ଟାଟା ଷ୍ଟିଲ୍ ପାୱାର ପ୍ଲାଣ୍ଟରେ ଦୁର୍ଘଟଣା : ୧୯ ଆହତ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
ଟାଟା ଷ୍ଟିଲ୍ ପାୱାର ପ୍ଲାଣ୍ଟରେ ଦୁର୍ଘଟଣା : ୧୯ ଆହତ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି [caption id="attachment_9878" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍.ଏମ୍.): ଢେଙ୍କାନାଳ ଜିଲ୍ଳା ମେରାମୁଣ୍ଡଳିସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା ହୋଇଥିବା ବେଳେ ବହୁ ଲୋକ ଗୁରୁତର ଆହତ ହୋଇଛନ୍ତି । ତେବେ ପ୍ଲାଣ୍ଟର ବ୍ଲାଷ୍ଟ ଫର୍ନେସ ଫାଟିବା ନେଇ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି ।…




















