ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ ଭୁବନେଶ୍ୱର(ଏନ୍.ଏମ୍.): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।…




















