ସୁବର୍ଣ୍ଣରେଖା ନଦୀରୁ ମିଳିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ୫୦୦ ପାଉଣ୍ଡ ଆମେରିକୀୟ ବୋମା
ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସୁବର୍ଣ୍ଣରେଖା ନଦୀରୁ ମିଳିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ୫୦୦ ପାଉଣ୍ଡ ଆମେରିକୀୟ ବୋମା

ସୁବର୍ଣ୍ଣରେଖା ନଦୀରୁ ମିଳିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ୫୦୦ ପାଉଣ୍ଡ ଆମେରିକୀୟ ବୋମା ବାରିପଦା(ଏନ୍‌.ଏମ୍‌.): ମୟୂରଭଞ୍ଜ ସୀମାନ୍ତ ଝାଡ଼ଖଣ୍ଡର ପୂର୍ବ ସିଂହଭୂମ ଜିଲ୍ଲା ଅନ୍ତର୍ଗତ ବହରାଗୋଡ଼ା ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀକୂଳ ବାଲିରୁ ଏକ ଶକ୍ତିଶାଳୀ ତଥା ଜୀବନ୍ତ ବୋମା ଉଦ୍ଧାର କରାଯାଇଛି। ଏହା ଦ୍ୱିତୀୟ_ବିଶ୍ୱଯୁଦ୍ଧ ସମୟର ଏକ ଆମେରିକୀୟ ବୋମା, ଯାହାର ଓଜନ ପ୍ରାୟ ୫୦୦ ପାଉଣ୍ଡ ବା ୨୨୭ କିଲୋଗ୍ରାମ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି…

ସଫଳ ପୁଲିସ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ
କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସଫଳ ପୁଲିସ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ

ସଫଳ ପୁଲିସ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ଓ ଜାତୀୟସ୍ତରରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଯୋଗଦେଇ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପୁଲିସ ଖେଳାଳୀଙ୍କୁ ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଛି। ଭୁବନେଶ୍ୱରସ୍ଥିତ ପୁଲିସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ନିଜ ବକ୍ତବ୍ୟରେ କହିଥିଲେ, କ୍ରୀଡ଼ାବିତ୍‌ଙ୍କ ଏହି ସଫଳତା ରାଜ୍ୟ…

ବରିଷ୍ଠ ଶ୍ରମିକନେତା ବସନ୍ତ ସାହୁଙ୍କ ମାତୃବିୟୋଗ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବରିଷ୍ଠ ଶ୍ରମିକନେତା ବସନ୍ତ ସାହୁଙ୍କ ମାତୃବିୟୋଗ

ବରିଷ୍ଠ ଶ୍ରମିକନେତା ବସନ୍ତ ସାହୁଙ୍କ ମାତୃବିୟୋଗ କଟକ(ଏନ୍‌.ଏମ୍‌.): ବରିଷ୍ଠ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ସର୍ବଭାରତୀୟ ସଭାପତିଙ୍କ ମାତା କେଶରୀ ସାହୁଙ୍କ ୮୮ବର୍ଷ ବୟସରେ ପରଲୋକ ହୋଇଯାଇଛି। ସ୍ୱର୍ଗୀୟା ସାହୁଙ୍କ ପରଲୋକଗତ ଖବର ପାଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ସ୍ଥାନୀୟ ସିଡିଏ କୃଷକ ବଜାରସ୍ଥିତ ସାନପୁଅଙ୍କ ବାସ ଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ଶେଷ ଦର୍ଶନ କରିଥିଲେ। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପୁଅ-ବୋହୁ, ନାତି,…

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌
ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ବିଭିନ୍ନ ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ସରକାର୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ଜମି ନେଇ ଶିଳ୍ପ କରୁ ନଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ୨ ବାଂଲାଦେଶୀ ମୃତ, ୭ ଆହତ, ସମୁଦ୍ରରେ ଫସି ରହିଛି ବାଂଲାର ଜାହାଜ
ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ମଧ୍ୟପ୍ରାଚ୍ୟ ଯୁଦ୍ଧ: ୨ ବାଂଲାଦେଶୀ ମୃତ, ୭ ଆହତ, ସମୁଦ୍ରରେ ଫସି ରହିଛି ବାଂଲାର ଜାହାଜ

