ଛାତରୁ ଦୁଇ କାନ୍ଥ ସନ୍ଧିରେ ଖସିପଡ଼ିଥିବା ଶିଶୁ କନ୍ୟା ଉଦ୍ଧାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଛାତରୁ ଦୁଇ କାନ୍ଥ ସନ୍ଧିରେ ଖସିପଡ଼ିଥିବା ଶିଶୁ କନ୍ୟା ଉଦ୍ଧାର

ଛାତରୁ ଦୁଇ କାନ୍ଥ ସନ୍ଧିରେ ଖସିପଡ଼ିଥିବା ଶିଶୁ କନ୍ୟା ଉଦ୍ଧାର: ୬ ଇଞ୍ଚ ଫାଙ୍କରେ ୧୫ଫୁଟ ତଳେ ଫସିଥିଲା କାନ୍ଥ କାଟି ବାହାରକଲେ ଲୋକେ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ପୌରାଞ୍ଚଳ ଅନ୍ତର୍ଗତ ତଳବଜାର ଠାରେ ଛାତ ଉପରେ ଖେଳୁଥିବା ବେଳେ ଜଣେ ଶିଶୁ ଦୁଇ କାନ୍ଥ ସନ୍ଧିରେ ଖସି ପଡ଼ିବା ଭଳି ଅଭାବନୀୟ ଘଟଣା ଘଟିଛି । ତେବେ ଦୀର୍ଘ ସମୟ ଧରି ସ୍ଥାନୀୟ ଅଞ୍ଚଳବାସୀ ଓ ଅଗ୍ନିଶମ ବାହିନୀର ଉଦ୍ୟମ…

କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର ନବଗ୍ରହପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର ନବଗ୍ରହପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର ନବଗ୍ରହପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ କୋଣାର୍କ (ଏନ୍‌.ଏମ୍‌.): ପବିତ୍ର କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର । ଏଥିପାଇଁ ବିଶ୍ୱ ଐତିହ୍ୟ କେଣାର୍କ ସୂର୍ଯ୍ୟମନ୍ଦିର ବେଢ଼ା ନିକଟରେ ଥିବା ନବଗ୍ରହ ମନ୍ଦିର ପରିସରରେ ଦିନତମାମ ଲକ୍ଷାଧିକ ଶ୍ରଦ୍ଧାଳୁ ନବଗ୍ରହଙ୍କୁ ଦର୍ଶନ କରିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ମାନସିକ ଧାରି ଶ୍ରଦ୍ଧାଳୁମାନେ ଗ୍ରହ ପିଡ଼ାରୁ ମୁକ୍ତି ପାଇଁ ପ୍ରତ୍ୟୁଶରୁ ପରମ୍ପରାନୁଯାୟୀ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀ ଓ…

ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କ ପରେ ନୂଆ ଡିଏମଇଟି ହେବେ ପ୍ରଫେସର ଡାକ୍ତର ରମାରମଣ ମହାନ୍ତି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କ ପରେ ନୂଆ ଡିଏମଇଟି ହେବେ ପ୍ରଫେସର ଡାକ୍ତର ରମାରମଣ ମହାନ୍ତି

ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କ ପରେ ନୂଆ ଡିଏମଇଟି ହେବେ ପ୍ରଫେସର ଡାକ୍ତର ରମାରମଣ ମହାନ୍ତି ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ମେଡିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ(ଡିଏମଇଟି) ନିର୍ଦ୍ଦେଶକ ଭାବେ ଡାକ୍ତର ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି । ଡିଏମଇଟି ପ୍ରଫେସର ଡାକ୍ତର ଚିନ୍ମୟ ବିଜୟ କୁମାର ମହାନ୍ତି (ସିବିକେ ମହାନ୍ତି ) ଆସନ୍ତା ୩୧ ତାରିଖରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ରମାରମଣଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ; ତାଙ୍କ ସହ ରେଳ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ମଧ୍ୟ ଉପସ୍ଥିତଥିଲେ । ତେବେ ଏହି ସାକ୍ଷାତ ଆଲୋଚନା ବେଳେ ସୁନ୍ଦରଗଡ଼ରେ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି…

ବଜାରଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡ଼ି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବଜାରଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡ଼ି

ବଜାରଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି ଭୁବନେଶ୍ୱର(ଏନ୍‌.ଏମ୍‌.): ଗୋଟିଏ ପଟେ ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ଘଟଣାକୁ ନେଇ କଂଗ୍ରେସ ଓ ବିଜେପି ଆନ୍ଦୋଳନ କରୁଥିବାବେଳେ ଅନ୍ୟପକ୍ଷରେ ବିଜେଡି ମଧ୍ୟ ଖୁବ ଶିଘ୍ର ରାସ୍ତାକୁ ଓହ୍ଲାଇବ ବୋଲି ଘୋଷଣା କରିଛି । ଗୋଟିଏ ପଟେ ମମିତା ହତ୍ୟାକାଣ୍ଡ ଘଟଣାକୁ ନେଇ ବିଜେଡି ଦୁଃଖ ପ୍ରକାଶ କରିଥିବାବେଳେ ଏ ନେଇ ତଦନ୍ତ ଚାଲିଛି ଓ ଅପରାଧୀ ଆଇନ…

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’ ଭୁବନେଶ୍ୱର(ଏନ୍‌.ଏମ୍‌.): ଦିବ୍ୟଶଙ୍କର ମିଶ୍ର ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି । ସେ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ । ମମିତା ହତ୍ୟା ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସୁଛି । ତେଣୁ ମନ୍ତ୍ରୀ ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା କହିଛି…

ବିନା ଟେଣ୍ଡରରେ ସିଏମସିର ନିମ୍ନମାନର ମଶାତେଲ କିଣା ନେଇ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି ନିବାରଣ ବିଭାଗକୁ ଦାବିପତ୍ର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବିନା ଟେଣ୍ଡରରେ ସିଏମସିର ନିମ୍ନମାନର ମଶାତେଲ କିଣା ନେଇ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି ନିବାରଣ ବିଭାଗକୁ ଦାବିପତ୍ର

ବିନା ଟେଣ୍ଡରରେ ସିଏମସିର ନିମ୍ନମାନର ମଶାତେଲ କିଣା ନେଇ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି ନିବାରଣ ବିଭାଗକୁ ଦାବିପତ୍ର କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମରେ ଗୋଟିଏ ପରେ ଗୋଟିଏ ଦୁର୍ନୀତି ଖୋଲୁଛି । ସିଏମସି ଦୁର୍ନୀତିର ଗନ୍ତାଘର ପାଲଟି ଯାଇଥିବା ଅଭିଯୋଗ ଉଠିଛି । ଅତୀତରେ ବହୁ ଦୁର୍ନୀତିର ପର୍ଦ୍ଦାଫାସ ହୋଇଥିବାବେଳେ ଏବେ ବିନା ଟେଣ୍ଡରରେ ନିମ୍ନମାନର ମଶା ତେଲ ପକାଯାଉଥିବା ଅଭିଯୋଗ କରି ଏହାର ତଦନ୍ତ କରିବାକୁ…

ଭୁବନେଶ୍ୱରରେ ପହଁଚିଲା ‘ବିଜୟ ମଶାଲ’ :୧୨୦ ବାଟାଲିୟନ ସୂର୍ଯ୍ୟଦ୍ୱାର ଠାରେ ସ୍ୱାଗତ ଜଣାଇଲେ ସେନା ବାହିନୀ ଓ ଶତାଧିକ ଛାତ୍ରଛାତ୍ରୀ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଭୁବନେଶ୍ୱରରେ ପହଁଚିଲା ‘ବିଜୟ ମଶାଲ’ :୧୨୦ ବାଟାଲିୟନ ସୂର୍ଯ୍ୟଦ୍ୱାର ଠାରେ ସ୍ୱାଗତ ଜଣାଇଲେ ସେନା ବାହିନୀ ଓ ଶତାଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱରରେ ପହଁଚିଲା ‘ବିଜୟ ମଶାଲ’ ୧୨୦ ବାଟାଲିୟନ ସୂର୍ଯ୍ୟଦ୍ୱାର ଠାରେ ସ୍ୱାଗତ ଜଣାଇଲେ ସେନା ବାହିନୀ ଓ ଶତାଧିକ ଛାତ୍ରଛାତ୍ରୀ ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଯାତ୍ରା କରୁଥିବା ସ୍ୱର୍ଣ୍ଣିମ ବିଜୟ ମଶାଲ ଆଜି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିଛି । ପୂର୍ବ ପ୍ରସ୍ତୁତି ଅନୁସାରେ ଏହି ବିଜୟ ମଶାଲ ଆଜି ସକାଳୁ ଆଇ.ଏନ.ଏସ୍…

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ #କେନ୍ଦ୍ରାପଡ଼ା(ଆହ୍ଲାଦ ମହାନ୍ତି): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଗୁରୁବାର ସଂଗଠିତ ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି । ୨୪ଘଂଟା ନପୂରୁଣୁ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳତା ପାଇଛି । ସେହିଭଳି ଗୋଟିଏ ଗୋଷ୍ଠୀ ଘଟଣାସ୍ଥଳକୁ ଆଣିଥିବା କାର୍‌ଟିକୁ ମଧ୍ୟ ପୋଲିସ ଜବତ କରିଛି । ଅନ୍ୟପକ୍ଷରେ ସଂଘର୍ଷରେ ଗୁରୁତର ଆହତ ହୋଇଥିବା ୨…

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ: କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ: କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ #କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ଏହାକୁ ସରକାର କର୍ଣ୍ଣପାତ କରୁ ନଥିବା ପ୍ରତିବାଦରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାରେ ନବୀନ ନିବାସ ପର୍ଯ୍ୟନ୍ତ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି…

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର #କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଆଜି ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେବେ ପୁଲିସ ଏ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦେଇ ନଥିବାବେଳେ ଆହତମାନଙ୍କ ସମ୍ପର୍କରେ ମଧ୍ୟ କୌଣସି ସୂଚନା ମିଳି…

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ #ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସଭାପତି ହରିହର ପଣ୍ଡାଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ନିମପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ଓ ଚତୁଃପାର୍ଶ୍ୱରେ ସଫେଇ କାର୍ଯ୍ୟକ୍ରମ କରି ଏକ ଘଣ୍ଟା ଶ୍ରମଦାନ କରିଥିଲେ । ଏହି ମେଡିକାଲକୁ ବହୁ ଲୋକ ସ୍ୱାସ୍ଥ୍ୟସେବା, ଫିଜିଓଥେରାପି, ଓ କୋଭିଡ ଟୀକା ଇତ୍ୟାଦି ପାଇଁ ପ୍ରତ୍ୟେହ ଆସିଥାଆନ୍ତି ।…

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି #ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତିି ପାଳନ ଉପଲକ୍ଷେ ଅକ୍ଟୋବର ୨୦ରୁ ନଭେମ୍ବର ୭ ପର୍ଯ୍ୟନ୍ତ ଓଡିଶାରେ ଅମର ଯବାନ ଜ୍ୟୋତିର ସ୍ୱର୍ଣ୍ଣିମ ବିଜୟ ମଶାଲ ଆସନ୍ତା କାଲି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିବ । ଏହି ବିଜୟ ମଶାଲ ତଥା ୧୯୭୧ ଯୁଦ୍ଧର ବୀର…

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ ଜଗତପୁର (ଏନ୍‌.ଏମ୍‌.):ଦେଶ ବିରୋଧି ମନ୍ତବ୍ୟ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ଅଭିଯୋଗରେ ଜଗତପୁର ପୋଲିସ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପଶ୍ଚିମ ଛକ (ସାତବାଟିଆ) ଗ୍ରାମର ମହମ୍ମଦ ଅରମାନ୍ (୨୦) ବୋଲି ଜଣାପଡ଼ିଛି । ଅରମାନ୍ ନିକଟରୁ ପୋଲିସ ଏକ ମୋବାଇଲ ଫୋନ ଜବତ କରିଛି । ପୋଲିସ୍ ସୂଚନା ମୁତବକ,…

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ ଭୁବନେଶ୍ୱର (ଏନ୍‌.ଏମ୍‌.): ଗିରଫ ହେବା ପରେ ଚାକିରିରୁ ବହିଷ୍କୃତ ହୋଇଥିବା କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତାଙ୍କ ଘର ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍ ଏକ ସଙ୍ଗେ ଚଢ଼ାଉ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ପ୍ରସନ୍ନଙ୍କ କଳ୍ପନା ସ୍ଥିତ ବାସଭବନ, ଡୁମଡୁମା…

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ କଟକ(ଏନ୍‌.ଏମ୍‌.): କଟକ ମୁଣ୍ଡଳୀ ବ୍ରିଜ ଉପରେ ଆଜି ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି । ଜଣେ ଯୁବକ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ୍ ରଖି ମହାନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି । ଦୀର୍ଘ ସମୟ ଧରି ଅଗ୍ନିଶମ ବାହିନୀର ଓଡ୍ରାଫ ଟିମ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନାହିଁ ।…

ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ ଜଗତପୁର ୪୮ନଂ ୱାର୍ଡ ରେ ରାସନ ସାମଗ୍ରୀ ବଣ୍ଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ ଜଗତପୁର ୪୮ନଂ ୱାର୍ଡ ରେ ରାସନ ସାମଗ୍ରୀ ବଣ୍ଟନ

ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ ଜଗତପୁର ୪୮ନଂ ୱାର୍ଡ ରେ ରାସନ ସାମଗ୍ରୀ ବଣ୍ଟନ  ଜଗତପୁର( ଏନ୍.ଏମ୍.): କଟକ ମହାନଗର ନିଗମ ୪୮ନଂ ୱାର୍ଡର କିଛି ଗରିବ ଅସହାୟ ପରିବାରଙ୍କୁ "ଅକ୍ଷୟ ପାତ୍ର ଫାଉଣ୍ଡେସନ " ପକ୍ଷରୁ "ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ" ସହଯୋଗରେ ସିଏମସି ୱାର୍ଡ ଅଫିସ ଠାରେ ରାସନ ସାମଗ୍ରୀ ପ୍ୟାକେଟ ବଣ୍ଟନ କରାଯାଇଥିଲା ।ଅକ୍ଷୟ ପାତ୍ର ଫାଉଣ୍ଡେସନ ୪୮ ନଂ ୱାର୍ଡ ରେ ସମୁଦାୟ ୭୦୦ରୁ…

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା 
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା 

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା    ଭୁବନେଶ୍ବର (ଏନ୍.ଏମ୍.): ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ…

କଟକ କନ୍ଦରପୁର ଥାନା ଅଞ୍ଚଳରେ ବରିଷ୍ଠ ନାଗରିକଙ୍କୁ ସାଇବର କ୍ରାଇମ ନେଇ ସଚେତନତା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକ କନ୍ଦରପୁର ଥାନା ଅଞ୍ଚଳରେ ବରିଷ୍ଠ ନାଗରିକଙ୍କୁ ସାଇବର କ୍ରାଇମ ନେଇ ସଚେତନତା

କଟକ କନ୍ଦରପୁର ଥାନା ଅଞ୍ଚଳରେ ବରିଷ୍ଠ ନାଗରିକଙ୍କୁ ସାଇବର କ୍ରାଇମ ନେଇ ସଚେତନତା କଟକ ସଦର (ଏନ୍‌.ଏମ୍‌.): କଟକ କନ୍ଦରପୁର ଥାନାର ତତ୍ତ୍ୱାବଧାନରେ କଟକ କନ୍ଦରପୁରରେ ସିନିୟର ସିଟିଜେନଙ୍କ ପାଇଁ ଏକ ସାଇବର ଆୱାରନେସ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ସମୟରେ ମନୁଷ୍ୟ ତାର କାଯ୍ୟ ଭାର କମାଇବା ପାଇଁ ଟେକ୍ନୋଲୋଜି ଉପରେ ନିର୍ଭର କରୁଛି ।ସମସ୍ତ ଜରୁରୀ କାର୍ଯ୍ୟ ଇଣ୍ଟରନେଟ ଓ କମ୍ପ୍ୟୁଟର ରେ ଖୁବ କମ…

ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀଙ୍କ ଆକ୍ରମଣ ଘଟଣାରେ ୨ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀଙ୍କ ଆକ୍ରମଣ ଘଟଣାରେ ୨ଗିରଫ

ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀଙ୍କ ଆକ୍ରମଣ ଘଟଣାରେ ୨ଗିରଫ ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଥାନା ଗୟାନା ଛକ ନିକଟରେ ୫ଜଣ ମଦ୍ୟପ ରବିବାର ବିଳମ୍ବିତ ରାତ୍ରରେ ଜନୈକ ପୁଲିସ୍ ସ୍ପେଶାଲ ସ୍କ୍ୱାର୍ଡ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ନଜରପୁର କେଉଟ ସାହିର ଯୋଗେନ୍ଦ୍ର ହାତୀ(୨୮) ଓ ବୈକୁଣ୍ଠ-ବିହାରର ସଂଗଜିତ୍ ମଲ୍ଲିକ(୨୮) ବୋଲି ଜଣାପଡ଼ିଛି । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା…