ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର ଷ୍ଟାଡିୟମ୍ ଉଦ୍ଘାଟିତ
ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର ଷ୍ଟାଡିୟମ୍ ଉଦ୍ଘାଟିତ #କେନ୍ଦ୍ରାପଡ଼ା(ଏନ୍.ଏମ୍.): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଯୋଗେ କେନ୍ଦ୍ରାପଡ଼ା ଇଛାପୁର ସାମଗୁଡ଼ିଆ ନିକଟସ୍ଥ ନବନିର୍ମିତ ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମ୍ର ଶୁଭ ଉଦ୍ଘାଟନ କରିଛନ୍ତି । ଭବିଷ୍ୟତ ପାଇଁ ବଡ଼ଶକ୍ତିଭାବେ ଉଭା ହୋଇଥିବା ସଶକ୍ତ ଯୁବଶକ୍ତି ଗଠନ ପାଇଁ କ୍ରୀଡ଼ା ଭିତିଭଭୂମିର ବିକାଶ ଉପରେ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାର ୨୬ଗୋଟି ବହୁମୁଖୀ ଇନ୍ଡୋର୍…


