ମଧ୍ୟପ୍ରାଚ୍ୟ ଯୁଦ୍ଧ: ୨ ବାଂଲାଦେଶୀ ମୃତ, ୭ ଆହତ, ସମୁଦ୍ରରେ ଫସି ରହିଛି ବାଂଲାର ଜାହାଜ ଢାକା(ଏଜେନ୍ସି): ମଧ୍ୟପ୍ରାଚ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଯୋଗୁଁ ସମ୍ପୂର୍ଣ୍ଣ ବିଶ୍ୱ ଏବେ ସମସ୍ୟାରେ ଛନ୍ଦି ହୋଇ ଯାଇଛି। ଇରାନ ଓ ଇସ୍ରାଏଲ,ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ଏବେ ନିରୀହ ବିଦେଶୀ ଶ୍ରମିକଙ୍କ ଜୀବନ ପାଇଁ ବିପଦ ସୃଷ୍ଟି ହୋଇଛି। ବିଭିନ୍ନ ଦେଶ ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣରେ ଦୁଇଜଣ ବାଂଲାଦେଶୀ ନାଗରିକ…

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ

ଚାକିରୀ ନମିଳିବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ #ଭଦ୍ରକ (ଏନ୍‌.ଏମ୍‌.): ବାରମ୍ବାର ଦାବି ଓ ଆନ୍ଦୋଳନ ପରେ ମିଳିଲାନି ଚାକିରୀ । ଶେଷରେ ମାନସିକ ଭାରସାମ୍ୟ ହରାଇ ଯୁବତୀ ଜଣକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ସୂଚନା ଅନୁସାରେ, ତିହିଡ଼ି ବ୍ଲକ୍ ଶ୍ୟାମସୁନ୍ଦରପୁର ଅଞ୍ଚଳର ବିଜୟଲକ୍ଷ୍ମୀ ଦାସ ଅର୍ଲି ଚାଇଲ୍ଡହୁଡ୍ କେୟାର୍ ଏଜୁକେସନ୍ ପାଠ୍ୟକ୍ରମ ଶେଷ କରିଛନ୍ତି।…

କଟକରେ ନିର୍ମାଣ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ଟଙ୍କା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକରେ ନିର୍ମାଣ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

କଟକରେ ନିର୍ମାଣ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ଟଙ୍କା କଟକ (ଏନ୍‌.ଏମ୍‌.): ନିର୍ମାଣ ଶ୍ରମିକ ମାନଙ୍କ ଆକାଉଣ୍ଟକୁ ଗଲା ୨୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କା। କଟକ ଜିଲ୍ଲାରେ ଥିବା ୪ ହଜାର ୪୯ ଜଣ ନିର୍ମାଣ ଶ୍ରମିକଙ୍କୁ ଶ୍ରମ ବିଭାଗ ତରଫରୁ ୨୬ କୋଟି ୨୦ ଲକ୍ଷ ୭୮ ହଜାର ରୁ ଉର୍ଦ୍ଧ୍ୱ ଟଙ୍କାର ସହାୟତା ଅର୍ଥ ରାଶି ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ ବିଭାଗ ର…

ଗୋଟିଏ ଆଖି ନଥାଇବି ମିଳୁନାହିଁ ଭତ୍ତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଗୋଟିଏ ଆଖି ନଥାଇବି ମିଳୁନାହିଁ ଭତ୍ତା

ଗୋଟିଏ ଆଖି ନଥାଇବି ମିଳୁନାହିଁ ଭତ୍ତା #ସୁବର୍ଣ୍ଣପୁରର (ଏନ୍‌.ଏମ୍‌.): ସରକାର ସମସ୍ତ ହିତାଧିକାରୀଙ୍କୁ ସହାୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା ପ୍ରତାରଣାରେ ପରିଣତ ହୋଇଛି। ଏପରିକି ଜଣେ ଯୁବତୀଙ୍କ ଗୋଟିଏ ଆଖି ନଥାଇ ମଧ୍ୟ ସେ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ଗୋଟିଏ ପଟେ ସରକାର ସବକା ସାଥ ସବକା ବିକାଶ ବୋଲି ଡିଣ୍ଡିମ ପିଟୁଥିବାବେଳେ ଏହି ଯୁବତୀଙ୍କ କ୍ଷେତ୍ରରେ ସରକାରଙ୍କ ଘୋଷଣା କେବଳ କୁମ୍ଭୀର…

