ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ

ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ ଏବେ କୋଟିପତି ଆରଟିଓ । ସମ୍ପ୍ରତି ବେଆଇନ ସମ୍ପତ୍ତି ଠୁଳ କରି ଶତାଧିକ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଥିବାବେଳେ ସମ୍ପୃକ୍ତ ଆରଟିଓ ଜଣକ ନିଜର ସମ୍ପତ୍ତି ତାଲିକା ବଢ଼ାଇ ଚାଲିଥିଲେ । ଏନେଇ ଅଭିଯୋଗ ହେବାପରେ ତାଙ୍କୁ ଧରିଛି ଭିଜିଲାନ୍ସ । ଏହି କୋଟିପତି ବୌଦ୍ଧ ଆରଟିଓ ଜଣକ ହେଉଛନ୍ତି ବସନ୍ତ କୁମାର ମହାପାତ୍ର । ତାଙ୍କର ରାଜଧାନୀରେ ଫ୍ଲାଟ…

ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବସ କଟକ ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବସ କଟକ ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବସ କଟକ ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ #କଟକ(ଏନ୍‌.ଏମ୍‌.): ୧୬ ନମ୍ବର ଜାତୀୟ ରାଜପଥ ବାଲିକୁଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଚନ୍ଦନ ନାମକ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାତ୍ରା କରିବା ସମୟରେ ସ୍ଥାନୀୟ କଟକ ବାଲିକୁଦା ନିକଟରେ ହଠାତ ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ ସଂଧ୍ୟା ପ୍ରାୟ ୭ଟା ସମୟରେ ଓଆର ୦୫ ଏଜେ…

କଟକ ନଗର ବିଜେପି ଅଧ୍ୟାପକ ସେଲ ସଂଯୋଜକ ହେଲେ ମାନସ ରଞ୍ଜନ ଓଝା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକ ନଗର ବିଜେପି ଅଧ୍ୟାପକ ସେଲ ସଂଯୋଜକ ହେଲେ ମାନସ ରଞ୍ଜନ ଓଝା

କଟକ ନଗର ବିଜେପି ଅଧ୍ୟାପକ ସେଲ ସଂଯୋଜକ ହେଲେ ମାନସ ରଞ୍ଜନ ଓଝା #କଟକ(ଏନ୍‌.ଏମ୍‌.): କଟକ ଜିଲ୍ଲାରେ ବିଜେପି ନିଜର ସ୍ଥିତି ସୁଦୃଢ଼ କରିବା ପାଇଁ ବିଭିନ୍ନ ରଣକୌଶଳ ଆପଣେଉଥିବା ଦେଖିବାକୁ ମିଳିଛି । ଏପରିକି ବିଭିନ୍ନ ଦଳରୁ ପ୍ରଭାବଶାଳୀ ନେତାମାନଙ୍କୁ ନିଜ ଦଳରେ ସାମିଲ କରି ସଂଗଠନକୁ ଅଧିକ ମଜଭୁତ କରିବାକୁ ବିଜେପି ଉଦ୍ୟମ କରୁଥିବାବେଳେ ପୁରୁଣା କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ବିଭିନ୍ନ ଦାୟିତ୍ୱ ଦେଉଥିବା ଦେଖିବାକୁ ମିଳିଛି ।…

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିବା ବେଳେ ତାହାକୁ ପୂର୍ବଭଳି ବିଜେଡି ସମର୍ଥନ ଜଣାଇଛି । ଫଳରେ ଏପର ବି ବିଜେଡି ସମର୍ଥନରେ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ଯିବାକୁ ରାସ୍ତା ପରିଷ୍କାର ହୋଇଛି । ଓଡ଼ିଶାରୁ ୩ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ…

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଅସୁସ୍ଥ ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି । ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା । ଭରତପୁର ଜଙ୍ଗଲରୁ ଅସୁସ୍ଥ ଦନ୍ତା ହାତୀଟିକୁ ଠାବ କରାଯାଇଥିଲା । ଅସୁସ୍ଥ ହାତୀର…

ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କୁ ଖୁସି ଖବର, କମିଲା ବିଜୁଳି ଦର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କୁ ଖୁସି ଖବର, କମିଲା ବିଜୁଳି ଦର

ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କୁ ଖୁସି ଖବର, କମିଲା ବିଜୁଳି ଦର #ଭୁବନେଶ୍ୱର(ଏନ୍‌.ଏମ୍‌.): ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି । ବିଜୁଳି ଦର ହ୍ରାସ କଲେ ଓଇଆରସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ୍ ହୋଇଛି । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିବ । ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ, ଟିକେଟକୁ ନେଇ କଟକରେ ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ, ଟିକେଟକୁ ନେଇ କଟକରେ ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ, ଟିକେଟକୁ ନେଇ କଟକରେ ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ସମୟରେ ବିଧାନସଭା ପ୍ରକୋଷ୍ଠରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିକ୍ରମ ଆରୁଖ୍‌, ନିରଞ୍ଜନ ପୂଜାରୀ, ମୁଖ୍ୟ ସଚେତକ…

