ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ

ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ୍ ଅଧିକାରୀ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଭାବେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ କୁମାର ଦଳେଇଙ୍କୁ ଉତ୍ତରାଞ୍ଚଳ ରାଜସ୍ୱ…

ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ

ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ କଟକ(ଏନ୍‌.ଏମ୍‌.): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଥିବା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ ଆସନ୍ତା ଡିସେମ୍ବର ୧୦ତାରିଖ ସୁଦ୍ଧା ହୋଇପାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯଦି କୌଣସି ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ରରେ ତ୍ରୁଟି ଥାଏ, ତେବେ ସମ୍ପୃକ୍ତ ହାଇସ୍କୁଲର ପ୍ରଧାନଶିକ୍ଷକ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି । ପ୍ରଧାନ ଶିକ୍ଷକମାନେ ସଂଶୋଧନ…

ପାଗା ଗ୍ରାହକ ସେବା କେନ୍ଦ୍ର ଡକାୟତି ଘଟଣା: ୪ଗିରଫ, ଲକ୍ଷେ ଟଙ୍କା ସହ ବନ୍ଧୁକ ଜବତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପାଗା ଗ୍ରାହକ ସେବା କେନ୍ଦ୍ର ଡକାୟତି ଘଟଣା: ୪ଗିରଫ, ଲକ୍ଷେ ଟଙ୍କା ସହ ବନ୍ଧୁକ ଜବତ

ପାଗା ଗ୍ରାହକ ସେବା କେନ୍ଦ୍ର ଡକାୟତି ଘଟଣା: ୪ଗିରଫ, ଲକ୍ଷେ ଟଙ୍କା ସହ ବନ୍ଧୁକ ଜବତ #କଟକ(ଏନ୍‌.ଏମ୍‌.): ବହୁ ଚର୍ଚ୍ଚିତ ପାଗା ଗ୍ରାହକସେବା କେନ୍ଦ୍ରରୁ ଡକାୟତି କରିବା ଘଟଣାରେ ଏକ ଆନ୍ତଃଜିଲ୍ଲା ଡକାୟତି ଦଳର ୪ ଜଣଙ୍କୁ ଜଗତପୁର ଥାନା ପୁଲିସ ଗିରଫ କରିଛି । ଅଭିଯୁକ୍ତମାନେ ଟାଙ୍ଗୀ ଥାନା ଗୋବିନ୍ଦପୁର ଅଞ୍ଚଳର ଦୁଇ ଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ ଓରଫ କ୍ଷୀରୋଦ ଚନ୍ଦ୍ର ସେଠୀ(୨୦)ଙ୍କ…

କୋଣାର୍କ ଉତ୍ସବ-୨୦୨୧: ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରଦର୍ଶିତ ହେବ ୬ପ୍ରକାର ଶାସ୍ତ୍ରୀୟ ନୃତ୍ୟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୋଣାର୍କ ଉତ୍ସବ-୨୦୨୧: ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରଦର୍ଶିତ ହେବ ୬ପ୍ରକାର ଶାସ୍ତ୍ରୀୟ ନୃତ୍ୟ

କୋଣାର୍କ ଉତ୍ସବ-୨୦୨୧: ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରଦର୍ଶିତ ହେବ ୬ପ୍ରକାର ଶାସ୍ତ୍ରୀୟ ନୃତ୍ୟ #କୋଣାର୍କ (ଏନ୍‌.ଏମ୍‌.): କୋଭିଡ କଟକଣା ମଧ୍ୟରେ ଡିସେମ୍ବର ୧ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିରର ଉତ୍ତର ପାଶ୍ୱର୍ରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ ହେବ ଭରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ମହାକୁମ୍ଭ କୋଣାର୍କ ଉତ୍ସବ-୨୦୨୧ । ରାଜ୍ୟ ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ସହାୟତାରେ…

କରୋନା କଟକଣା: ଏଥର ପଞ୍ଚକରେ ଶ୍ରଦ୍ଧାଳୁଙ୍କ ପାଇଁ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା, ପୂର୍ଣ୍ଣମୀ ପର୍ଯ୍ୟନ୍ତ ୧୪୪ ଧାରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କରୋନା କଟକଣା: ଏଥର ପଞ୍ଚକରେ ଶ୍ରଦ୍ଧାଳୁଙ୍କ ପାଇଁ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା, ପୂର୍ଣ୍ଣମୀ ପର୍ଯ୍ୟନ୍ତ ୧୪୪ ଧାରା