କୋଟିଆରେ ପଶିଲେ ବନ୍ଧାହେବେ ଆନ୍ଧ୍ର ଅଧିକାରୀ: ରାଜସ୍ୱମନ୍ତ୍ରୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କୋଟିଆରେ ପଶିଲେ ବନ୍ଧାହେବେ ଆନ୍ଧ୍ର ଅଧିକାରୀ: ରାଜସ୍ୱମନ୍ତ୍ରୀ

କୋଟିଆରେ ପଶିଲେ ବନ୍ଧାହେବେ ଆନ୍ଧ୍ର ଅଧିକାରୀ: ରାଜସ୍ୱମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): କୋଟିଆ ଉପରେ ଆନ୍ଧ୍ରପ୍ରଦେଶର ଲୋଲୁପ ଦୃଷ୍ଟି ନେଇ ଗର୍ଜିଛନ୍ତି ରାଜସ୍ୱ ମନ୍ତ୍ରୀ। ଆନ୍ଧ୍ର ସବୁବେଳେ କୋଟିଆରେ ପ୍ରବେଶ କରି ଲୋକଙ୍କୁ ଭଡ଼କାଉଛି। ଆଉ କୋଟିଆକୁ ନିଜ ରାଜ୍ୟରେ ସାମିଲ କରିବା ପାଇଁ ଗୋଟିଏ ପରେ ଗୋଟିଏ ଚକ୍ରାନ୍ତ ଚଳାଇ ଆସିଛି। କେତେବେଳେ ସରକାରୀ ଯୋଜାନ ଯୋଗାଇ ଦେଉଛି ତ ଆଉ କେତେବେଳେ ନିର୍ବାଚନ କରି ସେଠାରେ ଜନପ୍ରତିନିଧି ତିଆରି କରି…

ଓଡ଼ିଶାବାସୀଙ୍କୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶାବାସୀଙ୍କୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ

ଓଡ଼ିଶାବାସୀଙ୍କୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର(ଏନ୍‌.ଏମ୍‌.): ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ପଦୋନ୍ନତି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମତୀ ଗର୍ଗଙ୍କୁ ନୂଆ ଦାୟିତ୍ୱ ମିଳିଛି। ମନୋଜ ଆହୁଜାଙ୍କ ସ୍ଥାନରେ ରାଜ୍ୟ ସରକାର ଅନୁ ଗର୍ଗଙ୍କୁ ଅବସ୍ଥାପିତ କରିଛନ୍ତି। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ପଦୋନ୍ନତି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସାମ୍ବାଦିକମାନଙ୍କୁ ଭିତରକୁ ଛାଡିଲାନି ସୁବର୍ଣ୍ଣପୁର ପୋଲିସ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସାମ୍ବାଦିକମାନଙ୍କୁ ଭିତରକୁ ଛାଡିଲାନି ସୁବର୍ଣ୍ଣପୁର ପୋଲିସ

ସରକାରଙ୍କ କାର୍ଯ୍ୟକୁ ନେଇ ଆଶଙ୍କାରେ ଜନତା ସାମ୍ବାଦିକମାନଙ୍କୁ ଭିତରକୁ ଛାଡିଲାନି ସୁବର୍ଣ୍ଣପୁର ପୋଲିସ ସୁବର୍ଣ୍ଣପୁର (ଏନ୍‌.ଏମ୍‌.): ଜନସାଧାରଣଙ୍କ ସୁଖ ଦୁଃଖରେ ଠିଆ ହେବାର ପ୍ରତିଶ୍ରୁତି ଦେଇ ସରକାରକୁ ଆସିଥିବା ବିଜେପି ପୂର୍ବ ସରକାରଙ୍କ ଭଳି ଏବେ ମନମୁଖୀ କାର୍ଯ୍ୟ ଚଳାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଏକଦା ଲୋକଙ୍କ ସରକାର କହୁଥିବା ବିଜେପି ଏବେ ଲୋକଙ୍କ ସ୍ୱାର୍ଥ ଶୁଣିବାକୁ ବି ସୁଯୋଗ ଦେଉନଥିବା ସୁବର୍ଣ୍ଣପୁର ଜିଲ୍ଲାରେ ଦେଖିବାକୁ ମିଳିଛି। ଏପରିକି ପୁଲିସ…

