରାଜ୍ୟ ସରକାରଙ୍କ ଜନସାଧାରଣଙ୍କ ନିମନ୍ତେ ଅନେକ…

ଇମ୍ଫା ଦ୍ୱାରା ନିର୍ମିତ ଗୋଷ୍ଠୀ କେନ୍ଦ୍ରର ଉଦଘାଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଇମ୍ଫା ଦ୍ୱାରା ନିର୍ମିତ ଗୋଷ୍ଠୀ କେନ୍ଦ୍ରର ଉଦଘାଟନ

ଇମ୍ଫା ଦ୍ୱାରା ନିର୍ମିତ ଗୋଷ୍ଠୀ କେନ୍ଦ୍ରର ଉଦଘାଟନ ଚୌଦ୍ୱାର(ଏନ୍‌.ଏମ୍‌.): ଇମ୍ଫା ଶିଳ୍ପ ଗୋଷ୍ଠୀର ସାମାଜିକ ଦ୍ୱାୟିତ୍ୱବୋଧ ଶାଖା ‘ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ’ ଦ୍ୱାରା ଚୌଦ୍ୱାର ମ୍ୟୁନିସିପାଲିଟି ଅନ୍ତର୍ଗତ ୯ନମ୍ବର ୱାର୍ଡ ଅନ୍ତର୍ଗତ ତେଲୁଗୁ ସାହି ମଧ୍ୟରେ ଏକ ସାମୁହିକ ଉନ୍ନୟନ ଗୋଷ୍ଠି କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ଯୋଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି…

ପଞ୍ଚୁକ ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା: ବିନା ଶ୍ରଦ୍ଧାଳୁରେ ନୀତିକାନ୍ତି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ପଞ୍ଚୁକ ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା: ବିନା ଶ୍ରଦ୍ଧାଳୁରେ ନୀତିକାନ୍ତି

ପଞ୍ଚୁକ ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା: ବିନା ଶ୍ରଦ୍ଧାଳୁରେ ନୀତିକାନ୍ତି ଆଠଗଡ଼(ଏନ୍‌.ଏମ୍‌.): ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସ ପଞ୍ଚୁକ ବ୍ରତ । ପଞ୍ଚୁକ ଅବସରରେ କଟକ ଜିଲ୍ଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ଧବଳେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ମାତ୍ର ସମ୍ପ୍ରତି କରୋନା କଟକଣା ପାଇଁ ଆଠଗଡ଼ର ବାବା ଧବଳେଶ୍ୱର ପୀଠରେ ଭକ୍ତଙ୍କ ଗହଳି ରୋକିବାକୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି…

କଥା ଦେଇ କଥା ରଖିଲା ମୁନ୍ ଟିଭି ମୁଭିଜ୍‌
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କଥା ଦେଇ କଥା ରଖିଲା ମୁନ୍ ଟିଭି ମୁଭିଜ୍‌

କଥା ଦେଇ କଥା ରଖିଲା ମୁନ୍ ଟିଭି ମୁଭିଜ୍‌ ଭୁବନେଶ୍ୱର(ଏନ୍‌.ଏମ୍‌.): ପ୍ରଥମ ଥର ପାଇଁ ଏକା ସଙ୍ଗେ ୧୦ଟି ଚଳଚ୍ଚିତ୍ରର ମହୁରତ କରି ରେକର୍ଡ ସୃଷ୍ଟି କରିଥିଲେ । ଆଉ ଏବେ ପ୍ରଥମ ଚଳଚ୍ଚିତ୍ର ‘ତୁ ସେଇ ନୀଳ ନୟନା’ ସୁଟିଂ ସରୁ ସରୁ ଦ୍ୱିତୀୟ ଚଳଚ୍ଚିତ୍ର ଲଭ୍ ୪୨୦ ର ମହୁରତ ସହ ସୁଟିଂ ଆରମ୍ଭ ହୋଇଛି । ବରମୁଣ୍ଡା ସିରିଡ଼ି ସାଇ ମନ୍ଦିରରେ ମୁନ୍ ଟିଭି ମୁଭିଜ୍‌ର…

ଚୌଦ୍ୱାର-କଟକ ଉନ୍ନୟନ ପରିଷଦ ପକ୍ଷରୁ ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କୁ ସମ୍ବର୍ଦ୍ଧନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚୌଦ୍ୱାର-କଟକ ଉନ୍ନୟନ ପରିଷଦ ପକ୍ଷରୁ ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କୁ ସମ୍ବର୍ଦ୍ଧନା