କରୋନା କଟକଣା: ଏଥର ପଞ୍ଚକରେ ଶ୍ରଦ୍ଧାଳୁଙ୍କ ପାଇଁ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା, ପୂର୍ଣ୍ଣମୀ ପର୍ଯ୍ୟନ୍ତ ୧୪୪ ଧାରା #ଆଠଗଡ଼(ଏନ୍‌.ଏମ୍‌.): କରୋନା ସଂକ୍ରମଣ ଯୋଗୁଁ ସମସ୍ତ ପର୍ବପର୍ବାଣୀ ପାଳନ ଉପରେ ପ୍ରଶାସନିକ କଟକଣା ଲଗାଯାଇଛି । ସମ୍ପ୍ରତି କରୋନାର ସଂକ୍ରମଣ ନିୟନ୍ତ୍ରଣାଧିନ ଥିଲେ ମଧ୍ୟ ପୁଣି ବୃଦ୍ଧି ପାଇବା ଆଶଙ୍କାରେ ସରକାର ଓ ପ୍ରଶାସନ ପକ୍ଷରୁ କଟକଣାକୁ ବଳବତ୍ତର ରଖାଯାଇଛି । ବିଶେଷ କରି ପୂର୍ବଭଳି କଟକଣାକୁ କୋହଳ କରାଯାଇଥିଲେ…

ପୂର୍ବତନ ହକି ଖେଳାଳି ଓ ଚଳଚ୍ଚିତ୍ର ଅଭିନେତାଙ୍କ ବିୟୋଗ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୂର୍ବତନ ହକି ଖେଳାଳି ଓ ଚଳଚ୍ଚିତ୍ର ଅଭିନେତାଙ୍କ ବିୟୋଗ

ପୂର୍ବତନ ହକି ଖେଳାଳି ଓ ଚଳଚ୍ଚିତ୍ର ଅଭିନେତାଙ୍କ ବିୟୋଗ କଟକ(ଏନ୍‌.ଏମ୍‌.): ପୂର୍ବତନ ହକି ଖେଳାଳି ତଥା ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ନିରଞ୍ଜନ ବେହୁରାଙ୍କର କଲେଜଛକ ସମାଧିପାଟଣାସ୍ଥିତ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା । ମୃତ୍ୟୁଶଯ୍ୟା ନିକଟରେ ପତ୍ନୀ ଲକ୍ଷ୍ମୀ ବେହୁରା, ତିନିପୁଅ, ବୋହୁ, କନ୍ୟା, ନାତି, ନାତୁଣୀ ଓ ଆତ୍ମୀୟସ୍ୱଜ୍ଜନ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁଖବର…

ମୁକ୍ତା ଯୋଜନାରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚୌଦ୍ୱାରବାସୀଙ୍କ ନିବେଦନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମୁକ୍ତା ଯୋଜନାରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚୌଦ୍ୱାରବାସୀଙ୍କ ନିବେଦନ

ମୁକ୍ତା ଯୋଜନାରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚୌଦ୍ୱାରବାସୀଙ୍କ ନିବେଦନ କଟକ(ଏନ୍‌.ଏମ୍‌.): କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର ବିକାଶ ସମ୍ପର୍କରେ ଆଜି ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଭର୍ଚ୍ଚୁଆଲ ମୋର୍ଡ଼ରେ ଏକ ଆଲୋଚନା ହୋଇ ଯାଇଛି । ଦିବା ୧୧ ଘଟିକା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଆଲୋଚନାରେ ଅଞ୍ଚର ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗର ଶୁଣାଣୀ ହୋଇଥିଲା । ସମ୍ପ୍ରତି କୋଭିଡ ମହାମାରୀ ଯୋଗୁଁ…

ଶ୍ରୀ ଶ୍ରୀ ଗୋପାଳକୃଷ୍ଣ ଗୋଶାଳାରେ ନିଆରା ଗୋପାଷ୍ଟମୀ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଶ୍ରୀ ଶ୍ରୀ ଗୋପାଳକୃଷ୍ଣ ଗୋଶାଳାରେ ନିଆରା ଗୋପାଷ୍ଟମୀ

