ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା
ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା ‘ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ରହିବା ଆବଶ୍ୟକ’: ଖାଉଟି କଲ୍ୟାଣ ମନ୍ତ୍ରୀ [caption id="attachment_4854" align="alignnone" width="300"] Photo by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ବଜାୟ ରଖିବା ନିମନ୍ତେ ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯ର କିଛି ଧାରାରେ ଦଣ୍ଡ କୋହଳ ସଂଶୋଧନ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ…




















