ଏ.ଆଇ.ଡି.ଏସ୍.ଓ. ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ
ଏ.ଆଇ.ଡି.ଏସ୍.ଓ. ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ [caption id="attachment_11165" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍.ଏମ୍.): ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଅବସରରେ ଛାତ୍ର ସଂଗଠନ ଏ.ଆଇ.ଡି.ଏସ୍.ଓ, ମହିଳା ସଂଗଠନ ଏ.ଆଇ.ଏମ୍.ଏସ୍.ଏସ୍ ଓ ଯୁବ ସଂଗଠନ ଏ.ଆଇ.ଡି.ୱାଇ.ଓ ଏବଂ କିଶୋର ସଂଗଠନ କମ୍ ସୋମୋଲ୍ ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ କଲେଜ ଛକ ଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ଗୋପବନ୍ଧୁ…




