ଚୌଦ୍ୱାର - କଟକ ଉନ୍ନୟନ ପରିଷଦ ପକ୍ଷରୁ ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କୁ ସମ୍ବର୍ଦ୍ଧନା ଚୌଦ୍ୱାର(ଏନ୍‌.ଏମ୍‌.): ଘୋଡାନାଚ ବିଶାରଦ ଉଚ୍ଛବ ଚରଣ ଦାସ ମହାମହୀମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ପଦ୍ମଶ୍ରୀ ଉପାଧି ପ୍ରାପ୍ତ ହୋଇଥିବାରୁ ଚୌଦ୍ୱାର - କଟକ ଉନୟନ୍ନ ପରିଷଦ ପକ୍ଷରୁ ତାଙ୍କୁ ଚୌଦ୍ୱାର ଟାଉନ ହଲ ଠାରେ ସମ୍ବର୍ଦ୍ଧିତ କରାଯାଇଛି । ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

ଡିସେମ୍ବର ୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଡିସେମ୍ବର ୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଡିସେମ୍ବର ୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଭୁବନେଶ୍ୱର (ଏନ୍‌.ଏମ୍‌.): ଆସନ୍ତା ଡିସେମ୍ବର ୧ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଏହି ଅଧିବେଶନ ଡିସେମ୍ବର ୩୧ ୟତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ôଥକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବାକୁ ନିଷ୍ପତ୍ତି ନିଆଯାଇଛି । ଆଜି ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି…

ରିକ୍ସା ଚାଳକଙ୍କୁ ନିଜର ସମସ୍ତ ସମ୍ପତ୍ତି ଦାନ କଲେ ବୃଦ୍ଧା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ରିକ୍ସା ଚାଳକଙ୍କୁ ନିଜର ସମସ୍ତ ସମ୍ପତ୍ତି ଦାନ କଲେ ବୃଦ୍ଧା

ରିକ୍ସା ଚାଳକଙ୍କୁ ନିଜର ସମସ୍ତ ସମ୍ପତ୍ତି ଦାନ କଲେ ବୃଦ୍ଧା କଟକ (ଏନ୍‌.ଏମ୍‌.): ଜଣେ ସାଧାରଣ ରିକ୍ସା ବାଲା ଏବେ କୋଟି କୋଟି ଟଙ୍କାର ମାଲିକ । କେବଳ ନିଜର ପାରିଶ୍ରମିକ, ନୀତି, ନିଷ୍ଠା, ସହୃଦୟ ଯୋଗୁଁ ଏଭଳି ସୌଭାଗ୍ୟ ପାଇବାରେ ସେ ସଫଳ ହୋଇଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରୌପ୍ୟ ନଗର କଟକ ସହରରେ । ଏପରି ମହାନତା ଲାଗି ଜଣେ ବୃଦ୍ଧା ସହରର…

କଟକ ଟାଙ୍ଗୀ ଅଞ୍ଚଳରେ ଫ୍ଲାଇଂ ସ୍କ୍ୱାର୍ଡ଼ର ଚଢ଼ାଉ: ୮୦ କେଜି ଗଞ୍ଜେଇ ଜବତ ୩ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ଟାଙ୍ଗୀ ଅଞ୍ଚଳରେ ଫ୍ଲାଇଂ ସ୍କ୍ୱାର୍ଡ଼ର ଚଢ଼ାଉ: ୮୦ କେଜି ଗଞ୍ଜେଇ ଜବତ ୩ ଗିରଫ

କଟକ ଟାଙ୍ଗୀ ଅଞ୍ଚଳରେ ଫ୍ଲାଇଂ ସ୍କ୍ୱାର୍ଡ଼ର ଚଢ଼ାଉ: ୮୦ କେଜି ଗଞ୍ଜେଇ ଜବତ ୩ ଗିରଫ କଟକ(ଏନ୍‌.ଏମ୍‌.): ଚୋରା ଚାଲାଣ ହେଉଥିବା ଗଞ୍ଜେଇକୁ ଜବତ କରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗର ରାଜ୍ୟ ଫ୍ଲାଇଂ ସ୍କ୍ୱାଡ । ସ୍କାଡ ଟାଙ୍ଗୀ ନିକଟରୁ ୮୦ କେଜି ଗଞ୍ଜେଇ ଓ ବ୍ୟବହୃତ କାରକୁ ଜବତ କରିବା ସହ ୩ଜଣକୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲ୍ଲା ଜଳାଙ୍ଗି…