ଭୁବନେଶ୍ୱରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର
ଭୁବନେଶ୍ୱରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ଖର୍ଚ୍ଚ ହେବ ୨୫ କୋଟି [caption id="attachment_7613" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ୱର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ…




















