ଶଙ୍କଟରେ ଗଜରାଜ: ଜୟପୁର ଜଙ୍ଗଲରେ ବୁଲୁଛି ଗୁଳିବିଦ୍ଧ ଦନ୍ତାହାତୀ
ଶଙ୍କଟରେ ଗଜରାଜ: ଜୟପୁର ଜଙ୍ଗଲରେ ବୁଲୁଛି ଗୁଳିବିଦ୍ଧ ଦନ୍ତାହାତୀ [caption id="attachment_5309" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍.ଏମ୍.): ଏବେ ଶଙ୍କଟରେ ଗଜରାଜ । ଗୋଟିଏ ପଟେ ମଣିଷ ଜଙ୍ଗଲ ଭିତରକୁ ଧସେଇ ପଶିବା ଯୋଗୁଁ ବନ୍ୟଜନ୍ତୁ ବାସହରା ବେସାହାରା ହୋଇପଡ଼ିଛନ୍ତି । ଦିନକୁ ଦିନ ଘଞ୍ଚ ଅରଣ୍ୟ ପାଲଟି ଯାଉଛି କଂକ୍ରିଟ ଜଙ୍ଗଲ ଆଉ ବିକାଶର ସ୍ମାରକୀ କଳକାରଖାନା । ଏଥିରେ ଅତିଶୟ ବନ୍ୟଜନ୍ତୁ…




















