ଭାରତୀୟ ରେଳବାଇ ମାଲଗୋଦାମ ଶ୍ରମିକ ସଂଘ ପକ୍ଷରୁ ବିଭିନ୍ନ ଦାବି
ଭାରତୀୟ ରେଳବାଇ ମାଲଗୋଦାମ ଶ୍ରମିକ ସଂଘ ପକ୍ଷରୁ ବିଭିନ୍ନ ଦାବି [caption id="attachment_5383" align="alignnone" width="300"] News by Kanhucharan Panda (Jagatpur)[/caption] ଜଗତପୁର(ଏନ୍.ଏମ୍.): ଭାରତୀୟ ରେଳବାଇ ମାଲଗୋଦାମ ଶ୍ରମିକ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଦାବି କରାଯାଇଛି । ସଂଘ ପକ୍ଷରୁ ଏହି ଦାବିଗୁଡ଼ିକୁ ଆଜି ସ୍ଥାନୀୟ ଜଗତପୁରସ୍ଥିତ ସତ୍ୟମ ହୋଟେଲ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥାପନ କରାଯାଇଥିଲା । ଏହି ସମ୍ମିଳନୀରେ…




















