ଏନ.ଏଲ.ୟୁ.ର ସଫେଇ କର୍ମଚାରୀମାନଙ୍କ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ
ଏନ.ଏଲ.ୟୁ.ର ସଫେଇ କର୍ମଚାରୀମାନଙ୍କ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ [caption id="attachment_10678" align="alignnone" width="300"] News by Aditya Paital (Naraj)[/caption] #ନରାଜ(ଏନ୍.ଏମ୍.): ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡିଶାର ଆଇନ ସେବା ସମିତି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ସଫେଇ କର୍ମଚାରୀମାନଙ୍କ ମଧ୍ୟରେ ସାମାଜିକ ନିରାପତ୍ତା ଯୋଜନା ସମ୍ପର୍କୀତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ସୁକନ୍ୟା ସମୃଦ୍ଧି ଯୋଜନା ବିଷୟରେ ସଚେତନତା…




