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ #Cuttack #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଚହଟା ଲେନ–୩ ସ୍ଥିତ ଗ୍ରାମଦେବୀ ମନ୍ଦିର ନିକଟରେ ସର୍ବସାଧାରଣଙ୍କ ପାଇଁ ଏକ ଥଣ୍ଡା ଓ ସ୍ୱଚ୍ଛ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ ବିଧାୟିକା ସୋଫିଆ ଫିର୍ଦୋଷଙ୍କ ଦ୍ୱାରା ଅନୁଷ୍ଠିତ ହୋଇଛି। ଉଦ୍ଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବାସିନ୍ଦାମାନେ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସହିତ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଗ୍ରୀଷ୍ମ ଦିନରେ…

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ସିଏମସିରେ ଖୁଲମଖୁଲା ଚାଲେଞ୍ଜ : ମେୟର ଓ କମିଶନରଙ୍କୁ ଦାବିପତ୍ର
ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ସିଏମସିରେ ଖୁଲମଖୁଲା ଚାଲେଞ୍ଜ : ମେୟର ଓ କମିଶନରଙ୍କୁ ଦାବିପତ୍ର

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ସିଏମସିରେ ଖୁଲମଖୁଲା ଚାଲେଞ୍ଜ : ମେୟର ଓ କମିଶନରଙ୍କୁ ଦାବିପତ୍ର @Cuttack #କଟକ(ଏନ୍‌.ଏମ୍‌.): ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ଖୁଲମଖୁଲା ଚାଲେଞ୍ଜ କରୁଛି କଟକ ମହାନଗର ନଗମ (ସି.ଏମ୍‌.ସି)। ଚାକିରୀ ଶେଷ ପରେ ମଧ୍ୟ ବିଭିନ୍ନ ବିଭାଗରେ ଅଧିକାରୀ ଓ କର୍ମଚାରୀଙ୍କୁ ବେଆଇନ ଭାବରେ ପୁନଃ ନିଯୁକ୍ତି ଓ ଥଇଥାନ କରୁଛି ସି.ଏମ୍‌.ସି । ଯାହା ଫଳରେ ବେକାରୀ ଯୁବକ ଯୁବତୀଙ୍କ…

ବଦଳିଲା ମନରେଗା: ‘ଭିବି-ଜି ରାମ ଜି’ରେ ବର୍ଷକୁ ୧୨୫ ଦିନର କାମ
କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବଦଳିଲା ମନରେଗା: ‘ଭିବି-ଜି ରାମ ଜି’ରେ ବର୍ଷକୁ ୧୨୫ ଦିନର କାମ

ବଦଳିଲା ମନରେଗା: ‘ଭିବି-ଜି ରାମ ଜି’ରେ ବର୍ଷକୁ ୧୨୫ ଦିନର କାମ @Newdelhi #ନୂଆଦିଲ୍ଲୀ(ଏଜେନ୍ସି): କୋଡ଼ିଏ ବର୍ଷ ପୁରୁଣା ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା)ରେ ବ୍ୟାପକ ପରିବର୍ତ୍ତନ କରି ‘ବିକଶିତ ଭାରତ-ରୋଜଗାର ଓ ଜୀବିକା ପାଇଁ ଗ୍ୟାରେଣ୍ଟି ଅଭିଯାନ (ଭିବି-ଜି ରାମ ଜି) ଆଇନ, ୨୦୨୫’ ପ୍ରସ୍ତୁତ କରାଯାଇଛି। ପିଆଇବି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଏହି ଆଇନ ଅଧୀନରେ ପ୍ରତ୍ୟେକ ଗ୍ରାମୀଣ ପରିବାରକୁ…

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ @Newdelhi #ନୂଆଦିଲ୍ଲୀ (ଏଜେନ୍ସି): କେନ୍ଦ୍ର ସରକାର ଦେଶର ପ୍ରଗତି ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇ ଚାଲିଛନ୍ତି। ଏବେ ବିକଶିତ ଭାରତର ଆଉ ଗୋଟିଏ ଝଲକ ମଧ୍ୟ ଦେଖିବାକୁ ମିଳିଛି। ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍‌ଏ) ବିଲ୍ ୨୦୨୫,…

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ ଶୀତ ରାତିକୁ କମ୍ପାଉଛି ବଡ ବଡ ମେସିନ, ନିରବ ପ୍ରଶାସନ! #Tangi-Choudwar #ଟାଙ୍ଗୀ-ଚୌଦ୍ୱାର (ଏନ୍‌.ଏମ୍‌): ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ପାଇଁ ସୁରକ୍ଷିତ ଭୂସ୍ୱର୍ଗ ପାଲଟିଯାଇଛି। ଦୀର୍ଘ ଦିନ ଧରି ଏଠାରେ ଚାଲିଛି ବ୍ୟାପକ ଓ ସଂଗଠିତ ମୋରମ ଚୋରା ଚାଲାଣ। ଦିନେ ସାଧାରଣ ମୁହଁ, ରାତି ହେଲେ ବିନା ଭୟରେ ମାଟି ତାଡ଼ିବା ମେସିନ ଗର୍ଜନ…

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ !
ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ !

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ ! ୮ମାସରେ ୨୩କୋଟି ଖର୍ଚ୍ଚ, ପୁଣି ମାଗିଲେ ୧୫୦କୋଟି #Cuttack , କଟକ (ଏନ୍‌.ଏମ୍‌.): ରାଜ୍ୟରେ ଅପରାଧ ଯେତେ ଅଧିକ ହେଉଛି ଓଡ଼ିଶା ପୁଲିସର ଲାଭ ସେତେ ବଢ଼ିଚାଲିଛି। ଏ କଥା ଆମ୍ଭେ କହୁନାହୁଁ କହୁଛନ୍ତି ହଜାର ହଜାର ବୁଦ୍ଧିଜୀବୀ। ରାଜ୍ୟର ସମସ୍ତ ଥାନାରେ ଏଭଳି ସରକାରୀ ଅର୍ଥକୁ ହରିଲୁଟ ଚାଲୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି। ପୁଲିସ ବିଭାଗର ଥିବା…

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ #ରାୟଗଡ଼ା(ଏନ୍‌.ଏମ୍‌.): ରାୟଗଡା ଠାରେ ସ୍ଥାପିତ ହୋଇଥିବା ନୂତନ ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ କରିବାକୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିଛନ୍ତି। ଏଥିସହ ଦିନବେଳେ କୋରାପୁଟ ରାୟଗଡାରୁ ଭୁବନେଶ୍ୱର ରେଳ ଚଳାଚଳ ପାଇଁ ମଧ୍ୟ ସେ ଦାବି କରିଛନ୍ତି। ରାୟଗଡ଼ା ରେଳ ଡିଭିଜନର କାର୍ଯ୍ୟକାରିତାକୁ ନେଇ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର…

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ
ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ #ଭୁବନେଶ୍ୱର/କଟକ (ଏନ୍‌.ଏମ୍‌.): କଟକରେ ଏଣିକି ଭଙ୍ଗା ହେବ ବିପଦସଂକୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା। ଏନେଇ ଏବେ ବିଭାଗୀୟ ମନ୍ତ୍ରୀ ବିଧାନସଭାରେ ଏକ…

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଉଚ୍ଚ ଶିକ୍ଷାର ସଦୃଢ଼ିକରଣ ନିମନ୍ତେ ଦାୟିତ୍ୱ ନେଇଥିବା କିଟି ବିଶ୍ୱବିଦ୍ୟାଳୟ ସବୁବେଳେ ବିବାଦରେ ଛନ୍ଦି ହୋଇ ପଡ଼ୁଛି। ଅନୁଷ୍ଠାନର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ହେଉ ବା ପରିଚାଳନାଗତ ତ୍ରୁଟି। ବିଭିନ୍ନ ଘଟଣାକୁ ନେଇ ଏବେ କିଟ ଚର୍ଚ୍ଚାରେ। ଗତ ଫେବ୍ରୁଆରି ୧୬ ତାରିଖରେ ଘଟିଥିବା ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍‌’କୁ ପକ୍ଷଭୁକ୍ତ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ…