ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତିନି ରଥ
ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତିନି ରଥ ପୁରୀ(ଏନ୍.ଏମ୍.): କରୋନା କଟକଣା ମଧ୍ୟରେ ଶେଷ ହୋଇଛି ପ୍ରଭୁ ଜଗନ୍ନାଥଙ୍କ ଘୋଷ ଯାତ । ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ତିନି ରଥ ପହଞ୍ôଚ ସାରିଛି । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ…




