ଶ୍ରୀ ଶ୍ରୀ ଗୋପାଳକୃଷ୍ଣ ଗୋଶାଳାରେ ନିଆରା ଗୋପାଷ୍ଟମୀ କଟକ(ଏନ୍‌.ଏମ୍‌.): କରୋନା ମହାମାରୀ ଯୋଗୁଁ ଶ୍ରୀ ଗୋପାଳକୃଷ୍ଣ ଗୋଶାଳାରେ ନିଆରା ଢଙ୍ଗରେ ଗୋପାଷ୍ଟମୀ ପାଳନ ହୋଇଯାଇଛି । ଗତ ଦୁଇବର୍ଷ ଧରି ଗୋପାଷ୍ଟମୀ ମେଳାକୁ ବନ୍ଦ ରଖାଯାଇଥିବା ବେଳେ ନିଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଗୋପାଷ୍ଟମୀ ଅବସରରେ ଅନୁଷ୍ଠାନ ପକ୍ଷରୁ ପ୍ରାତଃ କାଳରେ ଗୋମାତାଙ୍କୁ ପୂଜାର୍ଚ୍ଚନା କରାଯାଇ ଶ୍ରଦ୍ଧାଳୁମାନେ ଗୋମାତାଙ୍କ ଆର୍ଶୀବାଦ ନେବା…

କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ

କଂଗ୍ରେସର ବନ୍ଦ ପାଳନକୁ ଝଟ୍‌କା: ଜୋର ଜବରଦସ୍ତ ବନ୍ଦ କରିପାରିବନି- ହାଇକୋର୍ଟ #କଟକ(ଏନ୍‍.ଏମ୍‍.): ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରା ପ୍ରସଙ୍ଗରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ବନ୍ଦ କରିବା ବଦଳରେ ହରତାଳ କରିହେବ । ହେଲେ ଜୋର ଜବରଦସ୍ତି କାହାରିକୁ ବନ୍ଦ କରିପାରିବେ ନାହିଁ ବୋଲି…

ଅବସର ପାଇଁ ଡିଜିପି ଅଭୟଙ୍କୁ ଅନୁମତି ଦେଲେ ରାଜ୍ୟ ସରକାର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଅବସର ପାଇଁ ଡିଜିପି ଅଭୟଙ୍କୁ ଅନୁମତି ଦେଲେ ରାଜ୍ୟ ସରକାର

ଅବସର ପାଇଁ ଡିଜିପି ଅଭୟଙ୍କୁ ଅନୁମତି ଦେଲେ ରାଜ୍ୟ ସରକାର ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅଭୟଙ୍କୁ ଅବସର ନେବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ତେଣୁ ସେ ଆସନ୍ତା ଡିସେମ୍ବର ୩୧ ତାରିଖରେ ଅବସର ନେବେ । ଅବସର ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଡିଜିପି ଅଭୟଙ୍କ କାର୍ଯ୍ୟକାଳ ୨୦୨୧ ମସିହା ଜୁନ୍ ପର୍ଯ୍ୟନ୍ତ ଥିବାବେଳେ ରାଜ୍ୟ ସରକାର…

ଭଦ୍ରକରେ ଆତଙ୍କ: ଗୁଳି ଫୁଟାଇ ମେଡ଼ିସିନ ଷ୍ଟୋରରୁ ଲୁଟ୍‌
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭଦ୍ରକରେ ଆତଙ୍କ: ଗୁଳି ଫୁଟାଇ ମେଡ଼ିସିନ ଷ୍ଟୋରରୁ ଲୁଟ୍‌

ଭଦ୍ରକରେ ଆତଙ୍କ: ଗୁଳି ଫୁଟାଇ ମେଡ଼ିସିନ ଷ୍ଟୋରରୁ ଲୁଟ୍‌ ଭଦ୍ରକ(ଏନ୍‌.ଏମ୍‌.): ଦିନକୁ ଦିନ ଭଦ୍ରକ ଏବେ ଅସୁରକ୍ଷିତ ହୋଇ ଗଲାଣି । ଏଠାରେ ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ ବୃଦ୍ଧି ପାଇବା ଯୋଗୁଁ ସାଧାରଣ ଜନତା ନିଜକୁ ଅସୁରକ୍ଷିତ ମଣିଲେଣି । ଏପରିକି ଦୁବୃତ୍ତମାନେ ଗୁଲି ଫୁଟାଇ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନରୁ ଲୁଟ କରିବା ଘଟଣା ଜାଣିବା ପରେ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡ଼ିଲେଣି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ ଅତ୍ୟାଧୁନିକ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ ଅତ୍ୟାଧୁନିକ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ ଅତ୍ୟାଧୁନିକ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କଟକ(ଏନ୍‍.ଏମ୍‍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ କଟକ ଜିଲ୍ଲାର ଅରିଲୋ ଠାରେ ଦୈନିକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଅତ୍ୟାଧୁନିକ ଓମଫେଡ଼ ଡାଇରି ପ୍ଳାଣ୍ଟ ଲୋକାର୍ପିତ ହୋଇଯାଇଛି । ଏଠାରୁ ଦୈନିକ ୫ ଲକ୍ଷ ଲିଟର କ୍ଷୀରର ପ୍ରକ୍ରିୟାକରଣ…

ବିଆଇପିଏଫ ପକ୍ଷରୁ କନ୍ୟା ଏକ୍ସପ୍ରେସ ଉଦ୍‌ଘାଟିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ବିଆଇପିଏଫ ପକ୍ଷରୁ କନ୍ୟା ଏକ୍ସପ୍ରେସ ଉଦ୍‌ଘାଟିତ

ବିଆଇପିଏଫ ପକ୍ଷରୁ କନ୍ୟା ଏକ୍ସପ୍ରେସ ଉଦ୍‌ଘାଟିତ କଟକ(ଏନ୍‌.ଏମ୍‌.): କନ୍ୟା ଏକ୍ସପ୍ରେସ, କିଶୋରୀ ବାଳିକାମାନଙ୍କ ମଧ୍ୟରେ ରକ୍ତହୀନତାକୁ ଦୂର କରିବା ଉଦ୍ଦେଶ୍ୟରେ ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ (ବିଆଇପିଏଫ) ଦ୍ୱାରା ଏକ ଅଭିନବ ମୋବାଇଲ୍ ଭ୍ୟାନ୍ ଲଞ୍ଚ କରାଯାଇଛି । ଜିଲ୍ଲାପାଳ ଭବାନୀଶଙ୍କର ଚୟନୀଙ୍କ ଦ୍ୱାରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ଗାଡ଼ି ଉଦ୍‌ଘାଟିତ ହୋଇଥିଲା । କନ୍ୟା ଏକ୍ସପ୍ରେସ ନିୟମିତ ଭାବରେ ଯୁବତୀଙ୍କ ହେମୋଗ୍ଲୋବିନ୍‌ସ୍ତର ଯାଞ୍ଚ କରିବ, ଫୋଲିକ୍ ଏସିଡ୍…

ସିଏମସି ୪୮ନମ୍ବର ୱାର୍ଡ ଜଗତପୁରରେ ଆଇନ ସଚେତନତା ଶିବିର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସିଏମସି ୪୮ନମ୍ବର ୱାର୍ଡ ଜଗତପୁରରେ ଆଇନ ସଚେତନତା ଶିବିର

ସିଏମସି ୪୮ନମ୍ବର ୱାର୍ଡ ଜଗତପୁରରେ ଆଇନ ସଚେତନତା ଶିବିର ଜଗତପୁର(ଏନ୍‌.ଏମ୍‌.): କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଆଞ୍ଚଳିକ ସାମାଜିକ ସେବା ସଂଗଠନ ସହଯୋଗରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଏମସି ୪୮ନମ୍ବର ୱାର୍ଡ଼ ସ୍ଥିତ ୱାର୍ଡ ଅଫିସରେ ଶିବିର ଆୟୋଜନ ହୋଇଥିଲା । ଏକ ସଚେତନତା ପଦଯାତ୍ରା ଶାନ୍ତିନଗର ବସ୍ତି ଠାରୁ ବାହାରି ୱାର୍ଡ ଅଫିସ ସଭାସ୍ଥଳ ରେ ପହଞ୍ଚି ଥିଲା ।ଏହି…

ଆଇଟିଆରରୁ ଗୁପ୍ତ ତଥ୍ୟ ଚୋରି ମାମଲାରେ ହାଇକୋର୍ଟଙ୍କ ରାଜ୍ୟ ଓ କେନ୍ଦ୍ରକୁ ନୋଟିସ୍‌
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଇଟିଆରରୁ ଗୁପ୍ତ ତଥ୍ୟ ଚୋରି ମାମଲାରେ ହାଇକୋର୍ଟଙ୍କ ରାଜ୍ୟ ଓ କେନ୍ଦ୍ରକୁ ନୋଟିସ୍‌

ଆଇଟିଆରରୁ ଗୁପ୍ତ ତଥ୍ୟ ଚୋରି ମାମଲାରେ ହାଇକୋର୍ଟଙ୍କ ରାଜ୍ୟ ଓ କେନ୍ଦ୍ରକୁ ନୋଟିସ୍‌ କଟକ(ଏନ୍‌.ଏମ୍‌.): ଚାନ୍ଦିପୁର ଆଇଟିଆରରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ଏଥି ସହିତ ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏହି ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ।…

ଦାମୋଦର ସାହୁ ପାଇବେ ରାଧାନାଥ ରଥ ସମାଜସେବା ସମ୍ମାନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଦାମୋଦର ସାହୁ ପାଇବେ ରାଧାନାଥ ରଥ ସମାଜସେବା ସମ୍ମାନ

ଦାମୋଦର ସାହୁ ପାଇବେ ରାଧାନାଥ ରଥ ସମାଜସେବା ସମ୍ମାନ କଟକ(ଏନ୍‌.ଏମ୍‌.): ବିଶିଷ୍ଟ ଜନ ସେବକ ତଥା ହିନ୍ଦ ସେବକ ସଂଘର ରାଷ୍ଟ୍ରୀୟ ସଭାପତି ଦାମୋଦର ସାହୁଙ୍କୁ ତାଙ୍କର ଉଲ୍ଲେଖନୀୟ ସମାଜସେବା ପାଇଁ ଚଳିତ ବର୍ଷର ମର୍ଯ୍ୟାଦାପୂର୍ଣ୍ଣ ରାଧାନାଥ ରଥ ସମାଜସେବା ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି । ଏହି ଅବସରରେ ରାଧାନାଥ ରଥ ଫାଉଣ୍ଡେସନ ଟ୍ରଷ୍ଟର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଆସନ୍ତା ଡିସେମ୍ବର ୬ତାରିଖରେ ପଦ୍ମଭୂଷଣ…

ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲୁସିର ଡେପୁଟି ମ୍ୟାନେଜର ପ୍ରତାପ ସାମଲ: ସମତ୍ତିର ଲମ୍ବା ଚିଠା ଦେଖି ଚଢ଼ାଉରେ ସାମିଲ ଅଧିକାରୀ ତାଜୁବ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲୁସିର ଡେପୁଟି ମ୍ୟାନେଜର ପ୍ରତାପ ସାମଲ: ସମତ୍ତିର ଲମ୍ବା ଚିଠା ଦେଖି ଚଢ଼ାଉରେ ସାମିଲ ଅଧିକାରୀ ତାଜୁବ

ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲୁସିର ଡେପୁଟି ମ୍ୟାନେଜର ପ୍ରତାପ ସାମଲ: ସମତ୍ତିର ଲମ୍ବା ଚିଠା ଦେଖି ଚଢ଼ାଉରେ ସାମିଲ ଅଧିକାରୀ ତାଜୁବ ଭୁବନେଶ୍ୱର(ଏନ୍‌.ଏମ୍‌.): ବେଆଇନ ଭାବେ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଏବେ ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲୁସିର ଡେପୁଟି ମ୍ୟାନେଜର ପ୍ରତାପ ସାମଲ । ବିଭିନ୍ନ ସ୍ଥାନରେ ଥିବା ଆପାଟମେଣ୍ଟର ସହିତ ରହିଛି ସୁଉଚ୍ଚ ଅଟ୍ଟାଳିକା । ରାଜଧାନୀ ଭୁବନେଶ୍ୱରରେ ୪ଟି ଜାଗାରେ ରହିଛି ସୁଉଚ୍ଚ ଅଟ୍ଟାଳିକା । ତେବେ…

କରୋନା କଟକଣା ଯୋଗୁଁ ଏବର୍ଷ ହେବନାହିଁ କଟକର ଐତିହାସିକ ବାଲିଯାତ୍ରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

କରୋନା କଟକଣା ଯୋଗୁଁ ଏବର୍ଷ ହେବନାହିଁ କଟକର ଐତିହାସିକ ବାଲିଯାତ୍ରା

କରୋନା କଟକଣା ଯୋଗୁଁ ଏବର୍ଷ ହେବନାହିଁ କଟକର ଐତିହାସିକ ବାଲିଯାତ୍ରା #କଟକ (ଏନ୍‌.ଏମ୍‌.): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ଭାବେ ରୋକା ଯାଇ ପାରିନାହିଁ । ସମ୍ପ୍ରତି କଟକ, ଖୋର୍ଦ୍ଧା ଭଳି ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ପ୍ରତିଦିନ କିଛିନା କିଛି ନୂତନ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେଣୁ ରାଜ୍ୟ ସରକାର ଓ ପ୍ରଶାସନ କରୋନା କଟକଣାକୁ ବଳବତ୍ତର ରଖିବାକୁ ବାଧ୍ୟ ହୋଇଛନ୍ତି…

ରାଜଧାନୀ ରାସ୍ତାରେ ସାହସ ଦେଖାଇଥିବା କଟକ ଝିଅ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ମୋକିମ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜଧାନୀ ରାସ୍ତାରେ ସାହସ ଦେଖାଇଥିବା କଟକ ଝିଅ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ମୋକିମ

ରାଜଧାନୀ ରାସ୍ତାରେ ସାହସ ଦେଖାଇଥିବା କଟକ ଝିଅ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ମୋକିମ କଟକ(ଏନ୍‌.ଏମ୍‌.): ଗତ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରର ରାଜ ରାସ୍ତାରେ ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ସାହସିକତାର ସହ ଜଣେ ଲୁଟେରାକୁ କଟକ ବାଦାମବାଡ଼ି ଥାନା ଅନ୍ତର୍ଗତ ଝାଞ୍ଜିରିମଙ୍ଗଳା ଅଞ୍ଚଳର ଝିଅ ପ୍ରଜ୍ଞା ରାୟ ଜୋର ଜବରଦସ୍ତ କାବୁ କରି ସାଧାରଣରେ ପ୍ରଶଂସିତ ହୋଇଛନ୍ତି । ଏହି ଅବସରରେ ବାରବାଟୀ-କଟକ ବିଧାୟକ ଇଂ.ମହମ୍ମଦ ମୋକିମ ପ୍ରଜ୍ଞାଙ୍କୁ…

କୁହୁଳୁଛି ମମିତା ନିଆଁ: ନଭେମ୍ବର ୧୨ ତାରିଖ ଓଡିଶା ବନ୍ଦ ପାଇଁ କଂଗ୍ରେସର ଡାକରା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କୁହୁଳୁଛି ମମିତା ନିଆଁ: ନଭେମ୍ବର ୧୨ ତାରିଖ ଓଡିଶା ବନ୍ଦ ପାଇଁ କଂଗ୍ରେସର ଡାକରା

କୁହୁଳୁଛି ମମିତା ନିଆଁ: ନଭେମ୍ବର ୧୨ ତାରିଖ ଓଡିଶା ବନ୍ଦ ପାଇଁ କଂଗ୍ରେସର ଡାକରା କଟକ(ଏନ୍‌.ଏମ୍‌.): ଆସନ୍ତା ନଭେମ୍ବର ୧୨ତାରିଖ ଓଡିଶା ବନ୍ଦ ଆହ୍ୱାନକୁ କଟକ ସହରରେ ସଫଳ କରିବା ପାଇଁ ଆଜି କଟକ ନଗର (ଜିଲ୍ଲା) କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପୁରିଘାଟ ସ୍ଥିତ କଂଗ୍ରେସ କାର୍ଯ୍ୟାଲୟରେ କମିଟିର ସମସ୍ତ କର୍ମକର୍ତ୍ତା, ବରିଷ୍ଠ କଂଗ୍ରେସ ନେତା, ପୂର୍ବତନ କର୍ପୋରେଟର, ଯୁବ କଂଗ୍ରେସ ମହିଳା…