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ ଏବଂ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ ସମାରୋହ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଲୟ ର ଅଧ୍ୟକ୍ଷ ଅଧ୍ୟାପକ ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ଇଂରାଜୀ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ. ବ୍ରଜ ମୋହନ ମିଶ୍ର ଯୋଗଦେଇ ମହାବିଦ୍ୟାଳୟକୁ ନିଜର ମା’ ଭାବିବାକୁ…

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି #ଭୁବନେଶ୍ୱର (ଏନ୍‌.ଏମ୍‌.): ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ପକ୍ଷରୁ ଆଜି ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ତେବେ ରାଜ୍ୟରୁ ୩ଜଣ ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ଆଜି ବିଜେଡି ୨ଜଣଙ୍କ ନାମ ଘୋଷଣା କରିଛି । କଟକ ଜିଲ୍ଲା ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ…

ଜଗତପୁର ବୈକୁଣ୍ଠ ବିହାର ପ୍ରତି ପ୍ରଶାସନିକ ଅବହେଳା : ହାତରୁ ବାଲି, ଗୋଡି ଓ ସିମେଣ୍ଟ କିଣି ରାସ୍ତା କାମ କଲେ କୋପନାଗୁଣୀ ଯୁବ ସଂଙ୍ଗଠନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜଗତପୁର ବୈକୁଣ୍ଠ ବିହାର ପ୍ରତି ପ୍ରଶାସନିକ ଅବହେଳା : ହାତରୁ ବାଲି, ଗୋଡି ଓ ସିମେଣ୍ଟ କିଣି ରାସ୍ତା କାମ କଲେ କୋପନାଗୁଣୀ ଯୁବ ସଂଙ୍ଗଠନ

ଜଗତପୁର ବୈକୁଣ୍ଠ ବିହାର ପ୍ରତି ପ୍ରଶାସନିକ ଅବହେଳା : ହାତରୁ ବାଲି, ଗୋଡି ଓ ସିମେଣ୍ଟ କିଣି ରାସ୍ତା କାମ କଲେ କୋପନାଗୁଣୀ ଯୁବ ସଂଙ୍ଗଠନ #ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଅନ୍ତର୍ଗତ ୪୮ ନମ୍ବର ୱାର୍ଡ ବୈକୁଣ୍ଠ ବିହାର କେନାଲ ବନ୍ଧ ଗଡା ରାସ୍ତା ଦୀର୍ଘ ବର୍ଷ ଧରି କଦର୍ଯ୍ୟ ଅବସ୍ଥାରେ ପଡିରହିଥିବା ସତ୍ତ୍ୱେ ସିଏମସିର ଦୃଷ୍ଟି ନପଡ଼ିବା ଦୁର୍ଭାଗ୍ୟ ଜନକ ବୋଲି ଅଭିଯୋଗ ଉଠିଛି । ବର୍ଷ…

ଧରଣୀଧର ବିଶ୍ୱ ବିଦ୍ୟାଳୟର ପ୍ରଥମ ପ୍ରତିଷ୍ଠା ଦିବସ ସମାରୋହ : ଦୃଢ ସଂକଳ୍ପ ଓ କର୍ମ ନିଷ୍ଠା ହିଁ ସଫଳତାର ଚାବିକାଠି – ମୁଖ୍ୟ ଶାସନ ସଚିବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଧରଣୀଧର ବିଶ୍ୱ ବିଦ୍ୟାଳୟର ପ୍ରଥମ ପ୍ରତିଷ୍ଠା ଦିବସ ସମାରୋହ : ଦୃଢ ସଂକଳ୍ପ ଓ କର୍ମ ନିଷ୍ଠା ହିଁ ସଫଳତାର ଚାବିକାଠି – ମୁଖ୍ୟ ଶାସନ ସଚିବ

ଧରଣୀଧର ବିଶ୍ୱ ବିଦ୍ୟାଳୟର ପ୍ରଥମ ପ୍ରତିଷ୍ଠା ଦିବସ ସମାରୋହ ଦୃଢ ସଂକଳ୍ପ ଓ କର୍ମ ନିଷ୍ଠା ହିଁ ସଫଳତାର ଚାବିକାଠି - ମୁଖ୍ୟ ଶାସନ ସଚିବ #କେନ୍ଦୁଝର(ଏନ୍‌.ଏମ୍‌.): କେନ୍ଦୁଝର ସ୍ଥିତ ଧରଣୀଧର ବିଶ୍ୱ ବିଦ୍ୟାଳୟର ପ୍ରଥମ ପ୍ରତିଷ୍ଠା ଦିବସର ଭବ୍ୟ ସମାରୋହ ବିଶ୍ୱ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟଅତିଥି ଭାବେ ବିଶ୍ୱ ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ତଥା ବର୍ତ୍ତମାନର ଓଡିଶା ରାଜ୍ୟ ମୁଖ୍ୟ ଶାସନ…

କେନ୍ଦୁମୁଣ୍ଡିରେ ବିଜେଡି ପକ୍ଷରୁ ବିରାଟ ମହିଲା ଓ କର୍ମୀ ସମାବେଶ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କେନ୍ଦୁମୁଣ୍ଡିରେ ବିଜେଡି ପକ୍ଷରୁ ବିରାଟ ମହିଲା ଓ କର୍ମୀ ସମାବେଶ

କେନ୍ଦୁମୁଣ୍ଡିରେ ବିଜେଡି ପକ୍ଷରୁ ବିରାଟ ମହିଲା ଓ କର୍ମୀ ସମାବେଶ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ୍ ଅନ୍ତର୍ଗତ କେନ୍ଦୁମୁଣ୍ଡି ପଞ୍ଚାୟତ ଠାରେ ବିଜେଡି ପକ୍ଷରୁ ବିରାଟ ମହିଲା କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଛି । ୧୬ ନମ୍ବର ଜୋନ ବିଜେଡି ସଭାପତି ପ୍ରେମାନନ୍ଦ ବଢେଇଙ୍କ ନେତୃତ୍ୱରେ ଆୟୋଜିତ ଏହି ଜୋନସ୍ତରୀୟ ମହିଳା ଓ କର୍ମୀ ସମାବେଶରେ ବିଧାୟକ ସରୋଜ ମେହେର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ହଜାର…

କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ବିଜେପିର ମିଶ୍ରଣ ପର୍ବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ବିଜେପିର ମିଶ୍ରଣ ପର୍ବ

କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ବିଜେପିର ମିଶ୍ରଣ ପର୍ବ #ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଞ୍ଚଳରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ନଖରା ଓ ଶାଳଗାଁ ଗ୍ରାମପଞ୍ଚାୟତର ମଧ୍ୟବର୍ତ୍ତୀ ଅଞ୍ଚଳରେ ଆୟୋଜିତ ଏହି ପର୍ବରେ ବିଜେପିର ରାଜ୍ୟସ୍ତରୀୟ ନେତୃଙ୍କ ଉପସ୍ଥିତିରେ ବହୁ ନେତା ଓ କର୍ମୀ ବିଜେପିରେ ସାମିଲ ହୋଇଥିଲେ । ଶାଳଗାଁ ପଞ୍ଚାୟତର ପ୍ରଭାବଶାଳୀ ସରପଞ୍ଚ ପବିତ୍ର ଉପାଧ୍ୟାୟ ଏବଂ ତାଙ୍କ ପତ୍ନୀ…

ରୂପାଲୀ ଲେଙ୍କାଙ୍କ ନେତୃତ୍ୱରେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ପଦଯାତ୍ରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ରୂପାଲୀ ଲେଙ୍କାଙ୍କ ନେତୃତ୍ୱରେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ପଦଯାତ୍ରା

ରୂପାଲୀ ଲେଙ୍କାଙ୍କ ନେତୃତ୍ୱରେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ପଦଯାତ୍ରା #କଟକ(ଏନ୍‌.ଏମ୍‌.): ବିଜେଡି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟରେ ବହୁ ଲୋକାଭିମୁଖୀ ଯୋଜନାର ପ୍ରଣୟନ କରିଛନ୍ତି । ଏହି ଯୋଜନାର ସଫଳ ରୂପାୟନ ପାଇଁ ନବୀନ ବାବୁଙ୍କ ନିର୍ଦ୍ଦେଶକ୍ରମେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରାଜ୍ୟର ବିଭିନ୍ନ ପ୍ରାନ୍ତରେ କରାଯାଉଛି । ଏହି ଅବସରରେ ଚୌଦ୍ୱାର…

ହାପି କିଡ୍ସ ଇଂଲିଶ ମିଡ଼ିମ୍ ସ୍କୁଲରେ ଜାତୀୟ କୃମି ନାଶକ ଦିବସ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ହାପି କିଡ୍ସ ଇଂଲିଶ ମିଡ଼ିମ୍ ସ୍କୁଲରେ ଜାତୀୟ କୃମି ନାଶକ ଦିବସ

