ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ
ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ କଟକ(ଏନ୍.ଏମ୍.): କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ଆଜି ଦିଲ୍ଲୀ ବିଜେପି ମୁଖ୍ୟ…




















