‘ଉଡ୍ର’ ତରଫରୁ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ
‘ଉଡ୍ର’ ତରଫରୁ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଭୁବନେଶ୍ୱର(ଏନ୍.ଏମ୍.): ‘ଉଡ୍ର’ଚାରିଟେବୁଲ୍ ଟ୍ରଷ୍ଟର ନୂତନ ପ୍ରୟାସ ଥିଲେ ଦିଅ, ନଥିଲେ ନିଅ ଅଭିଯାନ ମାଧ୍ୟମରେ ସଂଗୃହିତ ବସ୍ତ୍ର ଗୁଡିକୁ ଆଜି ଅପରାହ୍ନ ୪ ଘଟିକା ସମୟରେ ଭୁବନେଶ୍ୱର ମହାନଗର ନିଗମର ୪୨ ନମ୍ବର ୱାର୍ଡରେ ଅବସ୍ଥିତ ମୟୁର କ୍ଲବ୍ (ଷ୍ଟେସନ୍ ବଜାର…




