ହାପି କିଡ୍ସ ଇଂଲିଶ ମିଡ଼ିମ୍ ସ୍କୁଲରେ ଜାତୀୟ କୃମି ନାଶକ ଦିବସ #କଟକ ସଦର(ଏନ୍‌.ଏମ୍‌.): ଜାତୀୟ କୃମି ନାଶକ ଦିବସ ଅବସରରେ ଶିଶୁ ରୋଗ ବିଶେଷଜ୍ଞ୍ ଡାକ୍ତର ଅଶୋକ ଶତପଥିଙ୍କ ଅଧ୍ୟକ୍ଷତାରେ କଟକ ସଦର ଅନ୍ତର୍ଗତ ସୋମପୁର ଠାରେ ହାପି କିଡ୍ସ ଇଂଲିଶ ମିଡିୟମ ସ୍କୁଲରେ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଅଭିଭାବକମାନଙ୍କ ଉପସ୍ଥିତିରେ ୩ ବର୍ଷରୁ ୧୦ ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ କୃମି ଔଷଧ ବଣ୍ଟନ…

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ

୩ ଦିନ ଧରି ନିଖୋଜ ପରେ କୂଅରୁ ବାହାରିଲା ମୃତଦେହ #ପାଟଣାଗଡ଼(ଏନ୍‌.ଏମ୍‌.): ୩ ଦିନ ହେଲା ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇ ଆଉ ଘରକୁ ଫେରି ନଥିଲେ ଯୁବକ । ପତ୍ନୀ ଚାରିଆଡ଼େ ସ୍ୱାମୀକୁ ଖୋଜି ବୁଲୁଥିଲେ ହେଲେ ପତ୍ତା ପାଉ ନଥିଲେ । ଶେଷରେ ଗାଁର ଏକ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍ । ଏପରି ଏକ ଘଟଣା ବଲାଙ୍ଗିର ଜିଲ୍ଲା ପାଟଣାଗଡ଼…

ଆରପାରିରେ ଖଲିକୋଟ ରାଣୀ; ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆରପାରିରେ ଖଲିକୋଟ ରାଣୀ; ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ଆରପାରିରେ ଖଲିକୋଟ ରାଣୀ; ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ #କବିସୂର୍ଯ୍ୟନଗର(ଏନ୍‌.ଏମ୍‌.): ପୂର୍ବତନ ବିଧାୟିକା ତଥା ଖଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ସେ ୧୦ ଥର ବିଧାୟିକା ହୋଇଛନ୍ତି…

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ #ଭୁବନେଶ୍ୱର(ଏନ୍‌.ଏମ୍‌.): ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜୟଦେବ ଭବନ ଠାରେ ଆୟୋଜିତ ସମାବେଶରେ ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,ଆଇନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଓ ସମାଧାନ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ଭାବେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା…

ଜଗତପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରକାରୀ ସ୍ୱାସ୍ଥ୍ୟସେବା ଦିଗହରା: ଡାକ୍ତରଙ୍କ ଅନୁପସ୍ଥିତିରେ ଚିକିତ୍ସା କରୁଛନ୍ତି ଫାର୍ମାସିଷ୍ଟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

ଜଗତପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରକାରୀ ସ୍ୱାସ୍ଥ୍ୟସେବା ଦିଗହରା: ଡାକ୍ତରଙ୍କ ଅନୁପସ୍ଥିତିରେ ଚିକିତ୍ସା କରୁଛନ୍ତି ଫାର୍ମାସିଷ୍ଟ

ଜଗତପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରକାରୀ ସ୍ୱାସ୍ଥ୍ୟସେବା ଦିଗହରା: ଡାକ୍ତରଙ୍କ ଅନୁପସ୍ଥିତିରେ ଚିକିତ୍ସା କରୁଛନ୍ତି ଫାର୍ମାସିଷ୍ଟ #ଜଗତପୁର(ଏନ୍‌.ଏମ୍‌.): ରାଜ୍ୟରେ ଜନସାଧାରଣ ତ୍ୱରିତ ତଥା ଉନ୍ନତ ଚିକିତ୍ସା ସେବା ପାଇବା ଉପରେ ରାଜ୍ୟସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ଼ ଠାରୁ ଆରମ୍ଭ କରି ଘର ପାଖରେ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା ଭଳି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବିଶେଷ କରି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଜରିଆରେ ଜନସାଧାରଣଙ୍କୁ…

ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ
Slider କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ #ଚୌଦ୍ୱାର(ଏନ୍‌.ଏମ୍‌.): ଟାଙ୍ଗୀ ଚୌଦ୍ୱାର ବ୍ଳକ୍ ଅନ୍ତର୍ଗତ କୟଲପଡ଼ା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିଜୀ ସରକାରୀ ଉପ୍ରା ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଆଶାମଣି ଦେଇଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଯୋଗଦେଇ କୃତି ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ତେବେ ପାଠ ପଢା ସହିତ ସାମାଜିକ କାମ ଓ…